Posted inଫୁରସତ

ସୂର୍ଯ୍ୟୋପରାଗ ସମୟରେ କ’ଣ କରିବେ, ନକରିବେ; ଜାଣନ୍ତୁ…

ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଜୁନ ୨୧ରେ ପଡ଼ୁଛି। ଏହା ଓଡ଼ିଶା ତଥା ଭାରତର ସର୍ବତ୍ର ଦୃଶ୍ୟ ହେଉଥିବାରୁ ପାଳନୀୟ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ ଗ୍ରହଣ ସ୍ପର୍ଶ: ଦିବା ଘ୧୦।୩୮।୧୦, ଗ୍ରହଣ ମଧ୍ୟ: ଦିବା ୧୨।୨୫।୫୯, ସର୍ବମୋକ୍ଷ: ଦିବା ୦୨।୦୯।୩୦, ଗ୍ରାସମାନ: ୦.୬୪, ଗ୍ରାସ ଅବଧି: ଘ୩।୩୧।୧୯.୬ ହେବ। ଉପରାଗ ସ୍ପର୍ଶର ୧୨ ଘଣ୍ଟା ପୂର୍ବରୁ ଅର୍ଥାତ ଶନିବାର ରାତ୍ରି ୧୦।୩୮।୧୦ରୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିଛି।
ତେବେ ସୂର୍ଯ୍ୟୋପରାଗ ଏବଂ ପାକତ୍ୟାଗ ସମୟରେ କ’ଣ କରିବା ଉଚିତ୍‌ ନୁହେଁ ଜାଣନ୍ତୁ:

– ପରାଗ ଲାଗିବା ସମୟରେ ତେଲ ଲଗାଇବା, ରାନ୍ଧିବା, ଖାଇବା, ଶୋଇବା, ମୁଣ୍ଡ କୁଣ୍ଡାଇବା, ଦାନ୍ତ ଘଷିବା, ଲୁଗା ସଫା କରିବା, ଘରର ତାଲା ଖୋଲିବା ଆଦି କାମ କରିବା ଉଚିତ ନୁହେଁ।

– ଘରୁ ବାହାରିବା ଉଚିତ ନୁହେଁ। ପରାଗକୁ ଦେଖିବା ମଧ୍ୟ ଠିକ୍‌ ନୁହେଁ। ଗର୍ଭବତୀ ମହିଳା ଏହାର ବିଶେଷ ଧ୍ୟାନ ରଖିବା ଉଚିତ।

-ଗ୍ରହଣ ଲାଗିବା ସମୟରେ ଅନ୍ନ ଖାଇବା ଉଚିତ୍‌ ନୁହେଁ।

-ଗର୍ଭବତୀମାନେ ପରାଗ ଲାଗିବା ସମୟରେ ପରିବା ଆଟିବା, ସିଲେଇ କରିବା ତଥା ଅନ୍ୟ ଧାରଯୁକ୍ତ ବସ୍ତୁର ବ୍ୟବହାର କରିବା ଉଚିତ ନୁହେଁ। ଏହାଦ୍ୱାରା ପେଟରେ ଥିବା ଶିଶୁର ଶାରୀରିକ ଗଠନରେ ପ୍ରଭାବ ପଡ଼ିଥାଏ ବୋଲି ବିଶ୍ୱାସ ରହିଛି।

-ଗଛର ପତ୍ର, ଡାଳ ଏବଂ ଫୁଲ ତୋଳିବା ଉଚିତ୍‌ ନୁହେଁ।

– ଭଗବାନଙ୍କ ମୂର୍ତ୍ତିକୁ ଛୁଇଁବା ଉଚିତ ନୁହେଁ। ପୂଜା କରିବା ମଧ୍ୟ ଅନୁଚିତ। ଏଥିଲାଗି ପାକତ୍ୟାଗ ସମୟ ଆରମ୍ଭ ହେବାବେଳେ ମନ୍ଦିରର କବାଟ ବନ୍ଦ କରିଦିଅନ୍ତୁ।

କ’ଣ କରିବେ:
– ଗୁରୁ ମନ୍ତ୍ର ଜପ କରିପାରିବେ। ନଚେତ ରାମାୟଣ, ସୁନ୍ଦରକାଣ୍ଡ ପାଠ, ତନ୍ତ୍ର ସିଦ୍ଧି କରିପାରିବେ।
– ପରାଗ ଶେଷ ହେବା ପରେ ପବିତ୍ର ନଦୀରେ ନଚେତ ପାଣିରେ ଗଙ୍ଗାଜଳ ମିଶାଇ ସ୍ନାନ କରିବା ଉଚିତ।
– ଘରେ ମନ୍ଦିର ଥିଲେ ତାକୁ ଘୋଡାଇ ଦିଅନ୍ତୁ।
-ଗ୍ରହଣ କାଳ ଶେଷ ହେବା ପରେ ଦାନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri