ସୁସ୍ଥ ଅଛନ୍ତି ତନୁଜା

ମୁମ୍ବାଇ: ବଲିଉଡ୍‌ର ଭେଟେରାନ୍‌ ଆକ୍ଟ୍ରେସ୍‌ ତନୁଜା(୭୫) ଏବେ ସୁସ୍ଥ ଥିବା ଜଣାପଡିଛି। ଗୋଟିଏ ଦିନ ପୂର୍ବରୁ ପେଟରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ମୁମ୍ବାଇ ସ୍ଥିତ ଲିଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଏକ ସର୍ଜରୀ ପରେ ସେ ଏବେ ସୁସ୍ଥ ଥିବା ଜଣାପଡିଛି। ଏବେ କିନ୍ତୁ ଗୋଟିଏ ସପ୍ତାହ ପାଇଁ ହସ୍ପିଟାଲରେ ରହିପାରନ୍ତି। ଏହାପରେ ତାଙ୍କୁ ଘରକୁ ଫେରିବାକୁ ଅନୁମତି ମିଳିପାରେ। ତନୁଜା ବଲିଉଡ୍‌ ନାୟିକା କାଜଲଙ୍କ ମା’। ଗୋଟିଏ ପଟେ କାଜଲଙ୍କ ଶ୍ୱଶୁର ତଥା ଅଜୟ ଦେବଗନଙ୍କ ପିତା ଭିରୁ ଦେବଗନଙ୍କ ହଠାତ୍‌ ଦେହାନ୍ତ ପରେ ପରେ ତନୁଜାଙ୍କ ଅସୁସ୍ଥତା କାଜଲଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିଲା। ଏବେ କିନ୍ତୁ ତନୁଜା ସୁସ୍ଥ ହେବା ପରେ କାଜଲ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ‘ମିଷ୍ଟର ଇଣ୍ଡିଆ’ର ଯାଦୁ ଦେଖିବେ ଦର୍ଶକେ!

ମୁମ୍ବାଇ: ବଲିଉଡ ପ୍ରଯୋଜକ ତଥା ନିର୍ଦ୍ଦେଶକ ବୋନି କପୁର ତାଙ୍କ କ୍ୟାରିୟରରେ ଦର୍ଶକଙ୍କୁ କିଛି ସୁପରହିଟ୍ ମୁଭି ଭେଟି ଦେଇଛନ୍ତି । ଏବେ ସେ ଏକ...

ପୁଣିଥରେ ସୋନାକ୍ଷୀଙ୍କ ସହ ରୋମାନ୍ସ କରିବେ ଅକ୍ଷୟ

ମୁମ୍ବାଇ: ବଲିଉଡ ମୁଭିର ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ମୁଭି ‘ସେଲଫି’ ନିକଟରେ ରିଲିଜ୍ ହୋଇଥିଲା । ହେଲେ ଏହି ମୁଭିକୁ ଦର୍ଶକେ ଏତେ ପସନ୍ଦ...

ସଲମାନଙ୍କୁ ରେମୋଙ୍କ ସ୍ତ୍ରୀ କହିଲେ ‘ଥ୍ୟାଙ୍କ୍‌ ୟୁ ଭାଇ, ଆପଣ ଜଣେ ଦୂତ’

ବମ୍ବେ: ଜଣାଶୁଣା କୋରିଓଗ୍ରାଫର ତଥା ନୃତ୍ୟଶିଳ୍ପୀ ରେମୋ ଡିସୁଜା ଧିରେ ଧିରେ ସୁସ୍ଥ ହେଉଛନ୍ତି। ଚଳିତ ମାସ ଆରମ୍ଭରେ ତାଙ୍କୁ ହାର୍ଟ ଆଟାକ୍‌ ଆସିଥିଲା। ଏହାକୁ...

ତୁନିଶା ଆତ୍ମହତ୍ୟା ମାମଲାରେ ମୁହଁ ଖୋଲିଲେ ଶିଜାନଙ୍କ ଭଉଣୀ

ମୁମ୍ବାଇ: ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାକୁ ନେଇ ମୁହଁ ଖୋଲିଛନ୍ତି ଅଭିନେତା ତଥା ତୁନିଶାଙ୍କ ଏକ୍ସ ବୟଫ୍ରେଣ୍ଡ ଶିଜାନଙ୍କ ଭଉଣୀ ପଲକ ନାଜ୍‌। ସେ...

କିଏ ଏହି କୁନି ଶିଶୁ, ଯାହାର ଚେହେରା ମିଶୁଛି କରୀନାଙ୍କ ପୁଅ ସହ

କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍‌ ଷ୍ଟାର୍‌ କିଡ୍‌ ଭାବେ ଲୋକପ୍ରିୟତା ରହିଛି। ସୋସିଆଲ ମିଡିଆରେ ଏବେ ତୈମୁରଙ୍କ...

ପରଦାକୁ ଆସୁଛି ‘ଇଣ୍ଡିଆନ୍‌-୨’

ସୁପରଷ୍ଟାର କମଲ ହାସନ ନିଜ ଆଗାମୀ ଫିଲ୍ମ ଇଣ୍ଡିଆନ୍‌-୨କୁ ନେଇ ବ୍ୟସ୍ତ ଅଛନ୍ତି। ପାଖାପାଖି ୪୦ କୋଟି ଟଙ୍କାରେ ନିର୍ମିତ ଏହି ଫିଲ୍ମର ଶୁଟିଂ ଏବେ...

ଅମିତାଭଙ୍କ ଫିଟ୍‌ନେସ୍‌ର ରାଜ୍‌

ଫିଲ୍ମ ଇଣ୍ଡଷ୍ଟ୍ରି ସହିତ ଜଡିତ ସେଲିବ୍ରିଟିମାନଙ୍କ ପାଇଁ ଫିଟ ରହିବା ଏକ ବଡ଼ ଆହ୍ବାନ। ଏଥିପାଇଁ ସେମାନଙ୍କୁ ନିଜ ପ୍ରିୟ ଖାଦ୍ୟ ତ୍ୟାଗ କରିବାକୁ ପଡେ।...

ହଲିଉଡ୍‌ର ଏହି ଅଭିନେତାଙ୍କ ୩ ଫିଲ୍ମ ପ୍ରତ୍ୟାଖାନ କରିଥିଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ହଲିଉଡ୍‌ ଆକ୍ଟର ଓ୍ବିଲ୍‌ ସ୍ମିଥ୍‌ ଏକାଠି କାମ କରିବାକୁ ଚାହଁଥିଲେ। ମାତ୍ର ଏହା କେବେ...

Advertisement
Archives

Model This Week