ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ସେ ଏମ୍ସ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିଲେ ହେଁ ସେ ହସ୍‌ପିଟାଲରୁ ଡିସ୍‌ଚାର୍ଜ ହୋଇନାହାନ୍ତି। ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ସୁସ୍ଥ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଏବେ ରାଜ୍ୟରେ ୧୦୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ଜଣ ସୁସ୍ଥ ହୋଇଥିଲେ। ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇଲେ ଏହି ସଂଖ୍ୟା ୩୫ରେ ପହଞ୍ଚିଛି। ଅପରପକ୍ଷେ ୬୭ଜଣ ଆକ୍ଟିଭ କେସ୍‌ ରହିଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏଫ୍‌ର ଆଉ ୨୪ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୨୨।୫: ଗତ ୨୪ ଘଣ୍ଟା ମଧ୍ୟରେ ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୨୪ ଜଣ ଯବାନ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ମିଳିଛି।...

ଓଡ଼ିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ମଧ୍ୟ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର,୪-୯(ବ୍ୟୁରୋ):ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।...

ବାର୍‌ହା ମାଂସ ଭାଗବଣ୍ଟା ବେଳେ ଘଟିଲା ଏମିତି

ରେଢ଼ାଖୋଲ,୨ା୯(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅଧୀନ ଗରଗଡ଼ବାହାଳ ପଞ୍ଚାୟତ ଲମଟିଦାଦର ଜଙ୍ଗଲରେ ବୁଧବାର ରାତିରେ ବାର୍‌ହା ଶିକାର ପରେ ଚାଲିଥିଲା ମାଂସ...

ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁନି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୨୪ା୧୦: କରୋନା ରୋଗୀଙ୍କ ଲାଗି ପ୍ଲାଜ୍‌ମା ଥେରାପି ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଇଥିବାବେଳେ ଏହାର କୌଣସି ସୁଫଳ ମିଳୁ ନ ଥିବା ଇଣ୍ଡିଆନ୍‌...

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି...

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ଆରମ୍ଭ ହୋଇଛି ଆବେଦନ ପ୍ରକ୍ରିୟା। କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା...

କୋଭିଡ୍‌-୧୯ ମୁକାବିଲା: ଖାଦ୍ୟ ଯୋଗାଣ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)-କୋଭିଡ୍‌-୧୯ର ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ରାଜ୍ୟକୁ ଲକ୍‌ଡାଉନ ରଖିଛନ୍ତି। ଏହି ସମୟରେ ଗ୍ରାମପଞ୍ଚାୟତ ଗୁଡିକରେ ଦିଆଯାଉଥିବା ରନ୍ଧା ଓ ଶୁଖିଲା ଖାଦ୍ୟ...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ...

Advertisement
Archives

Model This Week