Posted inଖେଳ

ସୁଷମାଙ୍କ ବିୟୋଗରେ କୋହଲିଙ୍କ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଅନେକ ନେତା ତାଙ୍କ ମୃତ୍ୟୁରେ ମର୍ମାହତ ହୋଇଥିବାବେଳେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ନିଜ ଶୋକ ବାର୍ତ୍ତାରେ ସେ କହିଛନ୍ତି, ହଠାତ୍‌ ସୁଷମାଙ୍କ ମୃତ୍ୟୁଖବର ଶୁଣି ମୁଁ ମର୍ମାହତ। ତାଙ୍କ ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି ସେ କହିଛନ୍ତି। ସେହିପରି ମହମ୍ମଦ କୈଫ, ବୀରେନ୍ଦ୍ର ସେହଓ୍ବାଗ, ସୁରେଶ ରାଇନା ମଧ୍ୟ ସୁଷକମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହର୍ଶଲଙ୍କୁ କୋହଲିଙ୍କ ପ୍ରଶଂସା

ଚେନ୍ନାଇ,୧୧।୪(ପି.ଟି.): ଆଇପିଏଲ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଯୁବ ଦ୍ରୁତ ବୋଲର ହର୍ଶଲ ପଟେଲଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁମ୍ବାଇ ଇଣ୍ଡିଆନ୍ସକୁ ଶେଷ ବଲ୍‌ରେ...

ଅଷ୍ଟ୍ରେଲିଆନ ଓପନ କ୍ୱାଲିଫାୟର: ରାମକୁମାର, ଅଙ୍କିତା ଦ୍ୱିତୀୟ ରାଉଣ୍ଡରେ

ମେଲବୋର୍ନ, ୧୧ା୧ (ପି.ଟି.)-ଭାରତୀୟ ଟେନିସ ଖେଳାଳି ରାମକୁମାର ରମାନାଥନ ଓ ଅଙ୍କିତା ରାଇନା ଅଷ୍ଟ୍ରେଲିଆନ ଓପନ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏପର୍ଯ୍ୟନ୍ତ ଏକ...

ମୁସଫିକରଙ୍କ ଅପରାଜିତ ଦ୍ୱିଶତକ

ଢାକା, ୨୫ା୨ (ଏଏଫ୍‌ପି)-ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଏକ ମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ମୁସ୍‌ଫିକର ରହିମ୍‌ ତାଙ୍କ ତୃତୀୟ ଟେଷ୍ଟ ଦ୍ୱିଶତକ ହାସଲ...

କୋଲକାତା ସାମ୍ନାରେ ୧୯୬ ରନ ଲକ୍ଷ୍ୟ ରଖିଲା ମୁମ୍ବାଇ ଇଣ୍ଡିଆନ୍ସ

ଆବୁଧାବି, ୨୩।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସିଜନର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ...

ସେମିଫାଇନାଲରେ ଜୋକୋଭିଚ୍‌

ପ୍ୟାରିସ, ୯।୧୦(ଏପି)-ବାମ ହାତରେ ଯନ୍ତ୍ରଣା ସତ୍ତ୍ୱେ ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସ୍ଲୋ...

ସଚିନ-ସେହ୍ବାଗ, ଡ୍ରାଭିଡ୍‌ଙ୍କ ଲାଗି ସୁଯୋଗ ପାଇ ନ ଥିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୧୯।୭- ସୁବ୍ରମଣିୟମ ବଦ୍ରିନାଥ। ଭାରତୀୟ ଘରୋଇ କ୍ରିକେଟ୍‌ରେ ଏକ ବେଶ୍‌ ପରିଚିତ ନାମ। ଜଣେ ନିର୍ଭରଯୋଗ୍ୟ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଭାବେ ନିଜର ଏକ ସ୍ବତନ୍ତ୍ର...

ନିଜକୁ ସମ୍ମାନିତ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୩୦।୧୨: ଅଷ୍ଟ୍ରେଲିଆ ତାରକା ଓପନର୍‌ ଡେଭିଡ ୱାର୍ନର ବର୍ଷ ଶେଷରେ ନିଜକୁ ଏକ ସୱତନ୍ତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି...

ସ୍ବିଡେନ୍‌ରେ ସ୍ବର୍ଣ୍ଣ ଜିତିଲେ ଚିତ୍ରା

ନୂଆଦିଲ୍ଲୀ, ୧୯ା୬ (ପି.ଟି.): ସ୍ବିଡେନ୍‌ର ସୋଲେନ୍‌ଟୁନାଠାରେ ଚାଲିଥିବା ଫୋକ୍‌ସାମ୍‌ ଗ୍ରାଁ ପ୍ରିରେ ଭାରତର ଏସିଆନ ଚାମ୍ପିୟନ ପି. ୟୁ. ଚିତ୍ରା ମହିଳା ୧୫୦୦ ମିଟର ଦୌଡ଼ରେ...

Advertisement
Ten Cric Info


Archives

Model This Week