ଆସିକା,୩ା୫(ଡି.ଏନ୍.ଏ.)- ସୁରତରୁ ୪୧୧ ପ୍ରବାସୀ ଓଡିଆ ରବିବାର ଆସିକା ବ୍ଲକରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ୩୨ଜଣ ପ୍ରବାସୀଙ୍କୁ ଏକ ବସ୍ ଆସିକା ବସ୍ଷ୍ଟାଣ୍ଡରେ ଓହ୍ଲାଇ ଚାଲିଯାଇଥିଲା। ସେମାନେ ଚାଲି ଚାଲି ଗଁାକୁ ଫେରୁଥିବାବେଳେ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ଝଗଡାଇ ଛକଠାରେ ଅଟକାଇ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇଥିଲେ। ଏଠାରେ ରବିବାର ମୋଟ ୧୨୪ଜଣଙ୍କୁ ରଖାଯାଇଛି। ସେହିଭଳି ଅପରାହ୍ନ ୨ଟାରେ ଅନ୍ୟଏକ ବସ୍ ୫୫ଜଣଙ୍କୁ ଢଉଗଁା ଛକରେ ଓହ୍ଲାଇ ଚାଲିଯାଇଥିଲା। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବାରୁ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଥିଲେ। ସେହିଭଳି ସୁରଟରୁ ସ୍ବତନ୍ତ୍ର ଟ୍ରେନ୍ ଯୋଗେ ଆସିଥିବା ୨୩୨ଜଣଙ୍କୁ ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟରେ ରଖାଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି
AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍ ଭାବରେ ସୋସିଆଲ…
ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ
ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…
ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ
ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…
ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ
ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…
ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ
ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…
ଘୁମୁସର ବନଖଣ୍ଡରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ: ରାସ୍ତାକଡ଼ରେ ଭକ୍ତିମୟ ପରିବେଶ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରୁ ପୁରୀ ଅଭିମୁଖେ ୧୬ ଖଣ୍ଡ ଫାଶୀ କାଠ ଯାଇଛି। ଉକ୍ତ ସମସ୍ତ କାଠ ଲୋକେ…
ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର
ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ…
ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ
ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା…
Archives

