ସୁର ସମ୍ରାଜ୍ଞୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ସଚିନ

ନୂଆଦିଲ୍ଲୀ,୨୮।୯: ସୁର ସମ୍ରାଜ୍ଞୀ ଲତା ମଙ୍ଗେସ୍‌କର ଶନିବାର ୯୦ତମ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ଲତାଙ୍କ ଜନ୍ମଦିନ ଉପଲକ୍ଷେ ବଲିଉଡ୍‌ରୁ ଆରମ୍ଭ କରି କ୍ରିକେଟ ଜଗତରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଅବସରରେ ଭାରତ କ୍ରିକେଟର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କୋକିଳକଣ୍ଠୀଙ୍କୁ ଏକ ନିଆରା ଢଙ୍ଗରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନ ଲତାଙ୍କ ପାଇଁ ଏକ ସ୍ବତନ୍ତ୍ର ଭିଡିଓ ଟୁଇଟରରେ ଶେୟାର କରିଛନ୍ତି। ଦେଢ଼ ମିନିଟ୍‌ର ଏହି ଭିଡିଓରେ ସେ ଲତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ନୀରୋଗ ସ୍ବାସ୍ଥ୍ୟ ଓ ଖୁସି କାମନା କରିଛନ୍ତି। ଭିଡିଓ ଜରିଆରେ ସଚିନ ଲତାଙ୍କ ସହ ନିଜ ଅନୁଭୂତିକୁ ମନେପକାଇଛନ୍ତି। ସେ କହିଛନ୍ତି, ଛୋଟବେଳୁ ଏପର୍ଯ୍ୟନ୍ତ ଏମିତି କୌଣସି ଦିନ ବିତିନାହିଁ, ଯେବେ ଲତାଙ୍କ ଗୀତ ଶୁଣିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବିରଙ୍କୁ ଟାଇଟଲ

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଅହମ୍ମଦାବାଦସ୍ଥିତ ର଼୍ୟାକେଟ ଏକାଡେମୀରେ ଅନୁଷ୍ଠିତ ଏଆରଏ-ଏଆଇଟିଏ ନ୍ୟାଶନାଲ ସିରିଜ ଟେନିସ ଟୁର୍ନାମେଣ୍ଟର ୧୮ ବର୍ଷରୁ କମ୍‌ ବାଳକ ବର୍ଗରେ ଓଡ଼ିଶାର କବିର...

ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍‌

ସାଙ୍ଘାଇ,୯।୮(ଏଏଫ୍‌ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍‌ ରହିଛି। ଏବେ ସେମାନେ ଫୁଟ୍‌ବଲ...

ଏହି ପ୍ରସିଦ୍ଧ ଅଭିନେତାଙ୍କ ରହିଛି ଏସବୁ ସ୍ଥାନରେ ମହଙ୍ଗା ଘର: ମିଲିୟନ ଡଲାରରୁ ଆହୁରି ଅଧିକ ଦାମ୍‌

ଅନିଲ କପୁର ବଲିଉଡ୍‌ର ଜଣେ ପ୍ରସିଦ୍ଧ ଅଭିନେତା ତଥା ନିର୍ମାତା । ତାଙ୍କ ଫିଟନେସକୁ ଦେଖିଲେ ଲାଗିବନି ଯେ ସେ ତିନି ଜଣ ପିଲାଙ୍କ ବାପା।...

ସବୁ ସେଲିବ୍ରିଟିଙ୍କୁ ପଛରେ ପକାଇ ଏହି ପୁରସ୍କାର ଜିତିଲେ ଦୀପିକା

ଡଫ ଆଣ୍ଡ ଫେଲପ୍ସ ଦ୍ୱାରା ମୁକ୍ତିଲାଭ କରିଥିବା ‘ସେଲିବ୍ରିଟି ବ୍ରାଣ୍ଡ ଭାଲ୍ୟୁଏସନ ଷ୍ଟଡି ୨୦୨୦’ରେ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ପୁଣି ଥରେ ‘ମୋଷ୍ଟ ଭାଲ୍ୟୁଡ...

ଆଜି ହୋଇପାରେ ବିଶ୍ୱକପ୍‌ ଟିମ୍‌ ଘୋଷଣା; ଜାଣନ୍ତୁ କାହାକୁ ମିଳିପାରେ ସୁଯୋଗ…

ନୂଆଦିଲ୍ଲୀ,୮।୯: ବିଶ୍ୱକପ୍‌ ଟି-୨୦ ଆରମ୍ଭ ହେବାକୁ ଆଉ କିଛି ସପ୍ତାହ ବାକି। ଅକ୍ଟୋବର-ନଭେମ୍ବରରେ ଏହି ଟୁର୍ନାମେଣ୍ଟ ୟୁଏଇରେ ଖେଳାଯିଏ। ଏଥିରେ ଭାଗ ନେବାକୁ ଥିବା ଦଳମାନେ...

ଭଁସାଲୀଙ୍କ ଫିଲ୍ମରେ ଲାହୋର ରେଡ୍‌ଲାଇଟ୍‌ ‘ହୀରାମଣ୍ଡି’

ବଲିଉଡ୍‌ର ଖ୍ୟାତନାମା ନିର୍ଦ୍ଦେଶକ ସଞ୍ଜୟଲୀଲା ଭଁସାଲୀ ନିଜର ବହୁ ପ୍ରତୀକ୍ଷିତ ସିନେମା ‘ହୀରା ମଣ୍ଡି’ରେ ବ୍ୟସ୍ତ ଅଛନ୍ତି। ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ସହର ଲାହୋରରେ ଥିବା...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍‌ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?

ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଲୋକପ୍ରିୟ ଟେଲିଭିଜନ ଉଦ୍‌ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...

ଇତିହାସ ରଚିଲେ ଏହି କ୍ରିକେଟର୍‌

କିଙ୍ଗଷ୍ଟନ,୨୪।୮:ପାକିସ୍ତାନ କ୍ରିକେଟ ଦଳର ଏବେ ନୂଆ ସଙ୍କଟମୋଚକ ହେଉଛନ୍ତି ଫୱାଦ ଆଲାମ। ଦଳର ଆବଶ୍ୟକତା ସମୟରେ ସେ ଚମତ୍କାର ଖେଲ ପ୍ରଦର୍ଶନ କରୁଛନ୍ତି॥ ୱେଷ୍ଟଇଣ୍ଡିଜ ବିପକ୍ଷରେ...

Advertisement
Archives

Model This Week