ସୁଶାନ୍ତଙ୍କ ହାତଲେଖାକୁ ନେଇ କରାଯାଉଛି ବିଶ୍ଳେଷଣ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନାନା ଚର୍ଚ୍ଚା ହେଉଛି। ସହଜରେ ତାଙ୍କ ମୃତ୍ୟୁକୁ ପ୍ରଶଂସକମାନେ ଗ୍ରହଣ କରିପାରୁନାହାନ୍ତି। ସମସ୍ତେ ଜାଣିବାକୁ ଚାହୁଁଛନ୍ତି ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ। ତେଣୁ ତାଙ୍କୁ ବ୍ୟକ୍ତିଗତ ଭାବେ କିଏ କେତେ ଜାଣିଛି ସେ ବିଷୟରେ ଖୋଳତାଡ଼ ଆରମ୍ଭ ହୋଇଛି। ଏବେ ଗ୍ରାଫୋଲୋଜିଷ୍ଟ ଏବଂ ଗ୍ରାଫୋଲୋଜି ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ରେ ତାଙ୍କ ହାତ ଲେଖାକୁ ନେଇ ବିଶ୍ଳେଷଣ ଚାଲିଛି। କାରଣ କେତେକ ହାତଲେଖା ମଧ୍ୟ ମାନସିକ ଦୁଃଶ୍ଚିନ୍ତା ଜାଣିବାରେ ସହାୟକ ହୋଇଥାଏ। ତେବେ ତାଙ୍କ ହସ୍ତଲେଖାରୁ ଜାଣନ୍ତୁ କିଛି କଥା…

– ଛୋଟ ଆକାର ହାତଲେଖା କହୁଛି ସେ ଜଣେ ଚିନ୍ତାଧାରା ବ୍ୟକ୍ତି ଏବଂ ତାଙ୍କର ବିଶ୍ଳେଷଣାତ୍ମକ ମନ ଥିଲା।

– ତାଙ୍କର ଛୋଟ କେସ ଅକ୍ଷର ‘H’, ‘D’, ‘T’ ଲମ୍ବା ଅଟେ । ‘P’ ଏବଂ ‘H’ ଅକ୍ଷର କୁହେ ସେ ଜଣେ ଆଧ୍ୟାତ୍ମିକ ଏବଂ ବହୁତ ସାହାଯ୍ୟକାରୀ ଥିଲେ।

– ଯେତେବେଳେ ଜଣେ ବ୍ୟକ୍ତି ବହୁ ଚାପରେ ରହି କିଛି ଲେଖିଥାଏ ଏହା ଦର୍ଶାଏ ଯେ, ବ୍ୟକ୍ତ ଜଣକ ଅତ୍ୟନ୍ତ ନିିର୍ଣ୍ଣୟକାରୀ। କିନ୍ତୁ ପରିବର୍ତ୍ତନ ସହିତ ଖାପ ଖୁଆଇବା ପାଇଁ ନମନୀୟ ନୁହେଁ। ସେମାନେ ଯାହା ଚାହିଁଥାନ୍ତି ତାହା ହାସଲ କରିବାର ଆବଶ୍ୟକତା ଅତ୍ୟନ୍ତ ତୀବ୍ର ହୋଇଯାଏ। ଯଦି ତାହା ସେମାନଙ୍କୁ ନ ମିଳେ ସେ ମାନସିକସ୍ତରରେ ଖୁବ୍‌ ଆଘାତ ପାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri