Posted inଜାତୀୟ

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ ସମ୍ମୁଖ ରାସ୍ତାରେ ଦ୍ରୁତ ଗତିରେ ଯିବା ସହିତ ଜୋର୍‌ରେ ଶବ୍ଦ କରିଥିଲା। ଏହାଦ୍ୱାରା ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏଠାକାର ସମ୍ବେଦନଶୀଳ ଅଞ୍ଚଳ ବିଜୟ ଚୌକଠାରେ ଧଳା ରଙ୍ଗର ଅଡ଼ି ସ୍ପୋର୍ଟସ୍‌ କାର ଏପରି କରିଥିବା କୁହାଯାଉଛି। କିଛି ସମୟ ପରେ କାର୍‌ଟ ସେଠାରୁ ଚାଲି ଯାଇଥିବା ଉପସ୍ଥିତ ଲୋକେ କହିଛନ୍ତି। ସିସିଟିଭି ଆଧାରରେ ଗାଡ଼ିର ନମ୍ବର ଏବଂ ଏହାର ମାଲିକଙ୍କ ସମ୍ପର୍କରେ ତଥ୍ୟ ଯୋଗାଡ଼ ପାଇଁ ପୋଲିସ ପକ୍ଷରୁ ଖୋଳତାଡ଼ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମରି ମଧ୍ୟ ଅମର: ୧୨ ବର୍ଷର ନାବାଳକଙ୍କ ଶରୀରରେ ଧକ୍‌ ଧକ୍‌ କରିବ ୬୨ ବର୍ଷ ବୟସ୍କା ବିମଳାଙ୍କ ହୃଦୟ

ଭୋପାଳ,୨୫।୭: ମରିବା ପରେ ମଧ୍ୟ କେତେକ ନିଜର ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଅମର ହୋଇଥାନ୍ତି। ଏଭଳି ଏକ ଘଟଣା ମଧ୍ୟପ୍ରଦେଶ ଶେହାଦ୍ରୀରେ ଘଟିଛି। ୬୨ ବର୍ଷ...

ଏୟାର ଷ୍ଟ୍ରାଇକ୍‌ର ୭ ମାସ ପରେ ବାଲାକୋଟରେ ପୁଣି ଜୈଶ୍‌ ଆତଙ୍କବାଦୀ ସକ୍ରିୟ: ୪୦ରୁ ଅଧିକ ଜେହାଦିଙ୍କୁ ଦିଆଯାଉଛି ତାଲିମ୍‌

ନୂଆଦିଲ୍ଲୀ,୨୨।୯: ପାକିସ୍ତାନ ବାଲାକୋଟରେ ଭାରତୀୟ ବାୟୁସେନାର ଏୟାର ଷ୍ଟ୍ରାଇକ୍‌ର ୭ ମାସ ପରେ ଏବେ ପୁଣି ଥରେ ଏଠାରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସକ୍ରିୟ ହେବାରେ ଲାଗିଛନ୍ତି।...

ଆଡଭାନୀ, ଜୋଷୀଙ୍କୁ ନିମନ୍ତ୍ରଣ ନାହିଁ

ନୂଆଦିଲ୍ଲୀ, ୨ା୮: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜନ ଉତ୍ସବ ଧୁମ୍‌ଧାମରେ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବକେୟା ବିଜ୍ଞାପନ ଦେୟ ପୈଠ କଲେ ଗୁଜରାଟ ସରକାର

ମୁମ୍ବାଇ,୭ା୫: କୋଭିଡ୍‌-୧୯ ମହାମାରୀ ଯୋଗୁ ଦେଶର ଖବରକାଗଜ ଶିଳ୍ପ ମାସିକ ୨୦୦୦ କୋଟି ଟଙ୍କା କ୍ଷତି ସହୁଛି। ଏପରି ସମୟରେ ଗୁଜରାଟ ସରକାର ମାର୍ଚ୍ଚ ମାସ...

ଭାଜପା ଆଇଟି ସେଲ୍‌ ମୁଖ୍ୟଙ୍କୁ ଏଡିଟର୍ସ ଗିଲ୍ଡର ସମାଲୋଚନା

ନୂଆଦିଲ୍ଲୀ,୨୯ା୧୨(ପି.ଟି.): ଖବରଦାତା ରାଜଦୀପ୍‌ ସାରଦେଶାଇଙ୍କ ବିରୋଧରେ ଅନ୍‌ଲାଇନ ମତାମତ ସଂଗ୍ରହ କରୁଥିବା ଭାଜପା ଆଇଟି ସେଲ୍‌ ମୁଖ୍ୟ ଅମିତ୍‌ ମାଲବ୍ୟଙ୍କୁ ଏଡିଟର୍ସ ଗିଲ୍ଡ ପକ୍ଷରୁ ସମାଲୋଚନା...

ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ସରକାରୀ ସ୍କୁଲରେ ମିଳିଲାନି ନାମଲେଖା ଅନୁମତି

ଚେନ୍ନାଇ,୧୨।୭: ତାମିଲନାଡୁର ପେରାମ୍ବୁଲୁର ଜିଲାର ଏକ ସରକାରୀ ହାଇସ୍କୁଲରେ ଜଣେ ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ନାମଲେଖାର ସୁଯୋଗ ଦିଆଯାଇନାହିଁ। ଏହାପରେ ଶୁକ୍ରବାର ତାମିଲନାଡୁ ଶିକ୍ଷା ବିଭାଗ...

ଠିକା ଶ୍ରମିକଙ୍କ ପାଇଁ କେଜରିଓ୍ବାଲଙ୍କ ଉପହାର

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଉପହାର ଦେଇଚାଲିଛନ୍ତି। ଏବେ ଠିକା ଶ୍ରମିକଙ୍କ ପାରିଶ୍ରମିକ ବୃ୍‌ଦ୍ଧି କରାଯିବ ବୋଲି ସେ ଘୋଷଣା...

ଉଠିଲା ସିଏଏ, କଶ୍ମୀର ଓ ଆତଙ୍କବାଦ ପ୍ରସଙ୍ଗ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଅନେକ କଥା କହିଥିଲେ। ଭାରତ ସହ ଧାର୍ମିକ ସ୍ବାଧୀନତା, ବାଣିଜି୍ୟକ...


Coronavirus Update

Archives

Model This Week

Why Dharitri