ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଶୁଣି ଏମିତି କହିଲେ ପୂର୍ବତନ ପ୍ରେମିକା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କ ଚକିତ କରିଛି। ପ୍ରତିଭାସମ୍ପନ୍ନ କଳାକାର ସୁଶାନ୍ତଙ୍କ ମୃତ୍ୟୁରେ ବଲିଉଡ୍‌ ସ୍ତବ୍ଧ ହୋଇଯାଇଛି। ଟେଲି ସିରିଏଲ୍‌ରୁ ବଲିଉଡ୍‌କୁ ଆସି ବେଶ ସଫଳ ହୋଇଥିବା ସୁଶାନ୍ତଙ୍କୁ ମାତ୍ର ୩୪ ବର୍ଷ ହୋଇଥିଲା। ଅଭନେତ୍ରୀ ଅଙ୍କିତା ଲୋଖଣ୍ଡେଙ୍କ ସହ ଦୀର୍ଘଦିନ ଧରି ରିଲେସନସିପରେ ରହିଥିଲେ। ସୁଶାନ୍ତଙ୍କ ଆତ୍ମହତ୍ୟା ଖବରକୁ ସେ ସହଜରେ ଗ୍ରହଣ କରିପାରି ନ ଥିଲେ। ସେ ହତବାକ ହୋଇପଡି କୌଣସି ପ୍ରତିକ୍ରିୟା ଦେଇପାରି ନ ଥିଲେ। ସିରିୟଲ୍‌ ‘ପବିତ୍ର ରିସ୍ତା’ରେ ଏକାଠି କାମ କରୁଥିବାବେଳେ ଉଭୟଙ୍କ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ସୁଶାନ୍ତ ଫିଲ୍ମ ଜଗତରେ ପ୍ରତିଷ୍ଠିତ ହେବା ପରେ ଉଭୟଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ କଙ୍ଗନା: ସଞ୍ଜୟ

ମୁମ୍ବାଇ,୬।୯: ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ। ଏବେ ସଞ୍ଜୟ ରାଉତ କହିଛନ୍ତି କଙ୍ଗନା ମହାରାଷ୍ଟ୍ରକୁ କ୍ଷମା...

‘ରାତ୍‌ ଅକେଲି ହୈ’ର ଟ୍ରେଲର ରିଲିଜ

ବଲିଉଡ୍‌ ଅଭିନେତା ନଓ୍ବାଜୁଦ୍ଦିନ ସିଦ୍ଧିକି ଏବଂ ଅଭିନେତ୍ରୀ ରାଧିକା ଆପ୍ତେଙ୍କ ଅଭିନୀତ ଫିଲ୍ମ ‘ରାତ ଅକେଲି ହୈ’ର ଟ୍ରେଲିଜ ରିଲିଜ୍‌ ହୋଇଯାଇଛି। ତେବେ ଫିଲ୍ମର କାହାଣୀ...

କାହିଁକି କମ୍‌ ବୟସରେ ବାହାହେଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ୍‌ ବିରାଟ କୋହଲି ପ୍ରାୟ ଦେଢ ବର୍ଷ ହେବ ବିବାହ ବନ୍ଧନରେ ବାନ୍ଧି...

ଅପେକ୍ଷାର ଫଳ ମିଠା

ସତରେ ଅପେକ୍ଷାର ଫଳ ମିଠା। ହେଲେ ସେଥିପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ନିକଟରେ ଜ୍ୟାକଲିନ୍‌ ଫର୍ନାଡିସ୍‌ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ସେ...

‘ନିଜଲୋକ ଭଳି ଚିକିତ୍ସା କରୁଥିଲେ’

ମୁମ୍ବାଇ: ଦୀର୍ଘ ୨ବର୍ଷ ଧରି କ୍ୟାନ୍‌ସର୍‌ ସହ ଲଢ଼େଇ କରି ଶେଷରେ ଆରପାରିକୁ ଚାଲିଯାଇଛନ୍ତି ବଲିଉଡ୍‌ର ଭେଟେରାନ୍‌ ଅଭିନେତା ଋଷି କପୁର। ତାଙ୍କ ବିୟୋଗ ପରିବାର...

ସିଙ୍ଗାପୁର ସିଫ୍ଟ ହେବେ ଅଭିନେତ୍ରୀ କାଜଲ: ଝିଅପାଇଁ ନେଲେ ଏଭଳି ପଦକ୍ଷେପ

କରୋନା ଭାଇରସ ଯୋଗୁ ସମସ୍ତ ବିଶ୍ୱ ଏବେ ଚିନ୍ତାରେ। ଏହାକୁ ଏଡ଼ାଇବା ପାଇଁ ସମସ୍ତେ ନିଜ ଘରେ ରହିବାକୁ ପସନ୍ଦ କରୁଛନ୍ତି। ବଲିଉଡ୍‌ କଳାକାରମାନେ ମଧ୍ୟ...

ଆଇସୋଲେଶନ୍‌ ରହି କିଭଳି ସମୟ କାଟୁଛନ୍ତି ନୁସରତ

ମୁମ୍ବାଇ: କୋଲକାତା ତୃଣମୂଳ କଂଗ୍ରେସର ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜହାଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ନୁସରତଙ୍କ ପ୍ରାୟ...

ଭାଇରାଲ ହେଉଛି ସୁମୋନାଙ୍କ ଦେଶୀ ଲୁକ୍‌

ବମ୍ବେ: ଦେଶୀ ଅବତାରରେ ସୁମୋନା ଚକ୍ରବର୍ତ୍ତୀ। କଥାଟି ଆମେ ମନରୁ କହୁନାହୁଁ ବରଂ ସୋସିଆଲ ମିଡିଆରେ ସେ ଶେୟାର କରିଥିବା କିଛି ଫଟୋରେ ତାଙ୍କର ଦେଶି...

Coronavirus Update


Archives

Model This Week

Why Dharitri