ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୨୫।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଶୁକ୍ରବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ବ୍ୟବହୃତ ଲୁହାବିମ୍‌ର ଅନୁଧ୍ୟାନ ହେବ ବୋଲି ସେ ସୂଚନା ଦେଇଛନ୍ତି।
ଆହୁରି ମଧ୍ୟ କହିଛନ୍ତି, ଏଥିରେ କଳଙ୍କି ନ ଲାଗିବାର କାରଣ ଖୋଜିବାର ଆବଶ୍ୟକତା ରହିଛି। ପ୍ରତ୍ନତତ୍ତ୍ୱ ବିଭାଗକୁ ଅନୁରୋଧ କରାଯିବା ସହିତ ଚିଠି ଲେଖିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଗତକାଲି ରାତିରେ ଇକୋ ରିଟ୍ରିଟ ରାତ୍ରି ଯାପନ କରିବା ପରେ ଆଜି କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ । ଆଜି ଇକୋ ରିଟ୍ରିଟରେ ବିଭିନ୍ନ ରାଜ୍ୟର ମନ୍ତ୍ରୀଙ୍କ ସହିତ ବୈଠକ କରିବା ନେଇ ସୂଚନା ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଚିକିତ୍ସକ ଅମରେଶ୍ୱର ନାୟକଙ୍କ ପରଲୋକ

ଭୁବନେଶ୍ୱର ୧୮।୨(ବ୍ୟୁରୋ): ରାଜ୍ୟର ଜଣେ ବିଶିଷ୍ଟ ହୋମିଓପା୍ୟାଥିକ ଚିକିତ୍ସକ ଭାବେ ପରିଚିତ ଡା.ଅମରେଶ୍ୱର ନାୟକ(୬୮ )ଙ୍କର ରବିବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ପରଲୋକ...

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୧୭ା୧୨: ଷୋହଳ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା...

ପୁତୁଲପାଣି ଛକରେ ପଛକୁ ପଛ ପିଟିହେଲେ ୩ ଟ୍ରକ୍‌

କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଏନ୍‌ଏଚ୍‌ ୪୯ ପୁତୁଲପାଣି ଛକ ନିକଟରେ ପଛକୁ ପଛ ପିଟି ହୋଇ ୩ ଟ୍ରକ୍‌ ନଷ୍ଟ ହୋଇଥିବା ବେଳେ...

ଘାଟିରେ ଓଲଟିଲା ବସ୍‌, ୨୫ ଯାତ୍ରୀ ଆହତ

ଫୁଲବାଣୀ ଅଫିସ,୧୮ା୧୨: ଗୁରୁବାର ବିଳମ୍ବିତ ରାତିରେ ଖଜୁରିପଡ଼ା ଥାନା ଅନ୍ତର୍ଗତ ସ୍କୁଲ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୫...

ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ହରାଇଲେ ପଦବୀ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ନିଜ ପଦବୀ ପୁଣି ଥରେ ହରାଇଛନ୍ତି। ହାଇକୋର୍ଟ ତାଙ୍କ ପଦବୀକୁ ୧୩ ତାରିଖରେ ଅସିଦ୍ଧି...

ଭୋକରେ ଡହଳବିକଳ ମାନସିକ ରୋଗୀ

ପାଲଲହଡା,୨୭ା୩(ଡି.ଏନ.ଏ.): ଲକ୍‌ଡାଉନ୍‌ ପାଇଁ ବଜାର ବନ୍ଦ। ଚା’ ଦୋକାନଠାରୁ ହୋଟେଲ ଯାଏ ସବୁଥିରେ ପଡ଼ିଛି ତାଲା। ଲୋକେ ଘରୁ ବାହାରୁ ନ ଥିବା ବେଳେ କାମ...

୧୪୪ ଶିକ୍ଷକଙ୍କ ଏମ୍‌ଏସିପି ମଞ୍ଜୁର

ଭଦ୍ରକ ଅଫିସ, ୧୭।୬-ଭଦ୍ରକ ଜିଲା ଶିକ୍ଷାଧିକାରୀଙ୍କ ପତ୍ରସଂଖ୍ୟା ୫୨୪୨ ତା ୧୦।୦୬।୨୦୨୨ରିଖ ଅନୁସାରେ ସଦର ବ୍ଲକର ୨୦୧୧ ବ୍ୟାଚ୍‌ର ନିୟମିତ ହୋଇଥିବା ୧୪୪ଜଣ ଏଲିମେଣ୍ଟାରି କ୍ୟାଡର...

ପକ୍କାଘର ପାଇଁ ଚିଲିକାରେ ପଦଯାତ୍ରା

କୃଷ୍ଣପ୍ରସାଦ,୨୮।୭(ଡି.ଏନ୍‌.ଏ.):୨୦୧୩ ଅକ୍ଟୋବର ଫାଇଲିନ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ପକ୍କାଘର ନିର୍ମାଣ ପାଇଁ ଏଯାବତ୍‌ କାର୍ଯ୍ୟାଦେଶ ନ ମିଳିବା ଘଟଣାରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଲୋକମାନେ ମଙ୍ଗଳବାର...

Advertisement
Archives

Model This Week