‘ସୂର୍ଯ୍ୟବଂଶୀ’ରେ ଅକ୍ଷୟଙ୍କ ଷ୍ଟଣ୍ଟ୍‌

ମୁମ୍ବାଇ: ଆକ୍ସନ ପାଇଁ ବଲିଉଡରେ ପ୍ରିସିଦ୍ଧି ଅର୍ଜନ କରିବା ସହିତ ଦର୍ଶକଙ୍କ ପ୍ରଶଂସାଭାଜନ ହୋଇପାରିଛି ବୋଲି ବଲିଉଡ ଅଭିନେତା ଅକ୍ଷୟ କୁମାର ପ୍ରକାଶ କରିଛନ୍ତି। ୫୧ ବର୍ଷୀୟ ଏହି କଳାକାର ୧୯୯୧ରେ ‘ସୌଗନ୍ଧ’ରୁ କ୍ୟାରିୟର ଆରମ୍ଭ କରିଥିଲେ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଆକ୍ସନ୍‌ ଷ୍ଟାରଙ୍କ ମଧ୍ୟରୁ ଅକ୍ଷୟ କୁମାର ଅନ୍ୟତମ। ‘ଖିଲାଡି’ ସିରିଜ୍‌ରେ ତାଙ୍କ ଭିନ୍ନ ରୁଚିର କଳାର ପରିଚୟ ମିଳିଥାଏ। ‘ଖିଲାଡି’, ‘ମେଁ ଖିଲାଡି ତୁ ଅନାଡି’, ‘ସବ୍‌ସେ ବଡା ଖିଲାଡି’, ‘ଖିଲାଡିଓଁ କା ଖିଲାଡି’, ‘ଇଣ୍ଟରନ୍ୟାଶନାଲ ଖିଲାଡି’, ‘ଖିଲାଡି ୪୨୦’ ଏବଂ ‘ଖିଲାଡି ୭୮୬’ ଆଦି ସିରିଜରେ ଅକ୍ଷୟଙ୍କ କଳାତ୍ମକ ପ୍ରଦର୍ଶନର ପରିଚୟ ଦେଖିବାକୁ ମିଳେ।
ଅକ୍ଷୟ ବର୍ତ୍ତମାନ ରୋହିତ ଶେଟ୍ଟୀଙ୍କ ନିର୍ଦ୍ଦେଶିତ ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରୁଛନ୍ତି। ଏଥିରେ କିଛି ଷ୍ଟଣ୍ଟ କରିଥିବାର ଭିଡିଓ ସେ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି। ଦୀର୍ଘ ୯ ବର୍ଷର ବ୍ୟବଧାନ ପରେ ଅକ୍ଷୟ ତାଙ୍କର ଦୀର୍ଘ ଦିନର ସହଯୋଗୀ କାଟ୍ରିନା କୈଫ୍‌ଙ୍କ ସହିତ ‘ସୂର୍ଯ୍ୟବଂଶୀ’ରେ ଏକତ୍ର ହେବାର ସୁଯୋଗ ପାଇଛନ୍ତି। ଏହି ଫିଲ୍ମ ୨୦୨୦ ମାର୍ଚ୍ଚ ୨୭ରେ ରିଲିଜ ହେବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କେବଳ ଜଣେ ଭଲ ମଣିଷ ହେବାକୁ ଚାହେଁ’

ସାଉଥ ସୁପରଷ୍ଟାର୍‌ କମଲ ହାସନଙ୍କ ଫିଲ୍ମ ‘ବିକ୍ରମ’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଛି। ଏହି ଆକ୍ସନ ପ୍ୟାକ ଫିଲ୍ମ ପ୍ରାୟ ୩୦୦ କୋଟିରୁ ଅଧିକ ଆୟ...

