ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା ପଞ୍ଜିକା ଅନୁସାରେ ବୁଧବାର ରାତ୍ର ୮ଟା୧୯ରୁ ଗୁରୁବାର ପୂର୍ବାହ୍ନ ୧୧ଟା୨୯ ପର୍ଯ୍ୟନ୍ତ ଅନ୍ନଭୋଜନ, ପାକକର୍ମ ଓ ଦେବନୀତି ନିଷେଧ କରାଯାଇଛି । ଏହି ସମୟରେ ମନ୍ଦିରରେ ପହଡ଼ ପଡ଼ିବା ସହ ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ବନ୍ଦ ରହିବା ପାଇଁ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଦ୍ୱାରା ସ୍ଥିର ହୋଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ରାତିରେ ବାଟୁଳା ଭୋଗ କରାଯାଇ ସମସ୍ତ ପୂଜାର୍ଚ୍ଚନା କରାଯିବ । ଗୁରୁବାର ସୂର୍ଯ୍ୟୋପରାଗ ପରେ ପହଡ଼ ଖୋଲାଯାଇ ବାବାଙ୍କୁ ସ୍ନାନ କରାଯିବା ସହ ଅନ୍ୟାନ୍ୟ ସମସ୍ତ ପୂଜାକର୍ମ ବିଧି ଅନୁସାରେ ସମାପନ କରାଯିବ ବୋଲି ସେବାୟତମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri