ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉକ୍ତ ଟ୍ରେନ ୩ ଘଣ୍ଟା ବିଳମ୍ବରେ ପହଞ୍ଚିଥିଲା ସମସ୍ତଙ୍କର ସ୍କ୍ରିନିଂ ପରେ ନିଜ ନିଜ ବ୍ଲକର ପଞ୍ଚାୟତଞ୍‌ରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ବସ୍‌ ଯୋଗେ ପଠାଯାଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ, ଡିଆର୍‌ଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଆର୍‌ପିଏଫ୍‌ର ଅଧିକାରୀ ଓ ଫୋର୍ସ ଉପସ୍ଥିତ ଥିଲେ। ରବିବାର ସନ୍ଧ୍ୟାରେ ମଧ୍ୟ ସୁରଟରୁ ଏକ ଟ୍ରେନ୍‌ରେ ଗଞ୍ଜାମ ଜିଲାର ୧୨୦୨ ଓ ଅନ୍ୟ ଜିଲାର ପ୍ରବାସୀ ଓଡ଼ିଆ ଆସିଥିଲେ। ଆଜି ଆହୁରି ୨ ଟି ଟ୍ରେନ୍‌ ସୁରଟରୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଫ୍ୟାକ୍ଟ୍ରି ସିଲ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୂତସରସିଙ୍ଗି ଠାରେ ଥିବା କାଜୁ ଫ୍ୟାକ୍ଟ୍ରିରେ କୋଭିଡ୍‌ ଆଇନକୁ ସମ୍ପୂର୍ଣ୍ଣ ରୂପେ ଉଲ୍ଲଂଘନ କରି ଶତାଧିକ ମହିଳା...

ମାଲକାନଗିରି: ୨୭୧୮ରୁ ୧୧୪ ପ୍ରାର୍ଥିପତ୍ର ନାକଚ

ମାଲକାନଗିରି,୨୪।୧ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପରେ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡମେମ୍ବର...

ବିପଦ ସଙ୍କେତ ନିକଟତର ୩ ନଦୀ

ଛତ୍ରପୁର,୨୫ା୧୦(ଡି.ଏନ.ଏ)- ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ବର୍ଷା ଲାଗିରହିଛି। ବିଭିନ୍ନ ସ୍ଥାନରେ ପାଣି ଜମିଛି। ୨୪ ଘଣ୍ଟା ମଧ୍ୟରେ ଜିଲାରେ...

ଦାରିଙ୍ଗବାଡ଼ି ଅଞ୍ଚଳରେ ସୁଧୁରୁନି ପରିବହନ ବ୍ୟବସ୍ଥା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଭାଗୀୟ ତତ୍ପରତା

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ସହ ଯାନବାହନ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଶନିବାର ସନ୍ଧ୍ୟାରେ ରାସ୍ତା ବ୍ଲକିଂ...

ଚାଷୀ ବୈଠକରେ ନିଷ୍ପତ୍ତି: ଟୋକନ ବ୍ୟବସ୍ଥା ଉଚ୍ଛେଦ ନ ହେଲେ ଧାନବିକ୍ରି ବନ୍ଦ

ବେଗୁନିଆପଡ଼ା,୨୬ା୧୧(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକ ସେବା ସମବାୟ ସମିତିରେ ମଙ୍ଗଳବାର ଧାନକ୍ରୟ ନିମନ୍ତେ ଏକ ଚାଷୀ ସଚେତନ ବୈଠକ ସମିତି ସଭାପତି ରବିନାରାୟଣ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ...

ଦଶପଲ୍ଲାରୁ ଗଲା ରଥକାଠ

ଦଶପଲ୍ଲା,୨୮ା୩(ଡି.ଏନ.ଏ.): ପୁରୀରେ ବିଶ୍ୱପ୍ରସିଦ୍ଧ ରଥ ନିର୍ମାଣ ନିମନ୍ତେ ଶୁକ୍ରବାର ଦଶପଲ୍ଲା ବନାଞ୍ଚଳରୁ ୨୩ଖଣ୍ଡ କାଠ ଟ୍ରକ୍‌ ଯୋଗେ କଟକ ଖପୁରିଆସ୍ଥିତ ସ’ମିଲ୍‌କୁ ପଠାଯାଇଛି। ଏହି କାଠ...

ଟାଟା ଚା’ ପ୍ୟାକେଜିଂ ୟୁନିଟରେ ନିଯୁକ୍ତି ଦାବି: ଅଫିସ ଘେରାଉ କଲା ଭାଜପା

ଛତ୍ରପୁର, ୨୪।୭(ଡି.ଏନ୍‌.ଏ.): ଛତ୍ରପୁର ଉପକଣ୍ଠ ଟାଟା ଷ୍ଟିଲ କମ୍ପାନୀ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ ହୋଇଥିବା ଟାଟା ଚା’ ପ୍ୟାକେଜିଂ ୟୁନିଟରେ ଜମି ହରାଇଥିବା ଲୋକଙ୍କୁ...

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି।...

Advertisement


Archives

Model This Week