ସୁସ୍ଥ ଓ ସୁନ୍ଦର ଦାନ୍ତ ସମସ୍ତଙ୍କୁ ପସନ୍ଦ। କାରଣ ଏହା ମୁଖମଣ୍ଡଳର ସୌନ୍ଦଯ୍ୟ ବୃଦ୍ଧି କରିଥାଏ। ଦାନ୍ତ ଅସୁସ୍ଥ ହେଲେ ଏହା ସମ୍ପୂର୍ଣ୍ଣ ଶରୀରକୁ ଅସୁସ୍ଥ କରିଦିଏ ବୋଲି ଡାକ୍ତର କୁହନ୍ତି। ଅଳ୍ପ ସାବଧାନତା ହିଁ ଆମ ଦାନ୍ତକୁ ସୁସ୍ଥ ରଖିଥାଏ।
-ଆଜିକାଲି ପିଲାଠାରୁ ବୟସ୍କ ସମସ୍ତଙ୍କର ପସନ୍ଦ କ୍ୟାଣ୍ଡି ଚକୋଲେଟ୍। ହେଲେ ଏଥିରେ ଥିବା ଅଠାଳିଆ ଅଂଶ ଦାନ୍ତରୁ ସହଜରେ ଛାଡି ନ ଥାଏ। ଫଳରେ ଏହାକୁ ବେଶୀ ମାତ୍ରାରେ ଖାଇଲେ କିଛିଦିନ ପରେ ଦାନ୍ତ ଦୁର୍ବଳ ହୋଇଯାଇଥାଏ।
-ରିଫାଇନ୍ ମଇଦାରେ ପ୍ରସ୍ତୁତ ହ୍ବାଇଟ୍ ବ୍ରେଡ୍ ମଧ୍ୟ ଦାନ୍ତ ପାଇଁ ହାନିକାରକ। କାରଣ ଏହାକୁ ଖାଇଲେ ଏହା ଦାନ୍ତରେ ଅଠା ଭଳି ଲାଗିଯାଇଥାଏ। ଏହାସହ ଏଥିରେ ଥିବା ଅତ୍ୟଧିକ ପରିମାଣର କାର୍ବୋହାଇଡ୍ରେଟ୍ ଦାନ୍ତ ପାଇଁ ମଧ୍ୟ ହାନିକାରକ ହୋଇଥାଏ।
-କଫିରେ ରହିଛି ପ୍ରଚୁର ପରିମାଣରେ ଏସିଟିକ୍ ଗୁଣ। ଯାହା ମୁଖର ପିଏଚ୍ ସ୍ତରକୁ କମ୍ କରିଥାଏ। ଫଳରେ ଦାନ୍ତ ଦୁର୍ବଳ ହେବା ସହ ଏହା ମଧ୍ୟରେ କଣା ହୋଇଯାଇଥାଏ।
-କଫି ହେଉଛି ଏକ ଡାର୍କ ଡ୍ରିଙ୍କ। ତେଣୁ ଏହାକୁ ନିୟମିତ ପିଇଲେ ଏହାଦ୍ୱାରା ଦାନ୍ତ ଉପରେ ଏକ ପରଳ ଜମା ହୋଇଯାଇଥାଏ। ଫଳରେ କମ୍ଦିନ ମଧ୍ୟରେ ଦାନ୍ତ ନଷ୍ଟ ହୋଇଯାଇଥାଏ।
Posted inଜୀବନଚର୍ଯ୍ୟା View All
ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….
ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...
୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…
ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...
ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ
ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...
ଜାଣି ରଖନ୍ତୁ କିପରି କିଡ୍ନୀକୁ ରଖିବେ ସୁସ୍ଥ
ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...
ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…
ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...
୫୦୦ବର୍ଷ ପରେ ୨୦୨୬ରେ ୩ଥର ନକ୍ଷତ୍ର ପରିବର୍ତ୍ତନ କରିବେ ଶନି, ଜମି-କୋଠାବାଡି କିଣିବେ ଏହି ରାଶି
ପ୍ରତିବର୍ଷ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟରେ ରାଶି ଏବଂ ନକ୍ଷତ୍ର ଦେଇ ଗତି କରନ୍ତି, ସିଧାସଳଖ କିମ୍ୱା ପଛକୁ ଯାଆନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହ...
୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ
ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...
ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!
ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...
Archives


