Posted inଜାତୀୟ

ସୁସ୍ଥ ହେଲେ ସିଦ୍ଧରମେୟା

ବେଙ୍ଗାଲୁରୁ,୧୫।୧୨: ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ଏବେ ସୁସ୍ଥ ଥିବା ଜଣାପଡିଛି। ରବିବାର ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା କହିଛନ୍ତି। ଗତ ୧୧ ତାରିଖରେ ଆଞ୍ଜିଓପ୍ଲାଷ୍ଟି ପାଇଁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ବେଳେ ୧୦-୧୫ ଦିନ ବିଶ୍ରାମ ନେବାକୁ ଡାକ୍ତର ତାଙ୍କୁ କହିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏ ନିୟମ ପାଇଁ ପୁଣି ବଢ଼ିଲା ସମୟ ସୀମା, ୨ ବର୍ଷରେ ବଢ଼ିଲାଣି ୭ ଥର …

ନୂଆଦିଲ୍ଲୀ,୧୮।୧୦ : ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ), ୨୦୧୯ ପାଇଁ ନିୟମ ପ୍ରସ୍ତୁତ କରିବାକୁ ରାଜ୍ୟ ସଭା ଓ ଲୋକ ସଭା ଅଧିନସ୍ଥ ବିଧାନସଭା କମିଟି...

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ...

୨୩ବର୍ଷରେ ସରପଞ୍ଚ ଦାୟିତ୍ୱ

ଫିରୋଜାବାଦ,୨୬।୫: ଉତ୍ତରପ୍ରଦେଶ ଫିରୋଜାବାଦରେ ପଞ୍ଚାୟତ ନିର୍ବାଚନ ସରିବା ପରେ ମଙ୍ଗଳବାର ଭର୍ଚୁଆଲ ମାଧ୍ୟମରେ ସରପଞ୍ଚଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ ଗ୍ରହଣ କରାଯାଇଛି। ଏହି...

ଭାରତରେ କରୋନା ସଂକ୍ରମଣ ତାଲିକା: ମହାରାଷ୍ଟ୍ର ପଛକୁ ଦିଲ୍ଲୀ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୪, ୩୭୮ରେ ପହଞ୍ଚିଛି। ସଂକ୍ରମିତଙ୍କ...

ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଉପହାର: ଶିଶୁ ଜନ୍ମର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ପାଟଣା, ୨୭।୩: ପବିତ୍ର ହୋଲି ଉପଲକ୍ଷେ ବିହାରର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ମିଳିଛି। ଏବେ ସରକାରୀ କର୍ମଚାରୀ କିମ୍ବା ଅଧିକାରୀଙ୍କ ଘରେ ପିଲା...

ଉତ୍ତର ପ୍ରଦେଶରେ ହେବ ଦେଶର ସବୁଠାରୁ ସୁନ୍ଦର ଫିଲ୍ମ ସିଟି: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୯ ।୯: ଗୋଟିଏ ପଟେ ମୁମ୍ବାଇ ଫିଲ୍ମ ସିଟିକୁ ନେଇ ବିବାଦ ଲାଗି ରହିଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଦେଶର...

ସ୍ବାମୀ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୪ା୨: ରୋଜଗାର କରୁ ନ ଥିବା ବେକାର ସ୍ବାମୀଙ୍କୁ ଦାୟିତ୍ୱରୁ ମୁକ୍ତ କରାଯାଇ ପାରିବ ନାହିଁ। ସେ ନିଜେ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ...

କୁକୁର ବେଲ୍ଟରେ କ୍ୟାମେରା

ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍‌ ସ୍କ୍ବାଡ୍‌କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍‌ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ...

Advertisement
Archives

Model This Week