ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ

କୋଟଗଡ଼,୨୯।୧୨ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ ମୁଖ୍ୟ ଅଭିଯୁକ୍ତ ବିଶ୍ୱଜିତ୍‌ ପାତ୍ର, ସୁପାରିରେ କିଲିଂରେ ମଧ୍ୟସ୍ଥ ସାଜିଥିବା ସାଉଥ୍‌କୋ ବିଭାଗର ଦୁଇ କର୍ମଚାରୀ ଗଞ୍ଜାମ ଜିଲା ଧରାକୋଟ ଥାନା ଏସ୍‌ ବାଲାଜୀ ଆଚାରୀ ଓ ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଞ୍ଚଳର ରାସ ବିହାରୀ ଦାସଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧ଦେଶୀ ପିସ୍ତଲ, ୩ ଜୀବନ୍ତ ଗୁଳି, ୬ଟି ମୋବାଇଲ ସହ ୧ ବାଇକ ଜବତ ହୋଇଛି। ଏ ନେଇ କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଫେରାର୍‌ ଥିବା ଏସ୍‌ପି କହିଛନ୍ତି।
ସୂଚନାଯୋଗ୍ୟ, ୧୦ ତାରିଖ ସକାଳେ ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଅଭିମନ୍ୟୁଙ୍କୁ ତାଙ୍କ ଘର ସମ୍ମୁଖରେ ଗୁଳି କରିଥିଲେ। ବାଲିଗୁଡ଼ା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତ ଏପରି ହତ୍ୟାକାଣ୍ଡ ଭିଆଇବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’

ଢେଙ୍କାନାଳ ଅଫିସ, ୨୫।୧୨: ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହୋଇଛି ‘ସପ୍ତଶଯ୍ୟା ମହୋତ୍ସବ’। ପୂର୍ବତନ କେନ୍ଦ୍ରମନ୍ତ୍ରୀ...

‘ଡଙ୍ଗାରେ ବିଜୁବାବୁଙ୍କ ସହ ବିତିଥିବା ମୁହୂର୍ତ୍ତ ଅଭୁଲା’

ମହାକାଳପଡ଼ା,୧୮ା୪(ଡି.ଏନ୍‌.ଏ.): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ରବିବାର ପାଳିତ ହୋଇଯାଇଛି। ହେଲେ ବିଜୁବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବି ଅନେକ ଲୋକ ତାଙ୍କୁ...

‘ନିଶା ଯୋଗୁ ପରିବାରରେ ଅଶାନ୍ତି ହୋଇ ହିଂସାକାଣ୍ଡ ଘଟୁଛି’

ଭଦ୍ରକ ଅଫିସ,୨୬।୬: ଜିଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତ ବିଭାଗ ପକ୍ଷରୁ ରବିବାର ନିଶା ଅନାଶକ୍ତି ଓ ଅବୈଧ ନିଶା ଦ୍ରବ୍ୟ...

ସାର୍ଟିଫିକେଟ୍‌ ପାଇଁ ୫୦ ହଜାରରୁ ୫ ଲକ୍ଷ

ବଲାଙ୍ଗୀର/ କେନ୍ଦ୍ରାପଡ଼ା ଅଫିସ, ୨୮ା୩:ବଲାଙ୍ଗୀର ଡାକ ମଣ୍ଡଳରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ଆବେଦନକରି କେତେଜଣ ପ୍ରାର୍ଥୀ ଧରାପଡ଼ିବା ଘଟଣାର ପୋଲିସ ତଦନ୍ତ ପରେ ଦେଶବ୍ୟାପୀ...

ବଡ଼ ଓଡିଆ ମଠ ଦେଲା ଚଉସରା ମାଳ

ପୁରୀ ଅଫିସ, ୧୪ା୧: ନବାଙ୍କରେ ଠାକୁରଙ୍କ ଫୁଲ ମେଲାଣ ହୁଏ। ମହଲକ୍ଷ୍ମୀଙ୍କ ଘରୁ ଆସିଥିବା କୁସୁମ ତଥା ଗେଣ୍ଡୁ ଫୁଲ ଲାଗି ହୋଇଥାଏ। ମହାଲକ୍ଷ୍ମୀଙ୍କ ପକ୍ଷରୁ...

ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା।...

ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପ୍ରସଙ୍ଗ : ଯାଞ୍ଚ ହେବ ଜୁନିୟର, ରେଗୁଲାର ଶିକ୍ଷକଙ୍କ ପ୍ରମାଣପତ୍ର

ଛତ୍ରପୁର,୩୦ା୬(ଡି.ଏନ.ଏ.)-ଜାଲ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଦେଇ କେତେଜଣ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଆସୁଛି। ଏଥିପାଇଁ ସମସ୍ତ ଜୁନିୟର ଓ ରେଗୁଲାର ଶିକ୍ଷକଙ୍କ...

ଛାତ୍ରୀଛାତ୍ରଙ୍କୁ ଟ୍ୟୁଶନ ଆବଶ୍ୟକ ପଡ଼ିବନି: ‘ମଧୁ ଆପ୍‌’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛାତ୍ରୀଛାତ୍ରମାନେ ମୋବାଇଲ ଫୋନରେ ଯେଭଳି ପଢ଼ିବେ ଓ ବିଦ୍ୟାଳୟରେ ବୁଝି ପାରି ନ ଥିବା ପାଠକୁ ଶିକ୍ଷକ ପଢ଼ାଉଥିବା ଭିଡିଓ ଦେଖି ବୁଝିପାରିବେ ସେଥିନିମନ୍ତେ ପ୍ରସ୍ତୁତ...

Advertisement
Archives

Model This Week