ସୁଶାନ୍ତଙ୍କୁ କେବଳ ଅଙ୍କିତା ପାରିଥାନ୍ତେ ବଞ୍ଚାଇ

ମୁମ୍ବାଇ, ୨୦।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଏବେ ବହୁ ଲୋକ ଭିନ୍ନ ଭିନ୍ନ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଦେଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କୁ କେବଳ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ହିଁ ବଞ୍ଚାଇ ପାରିଥାନ୍ତେ ବୋଲି ଉଭୟଙ୍କର ସାଙ୍ଗ ସନ୍ଦିପ ସିଂ କହିଛନ୍ତି। ସେ ସୁଶାନ୍ତ ଏବଂ ଅଙ୍କିତାଙ୍କ ସମ୍ପର୍କକୁ ଭଲ ଭାବେ ଜାଣିଥିଲେ। ଏନେଇ ସନ୍ଦିପ ସୋସିଆଲ୍‌ ମିଡ଼ିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅଙ୍କିତା ତୁମେ ହିଁ ସୁଶାନ୍ତଙ୍କୁ ଭଲ ପାଉଥିଲା। ତୁମର ପ୍ରେମ ଶାଶ୍ୱତ ଥିଲା। ଅଲଗା ହେବା ପରେ ମଧ୍ୟ ତୁମେ ସୁଶାନ୍ତଙ୍କୁ ଭୁଲି ପାରିନାହଁ। ତୁମେ ଚେଷ୍ଟା କରିଥିଲେ ହୁଏତ ଏଭଳି ଘଟଣା ଘଟି ନ ଥାନ୍ତା। ସନ୍ଦିପଙ୍କ ଏଭଳି ମନ୍ତବ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ଚରିତ୍ର ଆଶାରେ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତା

ବଲିଉଡ୍‌ର ଚକୋଲେଟ ହିରୋ ଭାବେ ପରିଚିତ ଚନ୍ଦ୍ରଚୁଡ଼ ସିଂହ ୧୯୯୬ରେ ଫିଲ୍ମ ‘ତେରେ ମେରେ ସପ୍‌ନେ’ ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ କ୍ୟାରିୟର ଆରମ୍ଭ କରିଥିଲେ। ହେଲେ...

ଜନ୍ମଦିନରେ କିଛି ଫଟୋ ଶେୟାର କରି ସ୍ମୃତିକୁ ତାଜା କଲେ ରଣବୀର

ଜୁଲାଇ ୬ ଅର୍ଥାତ ଆଜି ରଣବୀର ସିଂହଙ୍କ ଜନ୍ମଦିନ। ଚଳିତବର୍ଷ ରଣବୀର ୩୪ତମ ଜନ୍ମ ଦିବସ ପାଳନ କରୁଛନ୍ତି। ବ୍ୟସ୍ତତା ଭିତରେ ନିଜ ପରିବାରକୁ ରଣବୀର...

ସାଥୀ ଅଭିନେତ୍ରୀଙ୍କ ସହ ସମୟ ବିତାଇଲେ ପ୍ରକୃତି

ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାର ୫ମ ପର୍ଯ୍ୟାୟ ଲକଡାଉନ ଘୋଷଣା କରିଛନ୍ତି। ଲକଡାଉନ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରି...

ଭିନ୍ନ ଢଙ୍ଗରେ ଭଉଣୀ ଅନୁଷ୍କାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଭାଇ

ମୁମ୍ବାଇ: ବଲିଉଡ୍‌ ନାୟିକା ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଧର୍ମପତ୍ନୀ ଅନୁଷ୍କା ଶର୍ମା ୩୨ ବର୍ଷରେ ପଦାର୍ପଣ କରିଛନ୍ତି। କରୋନା ଭାଇରସ...

ସାପ ସହ ଶଟ୍‌ ଦେବା ଦିଗାଙ୍ଗନାଙ୍କୁ ପଡ଼ିଲା ମହଙ୍ଗା

ଚଳଚ୍ଚିତ୍ର ହିପ୍ପି ଜରିଆରେ ବଡ଼ ପରଦାକୁ ଆସୁଛନ୍ତି ଅଭିନେତ୍ରୀ ଦିଗାଙ୍ଗନା ସୂର୍ଯ୍ୟବଂଶୀ। ଏଥିରେ ତାଙ୍କ ବିପକ୍ଷରେ ରହିବେ ଅଭିନେତା କାର୍ତ୍ତିକେୟ। ଫିଲ୍ମଟି ୭ ଜୁନକୁ ରିଲିଜ...

ଆହତ ହେଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟକ ଟାଇଗର ଶ୍ରଫ ଆହତ ହୋଇଥିବା ସୂଚନା ମିଳିଛି। ସୋମବାର ସେ ତାଙ୍କ ପିଠିର ଏକ ଫଟୋ ଶେୟାର କରି ଏହି ସୂଚନା...

ମାତ୍ର ୧୯ ବର୍ଷରେ ଅମିତାଭ ବଚ୍ଚନ ସହ କରିଥିଲେ ଡେବ୍ୟୁ, ୨୫ରେ ମୃତ୍ୟୁ, ଏମିତି ଥିଲା ଜିଆ ଖାନ୍‌ଙ୍କ ଫିଲ୍ମ କ୍ୟାରିୟର୍‌

ବଲିଉଡ୍‌ ଅଭିନେତ୍ରୀ ଜିଆ ଖାନ୍‌ଙ୍କ ଆଜି ୩୨ ତମ ଜନ୍ମଦିବସ। ୧୯୮୮ ମସିହା ଫେବୃୟାର ୨୦ରେ ନ୍ୟୁୟର୍କରେ ସେ ଜନ୍ମଗ୍ରହଣ କରିଥିଲେ ଜିଆ। ଜିଆ ବଲିଉଡ୍‌ର...

୭ବର୍ଷ ତଳର ଫଟୋ ଶେୟାର କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ନିଜ ପତ୍ନୀ ତଥା ଅଭିନେତ୍ରୀ ଦୀପିକା ପାଦୁକୋନଙ୍କର ୭ ବର୍ଷ ତଳର ଏକ ଫଟୋ ଶେୟାର କରି ସମସ୍ତଙ୍କ...

Coronavirus Update


Archives

Model This Week

Why Dharitri