ସୂର୍ଯ୍ୟନଗର ଆବଦ୍ଧାଞ୍ଚଳରେ ବଳବତ୍ତର ରହିଲା କଟକଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜଧାନୀ ସୂର୍ଯ୍ୟନଗରରେ ଆବଦ୍ଧାଞ୍ଚଳ କଟକଣା ବଳବତ୍ତର ରହିଛି। ବିଏମ୍‌ସି ଦ୍ୱାରା ଜାରି କରାଯାଇଥିବା ପରିବର୍ତ୍ତିତ ବିଜ୍ଞପ୍ତିରେ ବୁଧବାର ଏହା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର ମୁଖ୍ୟ ରାସ୍ତାରୁ ସମସ୍ତ ବ୍ୟାରିକେଟ ହଟାଇ ଦିଆଯାଇଛି। ହେଲେ ସୂର୍ଯ୍ୟନଗରର ଆଭ୍ୟନ୍ତରୀଣ ଅଞ୍ଚଳକୁ ଏବେବି ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଏନ୍ସିସି ଅଫିସରୁ ସୂର୍ଯ୍ୟ କମ୍ପ୍ଲେକ୍ସ, ସୂର୍ଯ୍ୟ କମ୍ପ୍ଲେକ୍ସରୁ ନାଶନାଲ ପ୍ରଡକ୍ଟିଭିଟି କାଉନ୍‌ସିଲ, ନାଶନାଲ ପ୍ରଡକ୍ଟିଭିଟି କାଉନ୍‌ସିଲରୁ ଏନ୍‌ସିସି ଅଫିସ ପରିଧିର ଅଞ୍ଚଳରେ ଏବେବି ଆବଦ୍ଧାଞ୍ଚଳ କଟକଣା ଜାରି ରହିଛି। ଏବେ କଟକଣା ହଟିବାର କୌଣସି ଆଲୋଚନା ହୋଇନଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri