ସୁରଟ ଫେରନ୍ତାଙ୍କୁ ରାସ୍ତାରେ ଓହ୍ଲାଇଦେଲା ବସ୍‌

ଆସିକା,୩ା୫(ଡି.ଏନ୍‌.ଏ.)- ସୁରତରୁ ୪୧୧ ପ୍ରବାସୀ ଓଡିଆ ରବିବାର ଆସିକା ବ୍ଲକରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ୩୨ଜଣ ପ୍ରବାସୀଙ୍କୁ ଏକ ବସ୍‌ ଆସିକା ବସ୍‌ଷ୍ଟାଣ୍ଡରେ ଓହ୍ଲାଇ ଚାଲିଯାଇଥିଲା। ସେମାନେ ଚାଲି ଚାଲି ଗଁାକୁ ଫେରୁଥିବାବେଳେ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ଝଗଡାଇ ଛକଠାରେ ଅଟକାଇ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇଥିଲେ। ଏଠାରେ ରବିବାର ମୋଟ ୧୨୪ଜଣଙ୍କୁ ରଖାଯାଇଛି। ସେହିଭଳି ଅପରାହ୍ନ ୨ଟାରେ ଅନ୍ୟଏକ ବସ୍‌ ୫୫ଜଣଙ୍କୁ ଢଉଗଁା ଛକରେ ଓହ୍ଲାଇ ଚାଲିଯାଇଥିଲା। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବାରୁ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଥିଲେ। ସେହିଭଳି ସୁରଟରୁ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆସିଥିବା ୨୩୨ଜଣଙ୍କୁ ନିରଞ୍ଜନ ସରକାରୀ ମହିଳା ମହାବିଦ୍ୟାଳୟରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳା କାଟି ହତ୍ୟା

ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେସନ ୪ନଂ ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢେ ୯ଟାବେଳେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି।...

ଓଡ଼ିଆ ପିଲାଙ୍କୁ ଉଦ୍ଧାର ଦାୟିତ୍ୱରେ ପୁରୀର ବୈଶାଳୀ

ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍‌ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ,...

ଖୋର୍ଦ୍ଧା ପୌର ପରିଷଦ: କାଉନ୍‌ସିଲର ପଦ ପାଇଁ ୭୬ ପ୍ରାର୍ଥୀ

ଖୋର୍ଦ୍ଧା ଅଫିସ,୧୧ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଯାଞ୍ଚ ପ୍ରକ୍ରିୟା ସରଛି। କାଉନସିଲର ପଦ ପାଇଁ ମଇଦାନରେ ୭୬ଜଣ ପ୍ରାର୍ଥୀ ରହିଛନ୍ତି। ସେଥିରୁ ୩ପ୍ରମୁଖ ଦଳ...

ରାଜପଥ ଲୁଟେରା ଗିରଫ:୨ ଖଣ୍ଡା, ୧ ବାଇକ୍‌ ଜବତ

ନୟାଗଡ଼ ଅଫିସ,୨୨ା୫-ନୟାଗଡ଼ ଟାଉନ ପୋଲିସ ସୋମବାର ଜଣେ ରାଜପଥ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଲୁଟେରା ହେଲେ ପୁରୁଣା ଘଡ଼ୁଆଳ ଗ୍ରାମର ଅମୂଲ୍ୟ ମଲ୍ଲିକ (୨୨)...

କମିଟି ପ୍ରସ୍ତାବକୁ ମାନିବେ ଘରୋଇ ସ୍କୁଲ

କଟକ ଅଫିସ୍‌,୮।୧:ଘରୋଇ ସ୍କୁଲ୍‌ରେ ଫି’ ହ୍ରାସକୁ ନେଇ ଆଗତ ମାମଲାରେ ଗୁରୁବାର ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଫି’ ହ୍ରାସ ସମ୍ପର୍କରେ ହାଇକୋର୍ଟଙ୍କ ଦ୍ୱାରା...

ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା

ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା...

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ।...

ଡକାୟତି ଯୋଜନା ବିଫଳ : ୩ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବାଲେଶ୍ୱର ଅଫିସ, ୩।୮: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ନିକଟସ୍ଥ ଭଟ୍ଟରମିଲ୍‌ ପରିସରରେ ଶୁକ୍ରବାର ମଧ୍ୟରାତ୍ରିରେ ୮ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ଏକାଠି ହୋଇ...

Advertisement
Archives

Model This Week