ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ସୂଚନା ମିଳିଛି। ଶନିବାର ନୌସେନାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଏବେ ଆଉ ୨୬ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ସେମାନେ ଖୁବ୍‌ଶୀଘ୍ର ସୁସ୍ଥ ହୋଇଯିବେ ବୋଲି ନୌସେନାର ଭାଇସ ଚିଫ୍‌ ଆଡମିରାଲ ଜି ଅଶୋକ କୁମାର କହିଛନ୍ତି। ସୂଚନାଯୋଗ୍ୟ, ଗତ ମାସରେ ମୁମ୍ବାଇର ଆଙ୍ଗ୍ରେ ନାଭାଲ ବେସ୍‌ରେ ଏହି ୩୮ ନୌସେନାଙ୍କ ନମୁନା ପଜିଟିଭ ଆସିବା ପରେ ସେମାନଙ୍କୁ ଚିକିତ୍ସା କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଟ୍ରେନ୍‌ରେ ଫେରିବେ ପ୍ରବାସୀ ଶ୍ରମିକ, ଶିକ୍ଷାର୍ଥୀ

ନୂଆଦିଲ୍ଲୀ,୧।୫: କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାରି ଭିତରେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକ ଓ ଶିକ୍ଷାର୍ଥୀମାନଙ୍କୁ ନିଜ...

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୨୮।୬(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ଗଞ୍ଜାମ ଜିଲାର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ମୁମ୍ବାଇ ଯାଇପାରେ କେନ୍ଦ୍ରୀୟ ବାହିନୀ

ମୁମ୍ବାଇ,୯ା୫(ପି.ଟି.): ମୁମ୍ବାଇରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବାବେଳେ ସୈନ୍ୟବାହିନୀକୁ ଡକାଯାଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହାକୁ...

ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତି : ମନମୋହନଙ୍କ ୧୬ ବର୍ଷ ତଳର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତିକୁ ଭାଜପା ପକ୍ଷରୁ ପର୍ଦ୍ଦାଫାଶ୍‌ କରାଯାଇଛି। ଏନେଇ ରାଜ୍ୟସଭାର ୧୬ ବର୍ଷ ତଳର ଏକ ଭିଡ଼ିଓକୁ ଭାଜପା...

ଖୋଲିବାକୁ ପ୍ରସ୍ତୁତ ଧାର୍ମିକ ଅନୁଷ୍ଠାନ

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ପାଇଁ ମାର୍ଚ୍ଚ ଶେଷ ବେଳକୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ। ସେବେଠାରୁ ଦେଶରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ବନ୍ଦ...

ମହାରାଷ୍ଟ୍ରର ଭାଜପା ସରକାରଙ୍କୁ ଦିଲ୍ଲୀରେ ବିରୋଧ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଭାଜପା ଶାସିତ ସରକାରଙ୍କୁ ଦିଲ୍ଲୀ ଯୁବ କଂଗ୍ରେସ କର୍ମୀମାନେ ବିରୋଧ କରିଛନ୍ତି। ଏମାନେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ପୋଲିସ...

ମଙ୍ଗଳବାର ଲକ୍‌ଡାଉନ୍‌କୁ ନେଇ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେମାବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଭାଇରସ୍‌...

ଖୁସି ଖବର: କରୋନା ସଂକ୍ରମିତ ଫୁସ୍‌ଫୁସ୍‌ ଆପଣାଛାଏଁ ହେବ ସୁସ୍ଥ

ଲଣ୍ଡନ,୭।୯: କରୋନା ଭାଇରସ ଦ୍ୱାରା ଅଧିକ ପରିମାଣରେ କ୍ଷତିଗ୍ରସ୍ତ ବ୍ୟକ୍ତିଙ୍କ ନିକଟରେ ଫୁସ୍‌ଫୁସ୍‌ ଜନିତ ସମସ୍ୟା ଦେଖାଯିବ ଆଶଙ୍କା ରହିଛି। କାରଣ ଏହି ଭୂତାଣୁ ପ୍ରଥମେ...

Coronavirus Update

Archives

Model This Week

Why Dharitri