ସୁରଟରେ ଆଖି ବୁଜିଲେ କରୋନା ଆକ୍ରାନ୍ତ ଓଡିଆ ଶ୍ରମିକ

ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ ତଳେ ସୁରଟର ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି। କୃଷ୍ଣଚନ୍ଦ୍ର ସୁରଟରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ତାଙ୍କ ମୃତ୍ୟୁ ଖବରପାଇ ଆସିବା ପରେ ବାଡୁଲା ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି...

ଆଇଟିଆଇ ପ୍ରଶାସନକୁ ଦେବ ମାସ୍କ

ବ୍ରହ୍ମପୁର ଅଫିସ,୮ା୪-କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆଂଶିକ ଶଟ୍‌ଡାଉନ୍‌ ଜାରି ରହିଛି। ଘରୁ ବାହାରିବା ବେଳେ ମାସ୍କ ବ୍ୟବହାରକୁ ମଧ୍ୟ ପ୍ରଶାସନ ବାଧ୍ୟତାମୂଳକ...

ରୋଗୀଙ୍କୁ ଛାଡ଼ି ଫେରିବା ବେଳେ ମହିଳାଙ୍କୁ ପିଟିଲା ଆମ୍ବୁଲାନ୍ସ

ହିଞ୍ଜିଳିକାଟୁ,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗାଁରେ ଶନିବାର ଏକ ୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତା ମହିଳା...

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

ମାନ୍ଦାବସ୍ଥାକୁ ଆର୍‌ବିଆଇ ବୁଷ୍ଟର

ମୁମ୍ବାଇ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ...

ପ୍ରତି ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌

ନୂଆଦିଲ୍ଲୀ,୩୦।୬: କରୋନା କାଳରେ ମହଙ୍ଗା ମାଡ଼ ଜନତାଙ୍କୁ ଚିନ୍ତାରେ ପକାଇଦେଇଛି। ଦେଶରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି।...

ସମସ୍ତ ୨୦ କରୋନା ଆକ୍ରାନ୍ତ ଶିଶୁ ସୁସ୍ଥ: ବାଗଚୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ)-ଗତ ୨୦ ଦିନ ମଧ୍ୟରେ ୨୦ ଜଣ ଶିଶୁ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଏମାନେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶର,୧୭।୩(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ...

Advertisement
Archives

Model This Week