Posted inଖେଳ

ସୁଶାନ୍ତଙ୍କ ବ୍ୟାଟିଂର ପ୍ରଶଂସକ ଥିଲେ ସଚିନ ତେନ୍ଦୁଲକର

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କ୍ରିକେଟ ଜଗତ ମଧ୍ୟ ତାଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇଯାଇଛି। ଅଭିନେତା ହୋଇଥିଲେ ମଧ୍ୟ ଜଣେ ଭଲ କ୍ରିକେଟର ଥିଲେ ସୁଶାନ୍ତ। ଏଥିପାଇଁ ଏମଏସ ଧୋନୀଙ୍କ ବାୟୋପିକରେ ଧୋନୀଙ୍କ ଭୂମିକାରେ ସେ ନଜର ଆସିଥିଲେ। ଏହି ଫିଲ୍ମ ପାଇଁ ସୁଶାନ୍ତ ଟ୍ରେନିଂ ନେଇଥିଲେ। ଟ୍ରେନିଂ ସମୟରେ ସେ ଜଣେ କ୍ରିକେଟର ଭଳି ବ୍ୟାଟିଂ କରୁଥିଲେ ବୋଲି କହିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ପୂର୍ବତନ କ୍ରିକେଟର କିରଣ ମୋରେ ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ ପାଇଁ ସୁଶାନ୍ତଙ୍କୁ ତାଲିମ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ସିରିଜ ବିଜୟୀ

ମୁମ୍ବାଇ, ୧୧।୧୨-ରୋହିତ ଶର୍ମା, ଲୋକେଶ ରାହୁଲ ଓ ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦...

ଚହଲଙ୍କ ନାମରେ ରେକର୍ଡ

ଅହମ୍ମଦାବାଦ,୧୨।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ଲେଗ୍‌ ସ୍ପିନର...

ବେଲି ହେବେ ଅଷ୍ଟ୍ରେଲିଆ ଦଳର ଚୟନକର୍ତ୍ତା

ବେଲବୋର୍ନ,୨୫।୧୧(ପି.ଟି.)- ପୂର୍ବତନ ସୀମିତ ଓଭର କ୍ରିକେଟର ଅଧିନାୟକ ଜର୍ଜ ବେଲି ଅଷ୍ଟ୍ରେଲିଆର ନୂଆ ଜାତୀୟ ଚୟନକର୍ତ୍ତା ହେବାକୁ ଯାଉଛନ୍ତି। ତାଙ୍କ ସହ ଚୟନ କମିଟିରେ କୋଚ୍‌...

କ’ଣ ଖାଇ ନିଜକୁ ଫିଟ୍‌ ରଖିଛନ୍ତି ବିରାଟ କୋହଲି: ଜାଣନ୍ତୁ

ଭାରତୀୟ ଅଧିନାୟକ ବିରାଟ କୋହଲି ଫିଟନେସକୁ ନେଇ ବହୁତ ଗମ୍ଭୀର। ସେ ଫିଟ ରହିବାକୁ ସାଥୀ ଖେଳାଳିଙ୍କୁ ମଧ୍ୟ କୁହନ୍ତି। ଭାରତୀୟ ଦଳ ଆଗାମୀ ଇଂଲଣ୍ଡ...

୧ରୁ ଟ୍ରେନିଂ ଆରମ୍ଭ କରିବାକୁ ବିଏଆଇର ଯୋଜନା

ନୂଆଦିଲ୍ଲୀ,୨୬।୬(ପି.ଟି.): ଜୁଲାଇ ୧ ତାରିଖରୁ ହାଇଦ୍ରାବାଦ୍‌ରେ ଟ୍ରେନିଂ ଆରମ୍ଭ କରିବାକୁ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଏଆଇ) ଯୋଜନା କରିଛି। ତେବେ ଏଥିପାଇଁ ରାଜ୍ୟ ସରକାରକଙ୍କ...

କୋଭିଡ୍‌-୧୯: ମୋଟ ୧ କୋଟି ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ

ନୂଆଦିଲ୍ଲୀ,୬।୪(ପି.ଟି.)- କୋଭିଡ୍‌-୧୯ ଲଢେଇରେ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ମୋଟ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ବିଭିନ୍ନ ଜାତୀୟ ସ୍ପୋଟର୍‌ସ ଫେଡେରେଶନ...

ଜୟସୁରିୟା ସସ୍‌ପେଣ୍ଡ

ଦୁବାଇ, ୧୨ା୫ (ପି.ଟି.)-ଶ୍ରୀଲଙ୍କା କ୍ରିକେଟ (ଏସଏଲ୍‌ସି)ର ପରଫର୍ମାନ୍ସ ଅନାଲିଷ୍ଟ ସନଥ ଜୟସୁରିୟା ଆଇସିସି ଦୁର୍ନୀତି ନିରୋଧୀ ବିଧିର ୨ଟି ଧାରା ଉଲ୍ଲଂଘନ କରିଥିବା ଅନ୍ତର୍ଜାତୀୟ କ୍ରିକେଟ...

ମହିଳା ଫିଫା ବିଶ୍ୱକପ୍‌: ସେମିରେ ସ୍ବିଡେନ

ପ୍ୟାରିସ୍‌,୩୦।୬- ଏକଦା ମ୍ୟାଚ୍‌ରେ ପଛୁଆ ଥିବା ସ୍ବିଡେନ୍‌ ୨-୧ ଗୋଲରେ ଶକ୍ତିଶାଳୀ ଜର୍ମାନୀକୁ ହରାଇ ଚଳିତ ମହିଳା ଫିଫା ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି। ବିଜୟୀ...

Advertisement
Archives

Model This Week