ସୁସ୍ଥ ହାର୍ଟ ପାଇଁ..

ହୃତ୍‌ପିଣ୍ଡ(ହାର୍ଟ) ସୁସ୍ଥ ରହିଲେ ଆମେ ନୀରୋଗ ରହିବା। କିନ୍ତୁ କେତେକ କାରଣରୁ ହାର୍ଟ ପ୍ରଭାବିତ ହେବା ଦ୍ୱାରା ଆମେ ହୃଦ୍‌ଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଉ। ତେଣୁ ହାର୍ଟକୁ କିପରି ସୁସ୍ଥ ରଖିବା ସେ ନେଇ ଆମେ ସଚେତନ ହେବା ନିହାତି ଦରକାର। ଏ ନେଇ ଏକ ସରଳ ତଥା ସହଜ ଉପାୟ ରହିଛି। ଯଦି ଜଣେ ବ୍ୟକ୍ତି ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖନ୍ତି ତେବେ ତାଙ୍କର ହାର୍ଟ ଆହୁରି ସକ୍ରିୟ ଭାବରେ କାର୍ଯ୍ୟ କରିଥାଏ। ଏଭଳି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ଲଣ୍ଡନ ୟୁନିଭର୍ସିଟିର ହୃଦ୍‌ରୋଗ ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କର ମାନସିକତାକୁ ତର୍ଜମା କରାଯାଇଥିଲା। ଏଥିରୁ ଜଣାପଡ଼ିଥିଲା ଯେ, ଯେଉଁମାନଙ୍କର ମାନସିକତା ଅଧିକାଂଶ ସମୟ ସକାରାତ୍ମକ ରହୁଛି ସେମାନଙ୍କ ହାର୍ଟ ଆହୁରି ସକ୍ରିୟ ଭାବରେ କାର୍ଯ୍ୟ କରୁଛି। ତେଣୁ ଜଣେ ବ୍ୟକ୍ତି ଯେତେ ସମ୍ଭବ ନିଜକୁ ଚାପମୁକ୍ତ ରଖିବା ସହ ନିଜର ମାନସିକତାକୁ ସକାରାତ୍ମକ ରଖିବା ପାଇଁ ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଲେରିଆ: କିଛି କଥା

ଫାଇଲେରିଆ ସବୁ ରୋଗ ତୁଳନାରେ ଯନ୍ତ୍ରଣାଦାୟକ, ବିକୃତ ଓ ଦୁର୍ବଳ କରୁଥିବା ରୋଗ। ଏହା ବିଶ୍ୱର ଦ୍ୱିତୀୟ ରୋଗ, ଯାହା ରୋଗୀକୁ ଅସାମର୍ଥ୍ୟ କରିଦିଏ। ପୃଥିବୀର...

ନିୟମିତ ଡାଳିମ୍ବ ଖାଇଲେ ହେବ ନାହିଁ ଏହି ଦୁଇ ମାରାତ୍ମକ ରୋଗ

ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ଜଙ୍କ୍‌ଫୁଡ୍‌ ତଥା ବାହାର ଖାଦ୍ୟ ଉପରେ ନିର୍ଭରଶୀଳ। ଫଳରେ ଏହା ଆମ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଇଥାଏ। ତେଣୁ ଉତ୍ତମ...

ଏ ସବୁ ଲୋକଙ୍କୁ ରସୁଣ ଖାଇବା ମନା

ଦୈନନ୍ଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପ୍ରତି  ଲାଭଦାୟକ ହୋଇଥାଏ। ରସୁଣ ଖାଇବା ଦ୍ୱାରା କ୍ୟାନ୍‌ସର, ରକ୍ତଚାପ, ମୁଖବ୍ରଣ ଆଦି ଅନେକ ରୋଗରୁ ମୁକ୍ତି ମିଳିଥାଏ। କିନ୍ତୁ...

ମୁଗ ସୋୟାବିନ୍‌ ବରା

ଆବଶ୍ୟକ ସାମଗ୍ରୀ- ମୁଗ ଡାଲି- ୨୦୦ ଗ୍ରାମ୍‌, ସୋୟାବିନ୍‌- ୧୦୦ ଗ୍ରାମ୍‌, ପିଆଜ- ୩ଟି, କଞ୍ଚାଲଙ୍କା- ୩ଟି, ଆବଶ୍ୟକ ଅନୁଯାୟୀ ତେଲ ଓ ଲୁଣ। ପ୍ରସ୍ତୁତି...

ପ୍ରଥମ ଦେଖାରେ ପୁଅଙ୍କ ଏସବୁ ଗୁଣ ପ୍ରଭାବିତ କରେ ଝିଅଙ୍କୁ

ପହିଲି ପ୍ରେମର ପ୍ରଥମ ଦେଖା ପ୍ରେମିକାପ୍ରେମିକଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ...

ଏହିସବୁ ଧାତୁରେ କରନ୍ତୁ ଗଣେଶଙ୍କୁ ପୂଜାର୍ଚ୍ଚନା, ଚମକିବ ଭାଗ୍ୟ

ଗଣେଶ ପୂଜା ଆସନ୍ତାକାଲି ଅର୍ଥାତ୍‌ ଶନିବାର ପଡୁଛି। ତେବେ ଏହି ପୂଜାରେ ଅନେକ ଧାତୁର ବାସନକୁସନ ବ୍ୟବହାର କରାଯାଏ। ଯଥା ଥାଳି, ଢାଳ, ଦୀପ, କଳସ,...

କାଶ, କଫ ଭଲ କରେ ଗୋଲମରିଚ

ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍‌। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ...

ମିଲ୍କ କେକ୍‌

ଆବଶ୍ୟକ ସାମଗ୍ରୀ: ୮ କପ୍‌ କ୍ଷୀର, ୨ ବଡ଼ ଚାମଚ ଚିନି, ଏକ ବଡ଼ ଚାମଚ ଲେମ୍ବୁରସ, ଏକ ଛୋଟ ଚାମଚ ଗୁଜୁରାତି ପାଉଡର। ପ୍ରସ୍ତୁତି...

Advertisement
Archives

Model This Week