ସୂର୍ଯ୍ୟ ପାତ୍ର ହେଲେ ବାଚସ୍ପତି କ୍ଷମତା ସମୀକ୍ଷା କମିଟି ସଦସ୍ୟ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଲୋକ ସଭା ବାଚସ୍ପତି ତଥା ଅଖିଳ ଭାରତ ବାଚସ୍ପତି ସମ୍ମିଳନୀର ଅଧ୍ୟକ୍ଷ ଓମ୍‌ପ୍ରକାଶ ବିର୍ଲା ବାଚସ୍ପତିମାନଙ୍କର ଏକ କ୍ଷମତା ସମୀକ୍ଷା କମିଟି ଗଠନ କରିଛନ୍ତି। ସମ୍ବିଧାନର ଦଶମ ଅନୁସୂଚୀ ଏବଂ ତତ୍‌ସମ୍ପର୍କିତ ନିୟମାବଳୀ ଅନ୍ତର୍ଗତ ବାଚସ୍ପତିମାନଙ୍କର କ୍ଷମତାର ସମୀକ୍ଷା କରିବାକୁ ଏହି କମିଟି ଗଠନ କରାଯାଇଛି।
ଏହି କମିଟିରେ ରାଜସ୍ଥାନ ବିଧାନସଭାର ବାଚସ୍ପତି ସି.ପି. ଯୋଶୀ ଅଧ୍ୟକ୍ଷ ଥିବାବେଳେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏବଂ କର୍ନାଟକ ବିଧାନସଭାର ବାଚସ୍ପତି ବିଶେଶ୍ୱର ହେଗ୍‌ଡେ କାଗେରୀ ଅନ୍ୟତମ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ, ବିଧାନସଭାଗୁଡ଼ିକର କାର୍ଯ୍ୟକୁ କାଗଜଶୂନ୍ୟ କରିବା ଉଦ୍ଦେଶ୍ୟରେ ଗଠିତ କମିଟିର ଅନ୍ୟତମ ସଦସ୍ୟ ଭାବେ ବାଚସ୍ପତି ପାତ୍ର ଲୋକ ସଭା ବାଚସ୍ପତିଙ୍କ ଦ୍ୱାରା ପୂର୍ବରୁ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ...

ଏସ୍‌ଆଇଙ୍କ ଘରୁ ମିଳିଲା ବିପୁଳ ପରିମାଣର ସମ୍ପତ୍ତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସ୍‌ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ଏସ୍‌ଆଇଙ୍କର...

ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ...

ସାଇକୃପାର ଆଉ ୧୯ ଛାତ୍ରୀଛାତ୍ର ପଜିଟିଭ୍‌

ଢେଙ୍କାନାଳ ଅଫିସ,୩।୧୨ ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଆଉ ୧୯ ଛାତ୍ରୀଛାତ୍ର ଗୁରୁବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହାକୁ...

ଆଜିଠୁ ସୂର୍ଯ୍ୟମନ୍ଦିରରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ

କୋଣାର୍କ,୧୬।୧୨(ଡି.ଏନ.ଏ): କୋଣାର୍କ ସୂର୍ଯ୍ୟମନ୍ଦିରରେ ବୁଧବାରଠାରୁ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ଆରମ୍ଭ ହେଉଛି। କରୋନା କଟକଣା ଯୋଗୁ ୯ମାସ ହେଲା ଏହି ଶୋ’ ବନ୍ଦ ରହିଥିଲା।...

ବ୍ୟାଙ୍କ ମ୍ୟାନେଜରଙ୍କୁ ଘରେ ବନ୍ଦକରି ସର୍ବସ୍ବ ଲୁଟିନେଲେ ଲୁଟେରା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଞ୍ଚଳରେ ଡକାୟତ ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୁଣା ଭୁବନେଶ୍ୱର...

ବଢୁଛି ସଂକ୍ରମଣ, ଚିନ୍ତାରେ ଅଭିଭାବକ

ଭୁବନେଶ୍ୱର,୯।୯(ବ୍ୟୁରୋ) ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ହଜାରେ ତଳକୁ ରହୁଥିବା ବେଳେ, ପିଲାଙ୍କ ସଂକ୍ରମଣ ଚିନ୍ତା ବଢାଇବାରେ ଲାଗିଛି। ଦୈନିକ ଶହେରୁ ଊର୍ଦ୍ଧ୍ୱ ଶିଶୁ ଓ...

ପୁରୀରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ’ ପ୍ରସ୍ତାବ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପୁରୀକୁ ଆସୁଥିବା ଅଣହିନ୍ଦୁ ଓ ବିଦେଶୀଙ୍କୁ ଶ୍ରୀମନ୍ଦିରର ଇତିହାସ, ପ୍ରତିଷ୍ଠା, ଜଗନ୍ନାଥ ସଂସ୍କୃତିର ମହତ୍ତ୍ବ ବିଷୟରେ ଅବଗତ କରିବା ଲାଗି ଲାଇଟ୍‌ ଆଣ୍ଡ୍‌...

Advertisement
Archives

Model This Week