ସୁସ୍ଥ ହେଲେ ୪ କରୋନା ସଂକ୍ରମିତ

ଭୁବନେଶ୍ୱର,୩।୫: ରାଜ୍ୟର ୪ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ଭଦ୍ରକର ଥିବାବେଳେ ଜଣେ ବାଲେଶ୍ୱରର ରହିଛନ୍ତି। ଏହି ୪ ଜଣଙ୍କୁ ମିଶାଇ ରାଜ୍ୟର ସୁସ୍ଥ ହୋଇଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ...

ବିବାଦୀୟ ଡିଏଫ୍‌ଓଙ୍କ ବଦଳି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ...

ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍‌-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ...

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋର୍ଟ : ରାଜ୍ୟରେ ଦକ୍ଷ ଶଲ୍ୟ ବିଶେଷଜ୍ଞ, ଆଇସିୟୁ ଅଭାବ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): କମ୍ୟୁନିଟି ହେଲ୍‌ଥ ସେଣ୍ଟର(ସିଏଚ୍‌ସି) ଓ ସବ୍‌ ଡିଭିଜନାଲ ହସ୍ପିଟାଲର ଶଲ୍ୟ ଚିକିତ୍ସା (ସର୍ଜରି) ବିଭାଗରେ ବହୁ ପଦବୀ ଖାଲି ପଡ଼ିଛି। ଏହାକୁ ପୂରଣ...

୭ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି, ତରବରିଆ ଭାବେ ନିଆଯାଇଛି ଅନ୍‌ଲକ୍‌-୧ ନିଷ୍ପତ୍ତି: ବିଶେଷଜ୍ଞ

ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧...

ଡବ୍ଲୁଏଚ୍‌ଓର ଚେତାବନୀ: ୩ ଦିନରେ ଦୁଇଗୁଣା ହେବ ଓମିକ୍ରନ୍‌

ଜେନେଭା,୧୯ ।୧୨: ଏବେ ସୁଦ୍ଧା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ୮୯ ଦେଶକୁ ବ୍ୟାପି ସାରିଲାଣି । ସବୁଠି ଏହା ଡେଲ୍ଟା ଭାରିଏଣ୍ଟଠାରୁ ଦ୍ରୁତ ବେଗରେ...

ଜାତିଭିତ୍ତିକ ଜନଗଣନା ଉପରେ ବିଜେଡିର ଗୁରୁତ୍ୱ

ଭୁବନେଶ୍ୱର,୬ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ବଜେଟ ଅଧିବେଶନ ପ୍ରାରମ୍ଭରେ ବକ୍ତବ୍ୟ ରଖି ବାବା ସାହେବ ଆମ୍ବେଡ଼କରଙ୍କ ପ୍ରଦର୍ଶିତ ସାମାଜିକ ନ୍ୟାୟ ପ୍ରସଙ୍ଗରେ ବକ୍ତବ୍ୟ ରଖିଥିଲେ।...

‘ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ’

ଭୁବନେଶ୍ୱର,୫ା୬(ବ୍ୟୁରୋ):ଜୀବନ ଓ ଜୀବିକା ଦୁଇଟି ଯାକ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥରେ ରହିଲେ ଜୀବିକା ଆଗକୁ ବଢ଼ିବ। ଜୀବିକା ଗୁରୁତ୍ୱପୂର୍ଣ୍ଣ ବୋଲି ଲକ୍‌ଡାଉନ କୋହଳ କରାଯାଇଛି। ଜୀବନ ପ୍ରତି...

Advertisement
Archives

Model This Week