ସୃଷ୍ଟିଙ୍କ ଜୀବନରେ ନୂଆ ସାଥୀଙ୍କ ଏଣ୍ଟ୍ରି, ମନୀଷଙ୍କ ପରେ ଏବେ ରୋହିତଙ୍କ ସହ ତୁଟାଇଲେ ସମ୍ପର୍କ

ମୁମ୍ବାଇ: ପ୍ରଥମେ ମନୀଷ ନାଗଦେବଙ୍କ ପରେ ଏବେ ରୋହିତ ସୁଚାତିଙ୍କ ସହ ବ୍ରେକ୍‌ଅପ୍‌ କରିଛନ୍ତି ବିଗ୍‌ ବସ୍‌ ଫେମ୍‌ ସୃଷ୍ଟି ରୋଡେ। ବିଗ୍‌ ବସ୍‌ରୁ ବାହାରିବା ପରେ ମନୀଷଙ୍କ ସହ ସମ୍ପର୍କ ଛିନ୍ନ କରିଥିଲେ ସୃଷ୍ଟି। ଆଉ ଏବେ ରୋହିତଙ୍କୁ ନିଜ ଠାରୁ ଦୂରେଇ ଦେଇଛନ୍ତି। ଜୀବନରେ ନୂଆ ପ୍ରେମିକଙ୍କ ଏଣ୍ଟ୍ରି ପରେ ସୃଷ୍ଟି ଏହା କରିଥିବା କୁହାଯାଉଛି।

ଦୀର୍ଘ ଦିନ ଧରି ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସୃଷ୍ଟି। ବିିଗ୍‌ ବସ୍‌ ଘରକୁ ଯିବା ପୂର୍ବରୁ ସେ ମନୀଷଙ୍କ ସହ ନିର୍ବନ୍ଧ କରିଥିଲେ। ହେଲେ ସେଠାରୁ ବାହାରିବା ପରେ ସମ୍ପର୍କରେ ତିକ୍ତତା ଆସିଥିଲା। ଆଉ ଏକ ଫୋନ କଲ୍‌ରେ ଏହାକୁ ତୁଟାଇଥିଲେ ସେ।

ସେହିଭଳି ବିଗ୍‌ ବସ୍‌ ଘରୁ ରୋହିତଙ୍କ ସହ ସୃଷ୍ଟିଙ୍କ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ମଧ୍ୟ ଏହା ଚାଲିଥିଲା। ମାତ୍ର ଏବେ ଏହା ଭାଙ୍ଗି ଯାଇଛି। ସୃଷ୍ଟିଙ୍କ ଜୀବନରେ ଆଉ ଜଣେ ପୁରୁଷ ଆସିଛନ୍ତି। ଏପରିକି ସେ ତାଙ୍କୁ ବିବାହ କରିବେ ବୋଲି ନିଶ୍ଚିତ କରୁଛନ୍ତି।

ରୋହିତଙ୍କୁ ଏ ବିଷୟରେ ପଚରା ଯାଇଥିଲେ ସୁଦ୍ଧା ନିରବ ରହିଛନ୍ତି ସେ। ଉଭୟଙ୍କ ସମ୍ପର୍କକୁ କେବଳ ବନ୍ଧୁତାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ନୁସରତ: ପ୍ରେମିକଙ୍କ ସାଥୀରେ ରହିବାକୁ ଡାକ୍ତରଙ୍କୁ କଲେ ବିଶେଷ ନିବେଦନ

ବଙ୍ଗୀୟ ଅଭିନେତ୍ରୀ ତଥା ଟିଏମସି ଏମ୍‌ପି ନୁସରତ ଜାହାଁ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏବେ ତାଙ୍କୁ ପ୍ରସବ ପାଇଁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି...

