ସୁସ୍ଥ ହୋଇ ଫେରିଲେ କେପି

ଢେଙ୍କାନାଳ ଅଫିସ୍‌, ୧୭ା୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ କଂଗ୍ରେସ ନେତା କାମାକ୍ଷା ପ୍ରସାଦ ସିଂଦେଓ (କେପି) ସୁସ୍ଥ ହୋଇ ଫେରିଛନ୍ତି। ଖୁବ୍‌ ଶୀଘ୍ର ସେ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ସ୍ଥାନୀୟ ରାଜବାଟୀ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ କେପି କହିଲେ, ଗଁଦିଆ ବ୍ଲକ ନିହଲପ୍ରସାଦ ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ପ୍ରଚାର କରୁଥିବା ବେଳେ ସେ ଅଂଶୁଘାତର ଶିକାର ହୋଇଥିଲେ। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ୨ ଦିନ ଆଇସିୟୁରେ ରଖାଯାଇଥିଲା। ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ବୁଧବାର ସେ ପୁଣି ନିର୍ବାଚନୀ ପ୍ରଚାରରେ ବାହାରିବେ ବୋଲି କହିଛନ୍ତି। ନିର୍ବାଚନ ରଣନୀତି ସମ୍ପର୍କିତ ପ୍ରଶ୍ନରେ ସେ କହିଲେ, ସବୁ ଜନସାଧାରଣଙ୍କ ଉପରେ ନିର୍ଭର କରୁଛି। ସେମାନେ ଯାହା ନିଷ୍ପତ୍ତି ନେବେ ତାହା ହିଁ ଚୂଡ଼ାନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ…

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri