ସୁଶାନ୍ତଙ୍କ ପରି ଅବିକଳ ଦେଖାଯାଉଥିବା ସାକିଙ୍କ ଭିଡିଓ ଭାଇରାଲ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ପରିବାର ତଥା ପ୍ରଶଂସକଙ୍କୁ ସ୍ତବ୍ଧ କରିଦେଇଛି। ତାଙ୍କ ମୃତ୍ୟୁକୁ ଇତିମଧ୍ୟରେ ୫ ଦିନ ବିତିଯାଇଥିଲେ ମଧ୍ୟ ଏହାକୁ କେହି ସହଜରେ ବିଶ୍ୱାସ କରିପାରୁ ନାହାନ୍ତି। ବଲିଉଡ୍‌ କଳାକାରଙ୍କଠାରୁ ଆରମ୍ଭକରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ସମୟରେ ସୁଶାନ୍ତଙ୍କ ପରି ଅବିକଳ ଦେଖାଯାଉଥିବା ଜଣେ ଯୁବକଙ୍କ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଯୁବକ ଜଣଙ୍କ ହେଲେ ସାକି ପଡୟା। ସାକିଙ୍କ ମୁହଁ ଦେଖିବାକୁ ଅବିକଳ ସୁଶାନ୍ତଙ୍କ ପରି। ସାକି ଟିକ୍‌ଟକ୍‌ରେ ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଏହି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ ସୁଶାନ୍ତଙ୍କ ପରି ଚାଲୁଥିବା ମଧ୍ୟ ଦେଖିବାକୁ ମିଳୁଛି। ଏହାକୁ ସେ ଶେୟାରକରି ଲେଖିଛନ୍ତି, ମୋର ଆଦର୍ଶ, ତୁମ ଆତ୍ମାକୁ ଶାନ୍ତିମିଳୁ। ଭଡିଓ ଦେଖି ଲୋକେ ତାଙ୍କୁ ବଲିଉଡ୍‌ରେ ପ୍ରବେଶ ପାଇଁ କହୁଛନ୍ତି। ଏହି ଭିଡିଓକୁ ଖୁବ୍‌ କମ୍‌ ସମୟରେ ୭୦ ଲକ୍ଷରୁ ଅଧିକ ଲୋକ ଦେଖିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଦାକୁ ଫେରିଲେ ‘ଡ୍ରିମ ଗର୍ଲ’

ବଲିଉଡ୍‌ର ‘ଡ୍ରିମ ଗର୍ଲ’ ହେମାମାଳିନୀ ଫିଲ୍ମ ‘ଶିମଲା ମିର୍‌ଚି’ ଜରିଆରେ ପୁଣିଥରେ ପରଦାକୁ ଫେରିଛନ୍ତି। ଏହି ଫିଲ୍ମରେ ହେମାମାଳିନୀ ନିଜଠୁ ୩୬ ବର୍ଷ ସାନ ଅଭିନେତା...

ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ: ନତାଶାଙ୍କୁ ଖୁସି କରିବାକୁ ଦେଲେ ଗୋଲାପ ଉପହାର

ବମ୍ବେ: ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ୍‌ ପାଣ୍ଡ୍ୟା। ଏହାକୁ ନେଇ ତାଙ୍କ ଖୁସି କହିଲେ ନ ସରେ। ପ୍ରତିଦିନ ସେ ପ୍ରେମିକା ତଥା ପତ୍ନୀ ନତାଶା...

କରିନାଙ୍କ ପାଇଁ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ..

ବମ୍ବେ: ଆଜି ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ହାପି ବର୍ଥ ଡେ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ...

ସ୍ମୃତି @ ୬୦

ଡ. ରଜନୀ ରଞ୍ଜନ। ପେସା ଅଧ୍ୟାପନା, ହେଲେ ନିଶା ସଂଳାପ ରଚନା। ଓଲିଉଡ୍‌ର ଜଣେ ଆଗଧାଡ଼ିର ସଂଳାପକାର ଭାବରେ ସାଉଁଟିଛନ୍ତି ଅନେକ ପ୍ରଶଂସା। ଚଳିତ ମାସ...

ଶ୍ରେଷ୍ଠ ଚଳଚ୍ଚିତ୍ର ‘ଭିଜା ମାଟିର ସ୍ବର୍ଗ’

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୮ ମସିହା ପାଇଁ ୩୦ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ବରିଷ୍ଠ ଚଳଚ୍ଚିତ୍ର...

ନିକ୍‌ଙ୍କୁ ଗୋବିନ୍ଦାଙ୍କ ସହ ତୁଳନା କଲେ ଭାରତୀୟ ପ୍ରଶଂସକ, ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ ସିନେମା ଜଗତରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ପିସି ଓରଫ ପ୍ରିୟଙ୍କା ଚୋପ୍ରାଙ୍କୁ ବିବାହ କରିବା ପରେ ନିକ୍‌...

ତମନ୍ନା ଯାହା ଖୋଜୁଥିଲେ..

କଥାରେ ଅଛି ଏ ମନ ଚାହୁଁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା ୟା ଭିତରେ...

କିୟାରାଙ୍କୁ କପି କଲେ ପଲକ: ପତ୍ରରେ ଆବରଣ କରି କଲେ ଫଟୋ ସୁଟ୍‌

ବଲିଉଡ୍‌ ଅଭିନେତ୍ରୀ କିୟାରା ଆଡଓ୍ବାନି ଡବ୍ବୁ ରତନାନୀଙ୍କ କ୍ୟାଲେଣ୍ଡର ପାଇଁ ଫଟୋ ସୁଟ୍‌ କରି ଖୁବ୍‌ ଚର୍ଚ୍ଚାରେ ରହିଥିଲେ। କିୟାରା ଏହି ଫଟୋ ସୁଟ୍‌ ପାଇଁ...

Coronavirus Update


Archives

Model This Week

Why Dharitri