ଭଉଣୀଙ୍କ ବିବାହରେ ଜଣେ ଝିଅଙ୍କୁ ଦେଖି ପ୍ରେମରେ ପଡ଼ିଥିଲେ ଏହି ଅଭିନେତା; ଦଶମ ପଢ଼ିବା ବେଳେ…

ବମ୍ବେ: ବଲିଉଡ୍‌ରେ ଏପରି ଅନେକ ଅଭିନେତା ଅଛନ୍ତି ଯେଉଁମାନେ ନିଜ ଅଭିନୟ ଚାତୁରୀରେ ପ୍ରଶଂସକଙ୍କ ହୃଦୟରେ ରାଜ୍‌ କରନ୍ତି। ସେମାନଙ୍କ ମଧ୍ୟରୁ ପଙ୍କଜ ତ୍ରିପାଠୀ ଜଣେ।...

ରିଲିଜ୍‌ ହେଲା ସଞ୍ଜୟଙ୍କ କେ.ଜି.ଏଫ୍‌-୨ର ଫାଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ୬୦ତମ ଜନ୍ମଦିନ ଅବସରରେ ତାଙ୍କର ପ୍ରଶଂସକଙ୍କୁ ବଡ଼ ଉପହାର ମିଳିଛି। ସାଉଥ୍‌ର ସୁପରହିଟ ଫିଲ୍ମ ‘କେ.ଜି.ଏଫ୍‌ର ଦ୍ୱିତୀୟ ଭାଗ...

ବିବାହ ପରେ ପ୍ରଥମଥର ଏକାଠି ଖ୍ରୀଷ୍ଟମାସ ପାଳନ କଲେ ଭିକ୍କି-କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍ ଷ୍ଟାର କପୁଲ କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲ ବିବାହ ପରେ ପ୍ରଥମ ଥର ଏକାଠି ଖ୍ରୀଷ୍ଟମାସ ପର୍ବ ପାଳନ କରିଛନ୍ତି ।...

ଝିଅକୁ କଳା କହିବାକୁ ନେଇ ଭାବପ୍ରବଣ ହେଲେ ଗୌରୀ ଖାନ୍‌

ବଲିଉଡ୍‌ର କିଙ୍ଗ୍‌ ଶାହରୁଖ ଖାନ୍‌ଙ୍କ ଝିଅ ସୁହାନା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସୁହାନାଙ୍କୁ କିଛି ବ୍ୟକ୍ତି ସୋସିଆଲ ମିହିଆରେ କଳା କହିବାକୁ ନେଇ ମା’...

ରଜନୀକାନ୍ତଙ୍କଠାରୁ ଆରମ୍ଭ କରି ରଣବୀର ସିଂହ: ନିଜର ସରନେମ୍‌ ହଟାଇଛନ୍ତି ଏହି ୬ କଳାକାର; ପୁରା ନାମ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନୟ ପାଇଁ ନିଜ ନାମ ମଧ୍ୟ ବଦଳାଇଦେଇଥାଏ କଳାକାର। ବଲିଉଡ୍‌ରେ କିଛି କଳାକାର ଅଛନ୍ତି ଯେଉଁମାନେ ଫିଲ୍ମଦୁନିଆ ପାଇଁ ନିଜର ନାମ ପରିବର୍ତ୍ତନ କରିଛନ୍ତି। ସେହିଭଳି...

ସୁଟିଂ ସେଟ୍‌ରେ ଅସୁସ୍ଥ ହେଲେ ମିଥୁନ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୨୦।୧୨-ସୁଟିଂ ଚାଲିଥିବାବେଳେ ଅସୁସ୍ଥ ହୋଇପଡିଛନ୍ତି ବଲିଉଡର ପ୍ରସିଦ୍ଧ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଉତ୍ତରାଖଣ୍ଡର ମସୁରୀଠାରେ ମିଥୁନ କଶ୍ମୀର ଫାଇଲ୍ସ ୱେବସିରିଜର ସୁଟିଂ କରୁଥିବାବେଳେ ହଠାତ୍‌ ତାଙ୍କ...

ତୃତୀୟଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଲିସା ହେଡେନ୍‌ ତୃତୀୟଥର ପାଇଁ ମା’ ହୋଇଛନ୍ତି। ଏହି ଖୁସି ଖବର ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଢଙ୍ଗରେ ଦେଇଛନ୍ତି। ଲିସା ଇନଷ୍ଟାଗ୍ରାମରେ...

Advertisement
Archives

Model This Week