Posted inUncategorized

ସୁରେଶ ପୂଜାରୀଙ୍କୁ ନୂଆ ଦାୟିତ୍ୱ: ହେଲେ ଲୋକ ସଭା ସଚେତକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ପରେ ବୁଧବାର ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କୁ ମିଳିଛି ନୂଆ ଦାୟିତ୍ୱ। ଲୋକ ସଭାର ସଚେତକ ଭାବେ ତାଙ୍କୁ ଦାୟିତ୍ୱ ମିଳିଛି। ଓଡ଼ିଶା ସହ ମଣିପୁର ଓ ତେଲେଙ୍ଗାନା ରାଜ୍ୟର ସଚେତକ ଭାବେ ସେ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଥିବା ବେଳେ ରାଜନାଥ ସିଂ ଲୋକ ସଭାରେ ଦଳର ଉପନେତା ଓ ଥାଓ୍ବାରଚାନ୍ଦ ଗେହଲଟ ରାଜ୍ୟସଭାରେ ଦଳର ଉପନେତା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ଗୋରୁ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୨୦ ଗୋରୁ ମୃତ, ବଜରଙ୍ଗ ଦଳର ଧାରଣା

ଧର୍ମଶାଳା,୨୨ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ରଥିଆ ନିକଟରେ ସୋମବାର ଭୋର ସମୟରେ ଏକ ଗୋରୁ ବୋଝେଇ କଣ୍ଟେନର...

ବିଦ୍ୟାଳୟ ବନ୍ଦ, ୧୬ ଛାତ୍ରୀଛାତ୍ର ପଢ଼ା ଛାଡ଼ିଲେ ଗ୍ରାମବାସୀଙ୍କ ନବୀନ ନିବାସ ଘେରାଉ ଚେତାବନୀ

ଚିଲିକା,୧୮ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷରେ ରାଜ୍ୟରେ ବହୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରସଂଖ୍ୟା କମ୍‌ ଥିବାରୁ ସେଗୁଡ଼ିକୁ ବନ୍ଦ କରାଯାଇ ନିକଟତମ ବିଦ୍ୟାଳୟ ସହିତ ମିଶାଇ ଦିଆଯାଇଛି...

ଅନୁଗୋଳ ଆଲୁମିନିୟମ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଦାବି: ପୀୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଅନୁଗୋଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଲାଗି ବୁଧବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ କେନ୍ଦ୍ର ପେଟ୍ରୋଲିୟମ...

ଅବ୍ୟବସ୍ଥା ଘେରରେ ଭୀମ ଭୋଇ ସାମର୍ଥ୍ୟ ଶିବିର

କର୍ଲାମୁଣ୍ଡା,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପ୍ରଶାସନର ଅବହେଳା ଯୋଗୁ ୫୦ରୁ ଊର୍ଦ୍ଧ୍ୱ...

ରାଜ୍ୟର ଲକ୍ଷେ ୭୮ ହଜାର ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ସ୍ମାର୍ଟଫୋନ୍‌

ଚଣ୍ଡିଗଡ଼, ୮।୮: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ରେ କ୍ଲାସ୍‌ କରୁଛନ୍ତି।...

ଆଇପିଏଲ୍‌କୁ ଅଧିକ ରୋମାଞ୍ଚକର କଲା ସୁହାନାଙ୍କ ଏକ୍ସପ୍ରେଶନ: ଫଟୋ ଭାଇରାଲ

ମୁମ୍ବାଇ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସିଜିନରେ ଚାଲୁରହିଛି। ଶୁକ୍ରବାର ଶାହାରୁଖ୍‌ ଖାନ୍‌ଙ୍କ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁହାଁମୁହିଁ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଭଦ୍ରକ ଅଫିସ, ୫।୧୦ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର...

Coronavirus Update

Archives

Model This Week

Why Dharitri