ଭଞ୍ଜନଗର,୭।୫(ଡି.ଏନ.ଏ)- କରୋନା ଭୂତାଣୁ ପାଇଁ ସୁରଟରୁ ହଜାର ହଜାର ଓଡ଼ିଆ ନିଜ ଭିଟାମାଟିକୁ ଫେରୁଛନ୍ତି। ପ୍ରଥମେ ବସ୍ ଯୋଗେ ଆସୁଥିବାବେଳେ ଦୁର୍ଘଟଣା ବଢ଼ିବା ସହ ସାମାଜିକ ଦୂରତ୍ୱ ରହିଲା ନାହିଁ। ଫଳରେ ସରକାର ବସ୍ ବଦଳରେ ଟ୍ରେନ୍ ଯୋଗେ ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ଆଣିବା ପାଇଁ ନିଷ୍ପତି ନେଲେ। ଅପରପକ୍ଷେ ବସ୍ ସେବା ବନ୍ଦ ଥିଲେ ମଧ୍ୟ ଗୁରୁବାର ୫ଟି ବସ୍ରେ ସୁରଟରୁ ଲୋକେ ଗଞ୍ଜାମ ଜିଲାକୁ ଆସିଛନ୍ତି। ସେମାନଙ୍କୁ ନିଜ ନିଜ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଗୁରୁବାର ଅପରାହ୍ନ ୫ଟା ସୁଦ୍ଧା ୧୨ କ୍ୱାରାଣ୍ଟାଇନ ସେଣ୍ଟରରେ ୭୨୦ ପ୍ରବାସୀ ରହିଥିବା ବିଡ଼ିଓ ଅନିଲ କୁମାର ସେଠୀ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…
ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…
ମାଣତ୍ରୀ ଏସ୍ଏସ୍ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ
ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍ଏସ୍ଡି) ବାଳିକା ହାଇସ୍କୁଲ…
ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…
ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…
କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…
ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ
ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…
ଶହୀଦ ଭି. ତେଜାଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର
ରାୟଗଡା, ୭।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଶହୀହ ହୋଇଥିବା ଭି.ତେଜାଙ୍କୁ ତାଙ୍କ ବାସଭବନରେ ଆଜି ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି I ଗାର୍ଡ ଅଫ ହନର…
ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ
ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

