ସୁରେଖାକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଗଣ୍ଡତୁରୁମ, ୯ା୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ବ୍ରାହ୍ମଣତୁରୁମ ଗଁାର ସୁରେଖା ମେହେର(୪୫)। ସେ ଦୁଇ ବଛର ହେଲା ମେରୁହାଡ଼ ସମସିଆରେ ଖଟେ ପଡ଼ିରହିଛନ୍‌। ଇ ବାବ୍‌ଦେ ଗଲା ଡିସେମ୍ବର ୩୦ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଅର୍ଥାଭାବରୁ ହୋଇପାରୁନି ଚିକିସତ୍ା, ଜୀବନ ଯନ୍ତ୍ରଣାରେ ଛଟପଟ ସୁରେଖା’ ଶୀରଷକ୍‌ରେ ଟିକିନିଖିନୁ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ବୁଧୁବାର ଜିଲାପାଳ ଜ୍ୟୋତିରଞ୍ଜନ ପଧାନକଁର ନିରଦେଶରେ ଭେଡ଼େନ ତହସିଲଦାର ସୀମା ସୁନିତା କୁଲୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀ ଡା.ସୁଶାନ୍ତ କର, ପିଏଚ୍‌ଇଓ ବିହାରୀ ବାରିକ, ଗଣ୍ଡତୁରୁମ ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦୀ, ଅମିନ ରୂପକ ଭୋଇ ସୁରେଖାକଁର ଘରେ ପୁହୁଁଚିଥିଲେ। ଡାକ୍‌ତରୀ ଦଲ ସୁରେଖାକଁର ହାଲ୍‌ଚାଲ, ଦିହିପା ପଚାରି ବୁଝ୍‌ବାର ସଂଗେ ସେ ଭଲ ହେବାର ତକ୍‌ ସବୁ ଚିକିଛା ଖରଚ୍‌ ପରଶାସନ ବହନ କରବା ବଲି କଥା ଦେଇଥିବାର ଜନାଯାଇଛେ।
ପୂବର ସୂଚନା ଅନ୍‌ସାରେ ବ୍ରାହ୍ମଣତୁରୁମ ଗଁାର ସରଜୁ ମେହେରକଁର ପରିବାର କହେଲେ ମାଏକିନା ସୁରେଖା, ଦୁଇ ଝି’ ଆର ଗୁଟେ ପୁଓକେ ନେଇ ସଁସାର। ପରିବାରଟା ନିହାତି ଗରିବ୍‌। ସରଜୁ ଦୁଖ୍‌ସୁଖ୍‌ କରି କୁଟୁମ ପୁଷୁଛନ୍‌। ଏନ୍‌ତାଥି ୨୦୧୭ ଜୁନ୍‌ ୨୮ ତାରିଖ୍‌ ସୁରେଖା ନିଜର ଢବା ଉପରକେ ଧାନ ଶୁଖାବାକେ ଯାଇଥିଲେ। ଉତିରଲାବେଲେ ମାଟି ପାଉଚ୍‌ରୁ ତାକର ଗୋଡ଼ ଖସ୍‌ରି ଯାଇ ଅଚେତ୍‌ ହେଇ ତଲେ ପଡ଼ିଯାଇଥିଲେ। ପରିବାର ଲୋକ୍‌ ତାହାକୁ ଚିକିଛା ଲାଗି ବୁର୍ଲା ବଡ଼ ଡାକ୍‌ତରଖାନା ନେଇଥିଲେ। ହେଲେ ସେଠାନେ ଡାକ୍‌ତର ସୁରେଖାକଁର ଉଚ ଚିକିଛା ଲାଗି କଟକ ବଡ଼ ଡାକ୍‌ତରଖାନାକେ ନେବାକେ ପରାମଶ ଦେଇଥିଲେ। ଏନ୍‌ତାଥି ସରଜୁ ମାଏକିନାର ଜୀବନ୍‌ ବଁଚାବାକେ ଘରର ଜିନିଷପାତି ବିକାଭଂଗା, ଜମି ଗହନା କରି ଟଁକା ଯୁଗାଡ଼ କଲେ। ସୁରେଖା ଜଲ୍‌ଦି ଭଲ ହେବେ ଭାବି ସରଜୁ ତାହାକୁ କଟକର ଗୁଟେ ନର୍ସିଂହୋମରେ ଭରତି କଲେ। ହେଲେ ସେଠାନେ ବି ଡାକ୍‌ତରମାନେ ସୁରେଖାକଁର ଉଚ ଚିକିଛା ଦରକାର ଆର ଇଥିରଲାଗି ବହୁତ୍‌ ଟଁକା ଦରକାର ବଲି କହିଥିଲେ। ଏନ୍‌ତାଥି ସରଜୁ ଟଁକା ପଏସା ଅଭାବୁ ମୁହୁକାନ ଶୁଖେଇ ସୁରେଖାକୁଁ ଧରି ଘରକେ ଫିରିଆଏଲେ। ସେଦିନ୍‌ଠାନୁ ସୁରେଖା ଅକରମା ହେଇ ଖଟେ ପଡ଼ିରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri