Posted inରାଜ୍ୟ

ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୪(ବୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୨ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୬୦ କରୋନା ପଜିଟିଭଙ୍କ ମଧ୍ୟରୁ ୩୮ ଜଣ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି...

ଦୀପାବଳୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆଜି ପବିତ୍ର ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଦୀପାବଳି ଏବଂ...

ଓଡ଼ିଶାକୁ ‘ଶ୍ରେଷ୍ଠ ମେରାଇନ୍‌ ଷ୍ଟେଟ୍‌’ ଆଓ୍ବାର୍ଡ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ଓଡ଼ିଶାକୁ ମିଳିଛି ‘ଶ୍ରେଷ୍ଠ ମେରାଇନ୍‌ ଷ୍ଟେଟ୍‌’ ଆଓ୍ବାର୍ଡ। କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରଣାଳୟ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟର ମାନ୍ୟତା ଦେଇଛି। ଆସନ୍ତା...

ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ

ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ...

ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରୁଷିଆସ୍ଥିତ କାଜାନ୍‌ରେ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ଏସ୍‌. ଅଶ୍ୱତ୍ଥ ନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବର୍ଦ୍ଧିତ କରିଛନ୍ତି।...

୬ ସହର ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ...

୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨...

ଖାତା ଦେଖିବେ ଅଧିକ ଶିକ୍ଷକ

କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ...

Advertisement

BGU

Archives

Model This Week

Why Dharitri