ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୭।୮(ବ୍ୟୁରୋ) : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଷମାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ୍‌ କରି ନବୀନ ଲେଖିଛନ୍ତି, ସୁଷମା ଜଣେ ସମ୍ମାନନୀୟା, ସୁଦକ୍ଷା ନେତ୍ରୀ ଥିଲେ। ସମସ୍ତ ଭାରତୀୟଙ୍କ ସମସ୍ୟା ଦୂର କରିବାରେ ତାଙ୍କ ଦକ୍ଷତା ଅବିସ୍ମରଣୀୟ। ତାଙ୍କ ବିୟୋଗରେ ଭାରତୀୟ ରାଜନୀତିରେ ଅପୂରଣୀୟ କ୍ଷତି ହୋଇଛି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri