ସୁରଟ ଫେରନ୍ତାଙ୍କ ମଧ୍ୟରେ ଶେରଗଡର ୫୭, ଆସିକାର ୧୧ଜଣ

ଆସିକା/ଶେରଗଡ,୨୮ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ ସୁରଟରେ ଫସିଥିବା ଓଡ଼ିଆଙ୍କ ମଧ୍ୟରୁ ୪ଟି ବସ୍‌ ଯୋଗେ ଗଞ୍ଜାମ ଜିଲାର ୨୨୮ଜଣ ସୋମବାର ପ୍ରଥମ ଦଫାରେ ଫେରୁଛନ୍ତି। ସେମାନଙ୍କ ମଧ୍ୟରେ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତର ୧୧ଜଣ ରହିଥିବାବେଳେ ଶେରଗଡର ୫୭ଜଣ ରହିଛନ୍ତି। ଏନେଇ ଆସିକା ବିଡିଓଙ୍କୁ ପଚାରିବାରୁ ତାଙ୍କ ପାଖରେ କୌଣସି ବିଧିବଦ୍ଧ ସୂଚନା ନ ଥିବା କହିଛନ୍ତି। ଶେରଗଡର ୫୭ଜଣ ଏକ ସ୍ବତନ୍ତ୍ର ବସ୍‌ରେ ଆସି ବ୍ରାହ୍ମଣଛାଇରେ ପହଞ୍ଚତ୍ବେ। ବୁଧବାର ସକାଳେ ପହଞ୍ଚତ୍ବାପରେ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସେମାନଙ୍କୁ ରଖାଯିବ ଓ ଏନେଇ ସମସ୍ତ ପ୍ରସ୍ତୁତ ସରିଥିବା ବିଡିଓ ସୁରଞ୍ଜନ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri