ସୁସ୍ଥ ଓ ସୁନ୍ଦର ଦାନ୍ତ ସମସ୍ତଙ୍କୁ ପସନ୍ଦ। କାରଣ ଏହା ମୁଖମଣ୍ଡଳର ସୌନ୍ଦଯ୍ୟ ବୃଦ୍ଧି କରିଥାଏ। ଦାନ୍ତ ଅସୁସ୍ଥ ହେଲେ ଏହା ସମ୍ପୂର୍ଣ୍ଣ ଶରୀରକୁ ଅସୁସ୍ଥ କରିଦିଏ ବୋଲି ଡାକ୍ତର କୁହନ୍ତି। ଅଳ୍ପ ସାବଧାନତା ହିଁ ଆମ ଦାନ୍ତକୁ ସୁସ୍ଥ ରଖିଥାଏ।
-ଆଜିକାଲି ପିଲାଠାରୁ ବୟସ୍କ ସମସ୍ତଙ୍କର ପସନ୍ଦ କ୍ୟାଣ୍ଡି ଚକୋଲେଟ୍। ହେଲେ ଏଥିରେ ଥିବା ଅଠାଳିଆ ଅଂଶ ଦାନ୍ତରୁ ସହଜରେ ଛାଡି ନ ଥାଏ। ଫଳରେ ଏହାକୁ ବେଶୀ ମାତ୍ରାରେ ଖାଇଲେ କିଛିଦିନ ପରେ ଦାନ୍ତ ଦୁର୍ବଳ ହୋଇଯାଇଥାଏ।
-ରିଫାଇନ୍ ମଇଦାରେ ପ୍ରସ୍ତୁତ ହ୍ବାଇଟ୍ ବ୍ରେଡ୍ ମଧ୍ୟ ଦାନ୍ତ ପାଇଁ ହାନିକାରକ। କାରଣ ଏହାକୁ ଖାଇଲେ ଏହା ଦାନ୍ତରେ ଅଠା ଭଳି ଲାଗିଯାଇଥାଏ। ଏହାସହ ଏଥିରେ ଥିବା ଅତ୍ୟଧିକ ପରିମାଣର କାର୍ବୋହାଇଡ୍ରେଟ୍ ଦାନ୍ତ ପାଇଁ ମଧ୍ୟ ହାନିକାରକ ହୋଇଥାଏ।
-କଫିରେ ରହିଛି ପ୍ରଚୁର ପରିମାଣରେ ଏସିଟିକ୍ ଗୁଣ। ଯାହା ମୁଖର ପିଏଚ୍ ସ୍ତରକୁ କମ୍ କରିଥାଏ। ଫଳରେ ଦାନ୍ତ ଦୁର୍ବଳ ହେବା ସହ ଏହା ମଧ୍ୟରେ କଣା ହୋଇଯାଇଥାଏ।
-କଫି ହେଉଛି ଏକ ଡାର୍କ ଡ୍ରିଙ୍କ। ତେଣୁ ଏହାକୁ ନିୟମିତ ପିଇଲେ ଏହାଦ୍ୱାରା ଦାନ୍ତ ଉପରେ ଏକ ପରଳ ଜମା ହୋଇଯାଇଥାଏ। ଫଳରେ କମ୍ଦିନ ମଧ୍ୟରେ ଦାନ୍ତ ନଷ୍ଟ ହୋଇଯାଇଥାଏ।
Posted inଜୀବନଚର୍ଯ୍ୟା View All
ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…
୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…
ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…
ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ
ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…
ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!
ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…
ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା
ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…
୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ
ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…
ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍, ୯ଟି ରାଶି ହେବ ଧନବାନ!
ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…
ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…
Archives