ବଲିଉଡ୍‌ ତାରକାଙ୍କ ଗୁରୁ ଦିବସ: କିଏ ମା’ଙ୍କୁ ତ କେହିକେହି ଶିକ୍ଷକଙ୍କ ପାଇଁ କହିଛନ୍ତି ଏମିତି

ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଜଣେ ଜଣେ ଗୁରୁ ଅଛନ୍ତି । ସେ ମା’ ହୁଅନ୍ତୁ କିମ୍ବା ବିଦ୍ୟାଳୟର ଶିକ୍ଷକ, ଜୀବନରେ ଗୁରୁମାନେ ହିଁ ସଠିକ୍‌ ମାର୍ଗ...

ପାରିଲେନି; କରୋନା ସହ ଲଢ଼େଇରେ ହାରିଗଲେ ‘ଶୁଟର୍‌ ଦାଦି’

ବମ୍ବେ: ଆଉ ନାହାନ୍ତି ଶୁଟର୍‌ ଦାଦି ନାମରେ ଖ୍ୟାତ ଚନ୍ଦ୍ରୋ ତୋମାର। କରୋନା ସହ ଲଢ଼େଇରେ ସେ ହାରି ଯାଇଛନ୍ତି। କିଛି ଦିନ ତଳେ ନିଶ୍ୱାସ...

ଜାଣନ୍ତୁ ‘କଶ୍ମୀର ଫାଇଲ୍ସ’ ଫିଲ୍ମ ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଫି ନେଇଛନ୍ତି

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଫିଲ୍ମ ‘କଶ୍ମୀର ଫାଇଲ୍ସ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। କମ୍‌ ବଜେଟରେ ନିର୍ମିତ ହୋଇଥିବା ଫିଲ୍ମଟି ବକ୍ସ ଅଫିସରେ...

ପ୍ରଥମ କୋ-ଷ୍ଟାରଙ୍କୁ ହରାଇ ଦୁଃଖ ପ୍ରକାଶ କଲେ ସାରା

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ସମସ୍ତଙ୍କ ନିକଟରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ମଧ୍ୟ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି।...

ସାଉଥ ସୁପରଷ୍ଟାରଙ୍କ ସହ କାମ କରିବାକୁ ଚାହୁଁଛନ୍ତି ଶହନାଜ ଗିଲ

ମୁମ୍ବାଇ: ମନୋରଞ୍ଜନ ଜଗତର ନାମୀ ଆକ୍ଟ୍ରେସ ତଥା ଗାୟିକା ଶହନାଜ ଗିଲ ଏବେ ତାଙ୍କ ଅପକମିଂ ମୁଭି ‘କିସି କା ଭାଇ କିସି କି ଜାନ’କୁ...

କୋହଲି ନୁହନ୍ତି, ବରଂ ଛାଇ ଭଳି ଅନୁଷ୍କାଙ୍କ ପାଖେ ପାଖେ ରହିଥାନ୍ତି ଏହି ବ୍ୟକ୍ତି; କୋଟିରେ ନିଅନ୍ତି ଦରମା…

ବମ୍ବେ: ସେଲିବ୍ରିଟି ହେବା ପରେ ସୁରକ୍ଷା ଚିନ୍ତା ସମସ୍ତଙ୍କୁ ଘାରିଥାଏ। ଏଣୁ ସେମାନଙ୍କୁ ସାଙ୍ଗରେ ବଡିଗାର୍ଡ ରଖିବାକୁ ପଡ଼ିଥାଏ। ସେହିଭଳି ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ତଥା...

ପୁଣି ଥରେ ‘ଇଣ୍ଡିଆନ ଆଇଡଲ’ ଶୋ’କୁ ଫେରି ପାରନ୍ତି ଅନୁ ମଲିକ !

ମୁମ୍ବାଇ: କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲିକ ପୁଣି ଥରେ ‘ଇଣ୍ଡିଆନ ଆଇଡଲ’ରେ ଜଜ୍‌ ହୋଇପାରନ୍ତି। ଏଥିପାଇଁ ତାଙ୍କୁ କୁଆଡ଼େ ଆପ୍ରୋଚ୍‌ କରାଯାଇଛି। ରିଆଲିଟି...

Advertisement
Archives

Model This Week