Posted inଖେଳ

ସୁଷମାଙ୍କ ବିୟୋଗରେ କୋହଲିଙ୍କ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଅନେକ ନେତା ତାଙ୍କ ମୃତ୍ୟୁରେ ମର୍ମାହତ ହୋଇଥିବାବେଳେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ନିଜ ଶୋକ ବାର୍ତ୍ତାରେ ସେ କହିଛନ୍ତି, ହଠାତ୍‌ ସୁଷମାଙ୍କ ମୃତ୍ୟୁଖବର ଶୁଣି ମୁଁ ମର୍ମାହତ। ତାଙ୍କ ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି ସେ କହିଛନ୍ତି। ସେହିପରି ମହମ୍ମଦ କୈଫ, ବୀରେନ୍ଦ୍ର ସେହଓ୍ବାଗ, ସୁରେଶ ରାଇନା ମଧ୍ୟ ସୁଷକମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୁସ୍ତିଯୋଦ୍ଧା ଦୀପକଙ୍କ କୃତୀତ୍ୱ

ନୂଆଦିଲ୍ଲୀ, ୧୫।୮ (ପି.ଟି.)- ପ୍ରଥମ ଭାରତୀୟ ଭାବେ ୧୮ ବର୍ଷ ପରେ କୁସ୍ତିଯୋଦ୍ଧା ଦୀପକ ପୁନିଆ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ୍‌ ଜିତିବାର ସୌଭାଗ୍ୟ ଲାଭ କରିଛନ୍ତି।...

ଗର୍ଲଫ୍ରେଣ୍ଡ୍‌ଙ୍କୁ ଅଚାନକ ଦେଖି କାନ୍ଦିବାକୁ ଲାଗିଲେ ଦିଲ୍ଲୀ କ୍ୟାପିଟାଲ୍ସର ଏହି ଖେଳାଳି

ଦୁବାଇ,୧୪।୧୦; ଆଇପିଏଲ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ଚମତ୍କାର ପ୍ରଦର୍ଶନ କରୁଛି। ପଏଣ୍ଟ ଟେବୁଲ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ପରେ ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ ରହିଛି।...

ସ୍ତ୍ରୀଙ୍କ ସହ ଫଟୋ ଶେୟାର କରି ହୃଦୟ ଛୁଆଁ କଥା କହିଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କୁ ପାଓ୍ବାରଫୁଲ୍‌ କପଲ୍‌ ଆଖ୍ୟା ଦିଆଯାଇଛି। ଉଭୟ ପ୍ରାୟତଃ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ...

ଗୋଟିଏ ବଲ୍‌ରେ ପାକିସ୍ତାନକୁ ଜିତିବାକୁ ଥିଲା ୨ ରନ୍‌: ଘଟିଲା ହାଇଡ୍ରାମା, ଦେଖନ୍ତୁ ଭିଡିଓ

ଢାକା,୨୩।୧୧: ତୃତୀୟ ତଥା ଅନ୍ତିମ ଟି -୨୦ରେ ଏକ ରୋମାଞ୍ଚକର ମ୍ୟାଚରେ ପାକିସ୍ତାନ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ଶେଷ ବଲରେ ମହମ୍ମଦ ନୱାଜ...

ସଙ୍କଟରେ ୩ ବିଶ୍ୱ ରେକର୍ଡ

ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ...

ପ୍ରଥମ ଭାରତୀୟ ଭାବେ ଅଷ୍ଟ୍ରେଲିଆର ବିବିଏଲ୍‌ରେ ଖେଳିବେ ଏହି କ୍ରିକେଟର

ମେଲବର୍ନ,୫।୧୧: ଭାରତର ପୂର୍ବତନ ଅଣ୍ଡର-୧୯ ବିଜେତା ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍‌ ବ୍ୟାଶ୍‌ ଲିଗ୍‌(ବିବିଏଲ୍‌)ରେ ଖେଳିବେ। ପ୍ରଥମ ଭାରତୀୟ ଭାବେ ସେ ଏହି ଲିଗ୍‌ରେ...

ଟି୨୦ ବିଶ୍ୱକପ୍‌ ଉଚିତ ସମୟରେ ଆୟୋଜନ ହେବା ଆବଶ୍ୟକ: ଆକ୍ରମ

କରାଚୀ, ୫।୬(ପି.ଟି.): ସାରା ବିଶ୍ୱରେ କୋଭିଡ୍‌- ୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର...

ଆଇସିସି ନିୟମ ଭୁଲି ଗଲେ ଇଂଲଣ୍ଡ ଖେଳାଳି

ଅହମ୍ମଦାବାଦ,୨୪।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଦିନ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କୁ ବଲରେ ଛେପ ଲଗାଉଥିବା...

Advertisement
Archives

Model This Week