ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ସେ ଏମ୍ସ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିଲେ ହେଁ ସେ ହସ୍‌ପିଟାଲରୁ ଡିସ୍‌ଚାର୍ଜ ହୋଇନାହାନ୍ତି। ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ସୁସ୍ଥ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଏବେ ରାଜ୍ୟରେ ୧୦୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ଜଣ ସୁସ୍ଥ ହୋଇଥିଲେ। ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇଲେ ଏହି ସଂଖ୍ୟା ୩୫ରେ ପହଞ୍ଚିଛି। ଅପରପକ୍ଷେ ୬୭ଜଣ ଆକ୍ଟିଭ କେସ୍‌ ରହିଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହେଉଛି ଡୋଜ୍‌: ସରକାର ଜାରି କଲେ ସଚେତନତା ପୋଷ୍ଟର

ନୂଆଦିଲ୍ଲୀ, ୨୧।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଜାରି ରହିଛି। ତେବେ ଟିକାର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଫଳରେ...

କମ୍ପାନୀ ସିଇଓ ଆଶା ଦେଖାଇ ୨୦ଲକ୍ଷ ଲୁଟ୍‌

ଭୁବନେଶ୍ୱର,,୨୬।୭(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇଛନ୍ତି। ବହୁ ଶିକ୍ଷିତ ଯୁବତୀଯୁବକ ବାହାର ରାଜ୍ୟ ଓ ଦେଶରୁ ଘରକୁ ଫେରି...

ସପ୍ତାହରେ ୫ ଦିନ ଖୋଲିବ ସରକାରୀ କାର୍ଯ୍ୟାଳୟ

ଲକ୍ଷ୍ନୌ, ୧୨।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି...

ମୁମ୍ବାଇରୁ ଫେରିଥିଲେ କଟକ ସହରର ଏକମାତ୍ର ଆକ୍ରାନ୍ତ

କଟକ ଅଫିସ,୧୩।୬: କଟକ ଜିଲାରୁ ଶୁକ୍ରବାର ମୋଟ ୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ଜଣେ ଆକ୍ରାନ୍ତ କଟକ ସହରର। ସେ...

‘ମାନବିକତା ଉପରେ ଗଣମାଧ୍ୟମ ଗୁରୁତ୍ୱ ଦେଉ’

ଭୁବନେଶ୍ୱର,୧୪।୨(ବ୍ୟୁରୋ): ମାନବିକତା ଉପରେ ଗଣମାଧ୍ୟମ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ। ବାଧ୍ୟବାଧକତା କି ଚାପରେ ନୁହେଁ, ବରଂ ସବୁ ଖବରକୁ ସମାନ ଢଙ୍ଗରେ ଦେଖିବା ହିଁ...

ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ...

ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ

ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା...

ମୁମ୍ବାଇର ୱୋକାର୍ଡ ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଗଲା

ମୁମ୍ବାଇ,୬ ।୪: ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କେତେଜଣ ସ୍ୱାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ତେବେ...

Advertisement


Archives

Model This Week