Posted inଜାତୀୟ

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ ସମ୍ମୁଖ ରାସ୍ତାରେ ଦ୍ରୁତ ଗତିରେ ଯିବା ସହିତ ଜୋର୍‌ରେ ଶବ୍ଦ କରିଥିଲା। ଏହାଦ୍ୱାରା ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏଠାକାର ସମ୍ବେଦନଶୀଳ ଅଞ୍ଚଳ ବିଜୟ ଚୌକଠାରେ ଧଳା ରଙ୍ଗର ଅଡ଼ି ସ୍ପୋର୍ଟସ୍‌ କାର ଏପରି କରିଥିବା କୁହାଯାଉଛି। କିଛି ସମୟ ପରେ କାର୍‌ଟ ସେଠାରୁ ଚାଲି ଯାଇଥିବା ଉପସ୍ଥିତ ଲୋକେ କହିଛନ୍ତି। ସିସିଟିଭି ଆଧାରରେ ଗାଡ଼ିର ନମ୍ବର ଏବଂ ଏହାର ମାଲିକଙ୍କ ସମ୍ପର୍କରେ ତଥ୍ୟ ଯୋଗାଡ଼ ପାଇଁ ପୋଲିସ ପକ୍ଷରୁ ଖୋଳତାଡ଼ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କୁ ଚାପୁଡା ମାରିଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ଆଇଜଲ,୨୧।୮: ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କ ଝିଅ ଡାକ୍ତରଙ୍କୁ ଚାପୁଡ଼ା ମାରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ସର୍ବସାଧାରଣରେ କ୍ଷମା...

କହ୍ନେୟା କୁମାରଙ୍କ କାର୍‌କୁ ଆକ୍ରମଣ

ନୂଆଦିଲ୍ଲୀ,୬ା୨: ସିପିଆଇ ନେତା କହ୍ନେୟା କୁମାରଙ୍କ ଉପରେ ବିହାରରେ ବୁଧବାର ଟେକାମାଡ଼ ହୋଇଛି। ପାଟନାରୁ ୨୫୦ କି.ମି. ଦୂର ସୁପାଉଲଠାରେ ସେ କାର୍‌ରେ ଯାଉଥିବାବେଳେ କେତେଜଣ...

ଟିଏମ୍‌ସି ଖରାପ, ଭାଜପା ତା’ଠୁ ୧୦୦୦ ଗୁଣ

କୋଲକାତା, ୭।୧୨:ଦୀର୍ଘ ୯ ବର୍ଷର ନିର୍ବାଚନ ପରେ ଘର ତଥା ନିଜର ରାଜନୈତିକ ଗଡ଼ ପଶ୍ଚିମବଙ୍ଗର ପଶ୍ଚିମ ମିଦନାପୁର ଫେରିଥିବା ସିପିଆଇଏମ୍‌ର ହେଭିଓ୍ବେଟ୍‌ ନେତା ସୁଶାନ୍ତ...

ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କର

ନୂଆଦିଲ୍ଲୀ, ୬ା୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କରିବା ପାଇଁ ମୁସଲମାନମାନଙ୍କୁ ଏହି ସମ୍ପ୍ରଦାୟର ପ୍ରାୟ ୬୦ ଜଣ ବରିଷ୍ଠ ଆଇଏଏସ୍‌ ଏବଂ...

କଂଗ୍ରେସ ମୋ କବର ଖୋଳିବାରେ ବ୍ୟସ୍ତ, ମୁଁ ଏକ୍ସପ୍ରେସଓ୍ବେ ଲୋକାର୍ପଣରେ ବ୍ୟସ୍ତ: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁ-ମହୀଶୂର ଏକ୍ସପ୍ରେସୱେକୁ ଲୋକାର୍ପିତ କରିଛନ୍ତି। ଏହି ଏକ୍ସପ୍ରେସୱେ ୧୧୮ କିଲୋମିଟର ଲମ୍ବ।...

ଦେଢ଼ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ପ୍ରତିଷ୍ଠିତ ବ୍ୟବସାୟୀ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ

ମୁମ୍ବାଇ,୨୮।୬: ଶାପୁରଜୀ ପାଲୋଞ୍ଜୀ ଗ୍ରୁପ୍‌ର ଚେୟାରମ୍ୟାନ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ବୟସରେ ମୁମ୍ବାଇରେ ଦେହାନ୍ତ ହୋଇଛି।...

ଫେସ୍‌ବୁକ୍‌ ବନ୍ଧୁତା ମହଙ୍ଗା ପଡ଼ିଲା: ଯବାନଙ୍କଠାରୁ ଦେଶର ଗୁପ୍ତ ତଥ୍ୟ ସଂଗ୍ରହ କରିନେଲେ ମହିଳା

ପାଟନା,୨୩।୧୦: ବିହାର ଦାନାପୁରରେ ଜଣେ ଯବାନଙ୍କଠାରୁ ଦେଶର ବହୁ ଗୁପ୍ତ ତଥ୍ୟ ଜଣେ ମହିଳା ସଂଗ୍ରହ କରିନେଇଛନ୍ତି। ଦାନାପୁରରେ ମୁତୟନ ଥିବା ଯବାନ୍‌ ସୁରଜିତ୍‌ ସିଂ...

Advertisement
Archives

Model This Week