ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

 

ପର୍ଲା, ୬ା୧୨ (ଡି.ଏନ.ଏ.)-
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର ଦୁରଦଶା ବାବ୍‌ଦେ ଗଲା ନଭେମ୍ବର ୧୩ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଭତା, ଆବାସ ଯୋଜନାରୁ ବଁଚିତ, ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ସୂର୍ଯ୍ୟକାନ୍ତି’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ବୁଧବାର ବ୍ଲକ ପରଶାସନ ସୂର୍ଯ୍ୟକାନ୍ତିକଁର ପାସେ ପୁହୁଁଚି ସବୁ ପରକାର ସରକାରୀ ସାହାଯ୍‌ ଯୁଗେଇ ଦେବାକେ କଥା ଦେଇଥିବାର ଜନାଯାଇଛେ।
ସୂଚନା ହିସାବେ, ବେହେରାଗୁଡ଼ା ଗଁାର ନିସାହା ବିଧବା ମହିଲା ସୂର୍ଯ୍ୟକାନ୍ତି ଝନେ ନିହାତି ଗରିବ୍‌ ନିସାହା ମହିଲା। ୧୦ ବଛର ହେଲା ଗୁଟେ ଭଂଗା ଦଦ୍‌ରା ମାଏଟ୍‌ କୁରିଆରେ ପଲିଥିନ୍‌ ଢ଼ାପି ରହିଆସୁଛନ୍‌। ଦୁଇ ବଛର ତଲେ ନିଜର ଆପ୍‌ନେକେ ହରେଇଛନ୍‌। ସରକାରୀ ସାହାଯ୍‌ କହେଲେ ମାସିକ ୫ କେ.ଜି. ଚାଉଲ ପାଉଛନ୍‌। ହେଲେ ସେଟା ପେଟ୍‌କେ ନିଅଁଟ୍‌। ସେଥିରଲାଗି ସେ ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌। ସୂର୍ଯ୍ୟକାନ୍ତିକଁର ଦୁରଦଶା ବାବ୍‌ଦେ ଧରିତ୍ରୀରେ ଟିକିନିଖିନୁ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ବୁଧୁବାର ଧର୍ମଗଡ଼ ବିଡିଓ ଅଶୋକ କୁମାର ଭୋଇ, ଯନ୍ତ୍ରୀ ମାନସ କୁମାର ସେଠୀ ଆର ପଁଚେତ୍‌ କାର୍ଯ୍ୟନିର୍ବାହୀ ଅଧ୍‌କାରୀ ପ୍ରସାନ୍ତ କୁମାର ମାଝି ସୂର୍ଯ୍ୟକାନ୍ତିକଁର ଘରେ ପୁହୁଁଚିଥିଲେ। ବିଡିଓ ଭୋଇ ସୂର୍ଯ୍ୟକାନ୍ତିକୁଁ ଆବାସ ଯୋଜନାରେ ଘର ଖଁଡ଼େ, ଅନ୍ତ୍ୟୋଦୟ ଅନ୍ନପୂର୍ଣ୍ଣା ଯୋଜନାରେ ମାସିକ ୩୫ କେ.ଜି. ଚାଉଲ ଯୁଗେଇ ଦେବାକେ କଥା ଦେଇଥିବାର ଜନାଯାଇଛେ। ପରଶାସନନୁ ସାହାଯ୍‌ର ପରତିଶୁରତି ପାଏଲାରୁ ସୂର୍ଯ୍ୟକାନ୍ତି ଧରିତ୍ରୀ ପରିବାର ଆର ପରଶାସନକେ ଧଏନ୍‌ବାଦ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ଆଳୁ ବୋଝେଇ ଟ୍ରକ: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ବର୍ତ୍ତିଲେ ସ୍ବାମୀ

କେସିଙ୍ଗା,୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କନ୍ତେସିର ଗ୍ରାମର ଜାତୀୟ ରାଜପଥ ୨୬ ନିକଟରେ ଥିବା ଏକଘର ଭିତରେ ଶନିବାର ସକାଳେ ଆଳୁ ବୋଝେଇ ଟ୍ରକ...

କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା...

ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ

ଧର୍ମଗଡ଼,୨୬।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରାଠାରେ ସୋମବାର ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ ହୋଇଯାଇଛି। ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏହି...

୨ ବାଇକ୍‌ ମୁହାଁ ମୁହିଁ: ଜିପିଓ ଗୁରୁତର

ଜୁନାଗଡ଼,୧୨।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗାଁ ନିକଟରେ ମଙ୍ଗଳବାର ୨ ବାଇକ୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର...

ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି...

ଘର ଆଗରୁ ପକ୍କ୍‌ଅପ୍‌ ଗାଡି ଚୋରି ଅଭିଯୋଗ

କୋକସରା,୧୧।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଗ୍ରାମର ବ୍ୟବସାୟୀ ସନ୍ତୋଷ ଅଗ୍ରୱାଲଙ୍କ ପିକ୍‌ଅପ୍‌ ଗାଡି ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏ ନେଇ ଥାନାରେ ତାଙ୍କ...

ହାତୀନଦୀରେ ବନ୍ୟା: ଗାଁ, ମୁଖ୍ୟ ରାସ୍ତାରେ ଚାଲିଲା ପାଣି

ଭବାନୀପାଟଣା,୧୫।୮(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାରେ ପ୍ରବାହିତ ହେଉଥିବା ଅନେକ ନଦୀ ନାଳର ଜଳସ୍ତର ବୃଦ୍ଧି...

ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ...

Advertisement
Archives

Model This Week