ସୁରକ୍ଷା ଭିତରେ ହେବ ସ୍ନାନଯାତ୍ରା: ୬୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ, ୨।୬ : ସ୍ନାନ ଯାତ୍ରା ପାଇଁ ଶନିବାରଠାରୁ ପୁରୀରେ ଟ୍ରାଫିକ କଟକଣା ଲାଗୁ ହେବ। ପୁରୀ ଟାଉନ ହଲଠାରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବ ପୋଲିସ ସମୀକ୍ଷା ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ବୈଠକରେ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାକୁ ଉପରେ ଗୁରୁତ୍ୱ ଦିଆଯାଇଛି । ପ୍ରବଳ ଭକ୍ତଙ୍କ ଜନସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ବ୍ୟାରିକେଡ଼ ବ୍ୟବସ୍ଥା ସହ ପର୍ଯ୍ୟାପ୍ତ ସିସିଟିଭି, ୬୦ ପ୍ଲାଟୁନ ପୋଲିସ ଫୋର୍ସ ସହ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ୩ ଜଣ କମାଣ୍ଡାଣ୍ଟ, ୧୨ ଅତିରିକ୍ତ ଏସ୍‌ପି, ୨୨ ଡିଏସ୍‌ପି ୫୯ ଇନ୍ସପେକ୍ଟର, ୨୯୧ ସବ ଇନ୍ସପେକ୍ଟର, ୪୧ ହାବିଲଦାର, ୧୨ ଟ୍ରାଫିକ ହାବିଲଦାର, ୩୩୧ କନଷ୍ଟେବଳ, ୪୮ ଟ୍ରାଫିକ କନଷ୍ଟେବଳ, ୫୪୪ ହୋମଗାର୍ଡ ସୁରକ୍ଷା ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri