ସୁସ୍ଥ ହେଲେ ଝାରସୁଗୁଡାର ୨ କରୋନା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୧୧ା୫: ଝାରସୁଗୁଡା ଜିଲାର ୨ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସୋମବାର ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍‌ କରି ଜଣାଇଛି। ପଶ୍ଚିମବଙ୍ଗରୁ ବ୍ରଜରାଜନଗର ଆସିଥିବା ଜଣେ ଯୁବତୀଙ୍କଠାରେ କରୋନା ଭୂତାଣୁ ଥିବା ଗତ ୨୯ ଏପ୍ରିଲରେ ଜଣାପଡିଥିଲା। ସେହିଭଳି ମେ ୨ରେ ଲଖନପୁର ବ୍ଲକ୍‌ କୋଡାଲୋଇର ଜଣେ ମହିଳାଙ୍କଠାରେ ମଧ୍ୟ ଏହି ଭୂତାଣୁ ଚିହ୍ନଟ ହୋଇଥିଲା। ଏବେ ଦୁଇ ଜଣ ସୁସ୍ଥ ହୋଇଛନ୍ତି। ତେବେ ଏମାନଙ୍କ ସଂସ୍ପର୍ଶରେ ଆସିଥବା ସମସ୍ତ ବ୍ୟକ୍ତିଙ୍କଠାରେ ଭୂତାଣୁ ନ ଥିବା ପରୀକ୍ଷା ପରେ ଜଣାପଡିଛି ବୋଲି ଜିଲା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ...

ଶ୍ରମିକ ନିଯୁକ୍ତିରେ ସନ୍ତୁଷ୍ଟି

ଯାଜପୁର ଅଫିସ,୨୦।୧୦:ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଆଶାୟୀଙ୍କୁ ଠିକା ଶ୍ରମିକ ନିଯୁକ୍ତି ଦେଇ ସନ୍ତୁଷ୍ଟ କରାଯାଉଛି। ଏହି ପ୍ରକ୍ରିୟାରେ ୩୬୪ ଅଣଓଡ଼ିଆ ଏବଂ ୧୮୪ ଓଡ଼ିଆ...

୯୧ କରୋନା ଯୋଦ୍ଧାଙ୍କ ନମୁନା ସଂଗ୍ରହ

ଭଣ୍ଡାରିପୋଖରୀ, ୩୦।୪ (ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ ଦିନ ରାତି ଏକ କରି ନିୟୋଜିତ ଥିବା ଯୋଦ୍ଧା ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସେମାନଙ୍କ ସ୍ବାବ ନମୁନା...

ବୈଷ୍ଣୋଦେବୀ ଯାତ୍ରା ବନ୍ଦ: ଶୀତଳ ଭଣ୍ଡାରରେ ୩୦୦ କୋଟିର ଡ୍ରାଏ ଫ୍ରୁଟସ୍‌

କଟରା,୧୫।୬: କରୋନା ସଂକ୍ରମଣ ଯୋଗୁ ଜମ୍ମୁ-କଶ୍ମୀରରେ ବୈଷ୍ଣୋଦେବୀ ଯାତ୍ରା ବନ୍ଦ କରାଯାଇଛି। ଫଳରେ ଏଠାରେ ଡ୍ରାଏ ଫ୍ରୁଟସ୍‌ ଏବଂ ପ୍ରସାଦ ବିକ୍ରି କରୁଥିବା ୪୦୦ରୁ ଅଧିକ...

ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି

କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍‌.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ...

୧୭୪ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ଥିଲେ ପଦକ୍ଷେପ

କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ...

ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ, ଟିକାନେଇଥିବା ଲୋକେ ବି ହେଉଛନ୍ତି ସଂକ୍ରମିତ

ନୂଆଦିଲ୍ଲୀ,୬ ।୧୨: ବିଶ୍ୱର ପ୍ରାୟ ୩୮ଟି ଦେଶରେ ପହଞ୍ଚି ସାରିଥିବା କରୋନାର ଓମିକ୍ରନ୍ ଭାରିଏଣ୍ଟ ଭାରତରେ ବି ଦ୍ରୁତ ଗତିରେ ମାଡି ଚାଲିଛି । କାରଣ...

ସାମାଜିକ ଦୂରତ୍ୱରେ ହେଲା ଅକ୍ଷିମୁଠି ଅନୁକୂଳ

ଜହ୍ନାପଙ୍କ, ୨୬।୪ (ଡି.ଏନ.ଏ): ଭାରତୀୟ କିଷାନ ସଂଘ ବୌଦ୍ଧ ପକ୍ଷରୁ ନିରାଡମ୍ବର ଭାବେ ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ପୋଲାମ ଗ୍ରାମରେ ଅକ୍ଷିମୁଠି ଅନୁକୂଳ ହୋଇଯାଇଛି।...

Advertisement
Archives

Model This Week