ସୁଶାନ୍ତ ମାନସିକ ଅବସାଦରେ ଥିବା ଜାଣି ନ ଥିଲି: ପିତା କେ କେ ସିଂ

ମୁମ୍ବାଇ,୧୭।୬: ବଲିଉଡ ହିରୋ ସୁଶାନ୍ତ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି। ମାନସିକ ଅବସାଦ ଯୋଗୁ ସୁଶାନ୍ତ ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ପୋଲିସ ସୁଶାନ୍ତଙ୍କ ରୁମ୍‌ରୁ ଡିପ୍ରେସନ୍‌ ଔଷଧ ମଧ୍ୟ ଜବତ କରିଥିଲା। ସେ ଗତ ୬ ମାସ ହେବ ଏହି ଔଷଧ ଖାଉଥିବା ତାଙ୍କ ଭଉଣୀ କହିଥିଲେ। ତେବେ ସୁଶାନ୍ତ ମାନସିକ ଅବସାଦରେ ଥିବା କଥା ଆଦୌ ଜାଣି ନ ଥିବା ପିତା କେ କେ ସିଂ କହିଛନ୍ତି। ସୁଶାନ୍ତ ବେଳେବେଳେ ଭଲ ନ ଲାଗୁଥିବା କଥା ମୋତେ ଫୋନରେ କହୁଥିଲେ। କିନ୍ତୁ ସେ ମାନସିକ ଅବସାଦରେ ଥିବା କଥା କହି ନ ଥିଲେ ସେ କହିଛନ୍ତି। ୩୪ ବର୍ଷୀୟ ସୁଶାନ୍ତ ଗତ ରବିବାର ମୁମ୍ବାଇସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କିସ୍‌ରେ ଅମ୍ରିତା ସିଂଙ୍କୁ ପ୍ରେମ କରି ବସିଥିଲେ ଶୈଫ୍‌ ଅଲ୍ଲୀ ଖାଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅମ୍ରିତା ସିଂ ରବିବାର ୬୨ ବର୍ଷରେ ପାଦ ଥାପିଛନ୍ତି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତା...

ତାଣ୍ଡବ ମେକର୍ସ, ସୈଫ ଅଲି ଖାନଙ୍କ ବିରୋଧରେ ମାମଲା ରୁଜ୍ଜୁ

ଲକ୍ଷ୍ନୌ,୧୮।୧: ବିବାଦରେ ଘେରି ହୋଇଯାଇଛି ନିକଟରେ ରିଲିଜ ହୋଇଥିବା ଆମାଜନ ପ୍ରାଇମ୍‌ର ନୂଆ ଓ୍ବେବ ସିରିଜ୍‌ ‘ତାଣ୍ଡବ’। ଏହାର ମେକର୍ସ ଓ ଓଟିଟି ପ୍ଲାଟଫର୍ମ ବିରୋଧରେ...

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ତାଙ୍କ ସ୍କୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ବିଶେଷକରି ତାଙ୍କ ପ୍ରଶଂସକ ଏବଂ କିଛି ଫିଲ୍ମ କଳାକାର ଆଦୌ...

‘ସୂର୍ଯ୍ୟବଂଶୀ’ରେ ଅକ୍ଷୟଙ୍କ ଷ୍ଟଣ୍ଟ୍‌

ମୁମ୍ବାଇ: ଆକ୍ସନ ପାଇଁ ବଲିଉଡରେ ପ୍ରିସିଦ୍ଧି ଅର୍ଜନ କରିବା ସହିତ ଦର୍ଶକଙ୍କ ପ୍ରଶଂସାଭାଜନ ହୋଇପାରିଛି ବୋଲି ବଲିଉଡ ଅଭିନେତା ଅକ୍ଷୟ କୁମାର ପ୍ରକାଶ କରିଛନ୍ତି। ୫୧...

ସୋନାଲି ଶେୟାର କଲେ ଥ୍ରୋବ୍ୟାକ୍‌ ଫଟୋ: ଏମିତି ପ୍ରତିକ୍ରିୟା ରଖିଲେ ଆୟୁଷ୍ମାନଙ୍କ ସ୍ତ୍ରୀ

ବଲିଉଡ୍‌ ଫିଲ୍ମ ହମ୍‌ ସାଥ୍‌ ସାଥ୍‌ ହୈ, ଦିଲଜଲେ, ସରଫରୋଶ, ଡୁପ୍ଲିକେଟ ଆଦିରେ କାମ କରିସାରିଛନ୍ତି ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ପ୍ରଶଂସକଙ୍କ ସହ ସବୁବେଳେ ନିଜର...

ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଲେ ଏହି ଲୋକପ୍ରିୟ ଅଭିନେତା

କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟକରି ଚର୍ଚ୍ଚାକୁ ଆସିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଫିଲ୍ମରେ ସେ ଯେତିକି ପରିଚିତ ଥିଲେ ଏବେ ତାଠାରୁ...

ମାଳଦ୍ୱୀପରେ ପରିବାର ସହ ଛୁଟି କାଟୁଛନ୍ତି ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି।...

ଏହି ଦିନରେ ରିଲିଜ୍‌ ହେବ ଗୁଞ୍ଜନ ସକ୍ସସେନା ବାୟୋପିକର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଞ୍ଜନ ସକ୍ସସେନା: ଦ କାର୍ଗିଲ ଗର୍ଲ’ ବାୟୋପିକ୍‌ ଖୁବ୍‌ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଅଗଷ୍ଟ ୧୨ରେ...

Play 250+ Trending Games
Archives

Model This Week

Why Dharitri