ସୁସ୍ଥ ହୋଇ ଘରକୁ ଫେରିଲେ ବରଗଡ଼ର ପ୍ରଥମ କରୋନା ଆକ୍ରାନ୍ତ: ସ୍ବାଗତ କଲା ପଶ୍ଚିମ ଓଡ଼ିଶା ଯୁବାମଞ୍ଚ

ବରଗଡ଼ ଅଫିସ,୯।୬: ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧୪ ମାଷ୍ଟରଟିକ୍ରା ବାସିନ୍ଦା ତଥା ବମ୍ବେ ଫେରନ୍ତା ଜଣେ ମହିଳା ଜିଲାର ପ୍ରଥମ କରୋନା (କୋଭିଡ-୧୯) ପଜିଟିଭ ଆକ୍ରାନ୍ତଭାବେ ଚିହ୍ନଟ ହୋଇଥିଲେ। ଗତମାସ ୨୩ ତାରିଖରୁ ସେ କୋଭିଡ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେସେ ଘରକୁ ଫେରୁଥିବା ଖବର ପାଇ ପଶ୍ଚିମ ଓଡ଼ିଶା ଯୁବାମଞ୍ଚର କର୍ମକର୍ତ୍ତା, ସଭ୍ୟବୃନ୍ଦ ସମ୍ପୃକ୍ତ ମହିଳାଙ୍କ ଘର ସମ୍ମୁଖରେ ସମବେତ ହୋଇଥିଲେ। ସେ ପହଞ୍ଚିବା ପରେ କରତାଳି ଓ ଫୁଲ ସହିତ ସମ୍ପୃକ୍ତ କରୋନା ବିଜୟିନୀଙ୍କୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିକିମ୍‌ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ

କବିସୂର୍ଯ୍ୟନଗର,୨୧ା୧୨-ସିକିମ୍‌ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍‌ରେ ଥିବା କମାଣ୍ଡିଂ...

ଗାଈ ଗୋଠରେ ବଜ୍ରପାତ

କୁତ୍ରା,୫।୬(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଗିର୍ଜାପଡ଼ାରେ ରବିବାର ସାରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ସେତିକିବେଳେ ଏକ ଗାଈ ଗୋଠରେ ବଜ୍ରପାତ ଘଟି ୨ଗୋରୁଙ୍କ...

ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ନେଇ ଅଭିଯୋଗ ଆଣିଲେ ପରିବାର ଲୋକେ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): ନିଜ ସହକର୍ମୀଙ୍କ ସହ ଗତ ୩୧ ତାରିଖ ରାତିରେ ଜିରୋ ନାଇଟ୍‌ ସେଲିବ୍ରେଶନ କରିଥିବା ଡାକ୍ତର ଶୁଭଶ୍ରୀ କରଙ୍କ ମୃତଦେହ ନୂଆବର୍ଷ ଦିନ ନିଜ...

ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି...

କୋଭିଡ୍‌ କଟକଣା ଉଲ୍ଲଂଘନ: ରାୟଗଡ଼ାରେ ଫିଲ୍ମ ହଲ ସିଲ୍‌

ରାୟଗଡା ଅଫିସ, ୯।୪: ରାୟଗଡ଼ାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଏହାର...

ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର...

ଉପକୂଳ ରାଜପଥ ନିର୍ମାଣ ଦାବି

ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ...

ଅଭାବ ଅନଟନ ସତ୍ତ୍ୱେ ସଫଳତା

ସୋହେଲା,୯।୯(ଡି.ଏନ.ଏ.):ଅଭାବ ଅନଟନ ସଫଳତାରେ ବାଧା ସୃଷ୍ଟି କରିପାରେ କିନ୍ତୁ ଅଟକାଇ ପାରେନାହିଁ। ଏହାର ଏକ ଉଦାହରଣ ସାଜିଛନ୍ତି ସୋହେଲା ବ୍ଲକ କନଗାଁ ପଞ୍ଚାୟତର ବୁଡ଼ାମାଲ ଗ୍ରାମର...

Advertisement
Archives

Model This Week