ସୁରଟରୁ ବ୍ରହ୍ମପୁର ଷ୍ଟେଶନରେ ବିଳମ୍ବିତ ରାତିରେ ପହଞ୍ଚିବ ଆଉ ୩ ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୩ା୫: ସୁରଟରୁ ଶ୍ରମିକମାନଙ୍କୁ ନେଇ ବାହାରିଥିବା ୩ଟି ସ୍ବତନ୍ତ୍ର ଟ୍ରେନ ଶନିବାର ବିଳମ୍ବିତ ରାତିରେ ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିବ। ବିଭିନ୍ନ ଜିଲାର ଶ୍ରମିକମାନେ ଉକ୍ତ ଟ୍ରେନରେ ଆସିବେ ବୋଲି ଜଣାପଡ଼ିଛି। ବହ୍ମପୁର ରେଳଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମରେ ଏହିସବୁ ଟ୍ରେନ୍‌ ଲାଗିବ ବୋଲି ବ୍ରହ୍ମପୁର ଷ୍ଟେଶନ ମ୍ୟାନେଜର ଦୁର୍ଗାପ୍ରସାଦ ବ୍ରହ୍ମା ସୂଚନା ଦେଇଛନ୍ତି। ବ୍ରହ୍ମପୁରକୁ ସୁରଟରୁ ମୋଟ୍‌ ୬ଟି ଟ୍ରେନ୍‌ ଆସିବ। ସେଥିମଧ୍ୟରୁ କୋଏମ୍ବାଟୁର୍‌ରୁ ଗୋଟିଏ ଟ୍ରେନ୍‌ ଆସିବ। କୋଏମ୍ବାଟୁର୍‌ରୁ ଆସୁଥିବା ଟ୍ରେନରେ ଅଧା ଯାତ୍ରୀ ବ୍ରହ୍ମପୁର ରେଳଷ୍ଟେଶନରେ ଓହ୍ଲାଇବେ। ଅନ୍ୟ ଯାତ୍ରୀମାନଙ୍କୁ ନେଇ ଟ୍ରେନ୍‌ଟି ଯାଜପୁର ଯିବ ବୋଲି ସେ କହିଛନ୍ତି। ସେପଟେ ସୁରଟରୁ ବାହାରିଥିବା ଟ୍ରେନ୍‌ଗୁଡିକ ନିର୍ଦ୍ଧାରିତ ସମୟର ୬ ଘଣ୍ଟା ବିଳମ୍ବରେ ଛାଡ଼ିଥିବା ମଧ୍ୟ ସେ କହିଛନ୍ତି । ଯାହାଫଳରେ ବ୍ରହ୍ମପୁର ଷ୍ଟେଶନରେ ଶନିବାର ରାତି ୧୧ଟାରେ ପହଞ୍ଚିବା ନେଇ ପୂର୍ବରୁ ଆଶା କରାଯାଉଥିବା ବେଳେ ଟ୍ରେନ୍‌ଗୁଡିକ ଏବେ ରବିବାର ଭୋର୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି। ସୁରଟରୁ ଆସୁଥିବା ଆଉ ୩ଟି ଟ୍ରେନ ପ୍ରତ୍ୟେକ ୨ ଘଣ୍ଟା ବ୍ୟବଧାନରେ ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିବ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri