Posted inଜାତୀୟ

ସୂର୍ଯ୍ୟପରାଗ ଦେଖି ୧୫ ଶିଶୁଙ୍କ ଆଖି ଖରାପ

ଜୟପୁର,୧୯।୧: ଚଷମା ବିନା ଅଥବା ଅନ୍ୟ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ ନ କରି ଖାଲି ଆଖିରେ ସୂର୍ଯ୍ୟ ପରାଗ ଦେଖିଥିବା ରାଜସ୍ଥାନର ପ୍ରାୟ ୧୫ଜଣ ଶିଶୁଙ୍କ ଆଖି ୭୦ ପ୍ରତିଶତ ଖରାପ ହୋଇଥିବା ସୂଚନା ମିଳିଛି। ଗତ ଡିସେମ୍ବର ୨୬ରେ ହୋଇଥିବା ସୂର୍ଯ୍ୟପରାଗକୁ ଖାଲି ଆଖିରେ ଦେଖିବା ପରେ ଏମାନଙ୍କୁ ଆଉ କିଛି ଦୃଶ୍ୟ ହୋଇ ନ ଥିଲା ବୋଲି ଏମାନେ ଅଭିଯୋଗ କରିଥିଲେ। ଏହାପରେ ଏମାନଙ୍କୁ ଚିକିତ୍ସା କରାଯାଇଥିବା ବେଳେ ଡାକ୍ତର କହିଥିଲେ ଶିଶୁଙ୍କର ରେଟିନା ପୋଡି ଯାଇଛି। ଫଳରେ ୭୦ ପ୍ରତିଶତ ଆଖି ଖରାପ ହୋଇଯାଇଛି। ତେବେ ଖାଲି ଆଖିରେ ସୂର୍ଯ୍ୟପରାଗ ଦେଖିଥିବାରୁ ରେଡିଏଶନ ଯୋଗୁ ଏପରି ଘଟିଛି ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଜି ରିପୋର୍ଟ: ଆସାମରେ ଏନଆରସି ତଥ୍ୟ ଅଦଳବଦଳ ଅଭିଯୋଗ…

ଗୁଆହାଟୀ,୨୫।୧୨ : ଆସାମରେ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ୍ସ (ଏନଆରସି) କୁ ଅପଡେଟ କରିବା ପ୍ରକ୍ରିୟାରେ କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ ଅଫ ଇଣ୍ଡିଆ (ସିଏଜି)...

ତ୍ରିରଙ୍ଗା ରାଲିରେ ଟ୍ରାଫିକ୍‌ କଣ୍ଟ୍ରୋଲ କଲେ ଓଓ୍ବାଇସି

ହାଇଦ୍ରାବାଦ,୧୧।୧: କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ବିରୋଧ କରି ସାଧାରଣ ଜନତାଙ୍କଠାରୁ ଆରମ୍ଭ...

ଗୁଜରାଟର ଛଅ ନଗର ନିଗମ ପାଇଁ ମତଦାନ ଜାରି: ପରିବାର ସହ ଯାଇ ଭୋଟ ଦେଲେ ଶାହା

ଅହମଦାବାଦ,୨୧ ।୨: ଗୁଜରାଟର ଅହମଦାବାଦ, ସୁରଟ, ବଡୋଦରା, ଭାବନଗର, ଜାମନଗର ଓ ରାଜକୋଟ ନଗର ନିଗମ ପାଇଁ ରବିବାର ଭୋଟ ଗ୍ରହଣ କରାଯାଉଛି । ଏହି...

ବିଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ: ଶାହା-ସୀତାରମନ ମଧ୍ୟ ସାମିଲ

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତରୁ ଫେରିବା ପରେ ସୋମବାର ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ...

ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣର ପ୍ରତିବାଦ: ଏବିଭିପି ଶୋଭାଯାତ୍ରାକୁ ଅଟକାଇଲା ପୋଲିସ

କୋଲକାତା,୨୪ା୯(ପି.ଟି.): କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ସୋମବାର ପ୍ରତିବାଦ ଶୋଭାଯାତ୍ରା ବାହାର କରାଯାଇଥିବାବେଳେ...

ଭିଜିଲାନ୍ସ ବ୍ୟୁରୋରେ ହାଜର ହେଲେ ଚନ୍ନି

ଚଣ୍ଡିଗଡ଼, ୧୫ା୪: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ଶୁକ୍ରବାର ଭିଜିଲାନ୍ସ ବ୍ୟୁରୋରେ ହାଜର ହୋଇଛନ୍ତି। ଭିଜିଲାନ୍ସ...

ନୀତୀଶଙ୍କୁ ସମର୍ଥନ କରିବେନି ଶିବପାଲ

ଲକ୍ଷ୍ନୌ,୧୯।୯: ଆଗାମୀ ୨୦୨୪ରେ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ପ୍ରୟାଗରାଜର ଫୁଲପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଥିବା ନୀତୀଶଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶିବପାଲ...

ରାଜେନ୍ଦ୍ର ଗୁଧାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ଗେହଲଟ

ଜୟପୁର,୨୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମନ୍ତ୍ରୀ ରାଜେନ୍ଦ୍ର ଗୁଧାଙ୍କୁ ପଦରୁ ବହିଷ୍କାର କରିଛନ୍ତି। ରାଜସ୍ଥାନ ସରକାରର ମନ୍ତ୍ରୀ ରାଜେନ୍ଦ୍ର ବିଧାନସଭାରେ ନିଜ ସରକାରକୁ ଟାର୍ଗେଟ...

Advertisement
Archives

Model This Week