Posted inଜାତୀୟ

ସୁଷମାଙ୍କୁ ମନେପକାଇ ଭୋ ଭୋ ହୋଇ କାନ୍ଦିଲେ ରମା ଦେବୀ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସୱରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଭାଜପାର ଅନେକ ନେତା ତାଙ୍କ ମୃତ୍ୟୁରେ ମର୍ମାହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ଲୋକ ସଭା ଏମ୍‌ପି ରମା ଦେବୀ। ଯେଉଁ ପର୍ଯ୍ୟନ୍ତ ମୋ ନିଃଶ୍ୱାସ ଚାଲିଥିବା ସେ ପର୍ଯ୍ୟନ୍ତ ମୁଁ ତାଙ୍କୁ ମନେପକାଉଥିବି। ଆଶା କରୁଛି ତାଙ୍କ ଭଳି ସ୍ନେହୀ ଲୋକ ଯେଉଁଠି ବି ରହିବେ ଭଲରେ ରହିବେ। ଅନ୍ୟମାନଙ୍କ କଲ୍ୟାଣ ପାଇଁ ସେ ଜନ୍ମନେଇଥିଲେ ବୋଲି ବିହାର ଶିବହରରୁ ଏମ୍‌ପି ଥିବା ରମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ

ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ।...

ଲକ୍‌ଡାଉନ୍‌ କ’ଣ ଏକମାତ୍ର ସମାଧାନ: ହାଇକୋର୍ଟ କଲେ ପ୍ରଶ୍ନ

ନୂଆଦିଲ୍ଲୀ,୨୩।୧୧: ଦିଲ୍ଲୀରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରିବା ନେଇ କରାଯାଇଥିବା ଏକ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି।...

ଡିଏନ୍‌ଏ ଟେଷ୍ଟ ବୈଧ ପ୍ରମାଣ

ପ୍ରୟାଗରାଜ,୧୯ା୧୧: ଶିଶୁର ପିତୃତ୍ୱ ପ୍ରମାଣିତ କରିବା ଲାଗି ଡିଓକ୍ସିରିବୋନ୍ୟୁକ୍ଲେଇକ୍‌ ଏସିଡ୍‌ (ଡିଏନ୍‌ଏ) ବା ଗୁଣସୂତ୍ର ପରୀକ୍ଷା ହେଉଛି ସବୁଠୁ ବୈଧ ଓ ବୈଜ୍ଞାନିକ ଉପାୟ। ସ୍ତ୍ରୀଙ୍କ...

କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ...

ସୁସ୍ଥ ହେଲେ ଅହମଦାବାଦର ପ୍ରଥମ କରୋନା ସଂକ୍ରମିତ

ଅହମଦାବାଦ,୧୯।୪: ଗୁଜରାଟ ଅହମଦାବାଦର ନିଓମି ଶାହା ହେଉଛନ୍ତି ସେଠାକାର ପ୍ରଥମ କରୋନା ସଂକ୍ରମିତ। ହେଲେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ରବିବାର ଡିସଚାର୍ଜ...

ଆଇଟି ନିୟମ ମାନିଛି ଟୁଇଟର

ନୂଆଦିଲ୍ଲୀ, ୧୧ା୮: ମାଇକ୍ରୋ ବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟର ନୂଆ ଆଇଟି ନିୟମକୁ ପାଳନ କରିବା ସହ ଆଇନ ଅନୁସାରେ ସ୍ଥାୟୀ ଅଧିକାରୀଙ୍କୁ ନିଯୁକ୍ତ କରିଛି ବୋଲି...

ଶରଦ ପାଓ୍ବାରଙ୍କ ସହ ଅମିତ୍‌ ଶାହଙ୍କ ଗୋପନ ବୈଠକ

ନୂଆଦିଲ୍ଲୀ,୨୮।୩ : ଦୁର୍ନୀତି ଅଭିଯୋଗ ଯୋଗୁ ମହାରାଷ୍ଟ୍ର ମେଣ୍ଟ ସରକାର ସଙ୍କଟରେ ଥିବାବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ରବିବାର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି...

୨୦୩୦ ସୁଦ୍ଧା ନିର୍ମାଣ ହେବ ୨୧ ନୂଆ ନ୍ୟୁକ୍ଲିୟର ରିଆକ୍ଟର: ଶକ୍ତି ଉତ୍ପାଦନରେ ବଢ଼ିବ ଆତ୍ମନିର୍ଭରଶୀଳତା

ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୦୩୦ ସୁଦ୍ଧା ଦେଶରେ ୨୧ଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ନିର୍ମାଣ କରାଯିବ। ଇତିମଧ୍ୟରେ ୭ଟି ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଖୁବ୍‌ ଶୀଘ୍ର...

Advertisement
Archives

Model This Week