‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା

ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍‌ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟରେ ଏହାକୁ ଶେୟାର କରିଛନ୍ତି। ଏଥିରେ ବଲିଉଡ୍‌ ଖିଲାଡି ବୟ ପୋଲିସ ପୋଷାକରେ ଥିବା ବେଳେ ତାଙ୍କ ମୁହଁରେ ବ୍ୟସ୍ତତାର ଭାବ ପ୍ରକାଶ ପାଇଛି। ଆଉ ସେ କ୍ୟାଟ୍ରିନାଙ୍କୁ ଆଲିଙ୍ଗନ କରିଛନ୍ତି। ‘ଭାରତ’ ନାୟିକା କ୍ୟାଟ୍ରିନା ଏଥିରେ ଅକ୍ଷୟଙ୍କ ସହ ରୋମାନ୍ସ କରୁଥିବା ନଜର ଆସିବେ। ବୁଧବାର ଏହାର ବହୁପ୍ରତିକ୍ଷୀତ ଟ୍ରେଲର ରିଲିଜ୍‌ ହୋଇଥିବା ବେଳେ ଦର୍ଶକେ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ମାର୍ଚ୍ଚ ୨୪ରେ ଏହା ପରଦାକୁ ଆସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ବଲିଉଡ୍‌ ଅଭିନେତ୍ରୀ

ମୁମ୍ବାଇ,୨୬।୧୨-ବଲିଉଡ ଅଭିନେତ୍ରୀ ଅଲାୟା ଫର୍ଣ୍ଣିଚରୱାଲା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ...

ସାଉଥ କମେଡିଆନଙ୍କ ପରଲୋକ

ହାଇଦ୍ରାବାଦ,୨୫।୯: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଅଗଧାଡ଼ିର କମେଡିଆନ ବେଣୁ ମାଧବଙ୍କ ନିଧନ। ଦୀର୍ଘ ଦିନରୁ ବେଣୁ କିଡନୀ ଓ ଲିଭର ରୋଗରେ ଆକ୍ରାନ୍ତ ଥିବା ବେଳେ...

ବ୍ରିଟେନ ଉପରେ ବର୍ଷି ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଲେ ବିଗ ବି

ମୁମ୍ବାଇ: ଚଳିତ ବର୍ଷ ଦୀପାବଳିର ଦିନ ଭାରତବାସୀଙ୍କ ପାଇଁ ଏକ ବିଶେଷ ଦିନ । ଏହିଦିନ ଜଣେ ଭାରତୀୟ ମୂଳ ବାସିନ୍ଦା ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ...

ଆଲିଆଙ୍କ ଗୋଡ଼ ତଳେ ଲାଗୁନି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଗୋଡ଼ ଆଉ ତଳେ ଲାଗୁନି। ଫିଲ୍ମ ‘ଗଙ୍ଗୁବାଇ କାଠିଆଓ୍ବାଡି’ ୧୦୦ କୋଟି ବ୍ୟବସାୟ କରିଛି। ଫିଲ୍ମ ହିଟ୍‌ ସାଙ୍ଗକୁ...

ସଞ୍ଜୟ ଗାନ୍ଧୀଙ୍କ ଚରିତ୍ରରେ ନଜର ଆସିବେ ଏହି ଅଭିନେତା

ମୁମ୍ବାଇ: ବଲିଉଡ କୁଇନ କଙ୍ଗାନା ରାନାୱତ ଏବେ ତାଙ୍କ ଅପକମିଂ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଖୁବ୍ ବ୍ୟସ୍ତ । ଏହି ଫିଲ୍ମରେ କଙ୍ଗନା ଇନ୍ଦିରା ଗାନ୍ଧୀଙ୍କ...

ଚାକିରି ଖୋଜୁଛନ୍ତି ଅମିତାଭ ବଚ୍ଚନ, ପ୍ରଶଂସକ ହେଲେ ଆଶ୍ଚର୍ଯ୍ୟ: ଜାଣନ୍ତୁ କାହିଁକି

କରୋନାରେ ଘରୁ ବାହାରି କାମ କରିବା ସମସ୍ତଙ୍କ ପକ୍ଷେ ଅତ୍ୟନ୍ତ କଷ୍ଟକର ହୋଇପଡିଛି। ସତର୍କତା ତ ଅବଲମ୍ବନ କରାଯାଉଛି, କିନ୍ତୁ ମନରେ ବସିଥିବା ଭୟକୁ ଦୂର...

ଆନନ୍ଦ ଏଲ୍‌ ରାୟଙ୍କ ସହ କାମ କରୁ ନାହାନ୍ତି ସଲମାନ

ମୁମ୍ବାଇ: କିଛିଦିନ ହେବ ଶୁଣିବାକୁ ମିଳିଥିଲା କି ନିର୍ଦ୍ଦେଶକ ଆନନ୍ଦ ଏଲ୍‌ ରାୟଙ୍କ ସହ ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏକ ଫିଲ୍ମ କରିବାକୁ ଯାଉଛନ୍ତି।...

ଭଜନ ଦେଇଛି ପରିଚୟ

ପିଲାଦିନରୁ ସେ ଗୀତ ଗାଇବାକୁ ଖୁବ୍‌ ଭଲ ପାଉଥିଲେ। ଗାଁରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉ କି ସ୍କୁଲ ଉତ୍ସବ ସବୁଠି ଭଜନ ଗାଇ ସମସ୍ତଙ୍କ...

Advertisement
Archives

Model This Week