ସୃଷ୍ଟି ହେଲା ଲଘୁଚାପ: ୯ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର, ୮।୯(ବ୍ୟୁରୋ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଏଘୁଚାପ ପ୍ରଭାବରେ ଆସନ୍ତା ୯ରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ...

କମିଶନରେଟ୍‌ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ...

ଡିଜେଲ ୯ ପଇସା କମିଲା

ଭୁବନେଶ୍ୱର, ୨୯।୯: ଡିଜେଲ ଦରରେ ଲଗାତର ହ୍ରାସ ଧାରା ଜାରି ରହିଛି। ସୋମବାର ଭୁବନେଶ୍ୱରରେ ଡିଜେଲ ୯ ପଇସା କମି ୭୬.୯୫ ଟଙ୍କାକୁ ଖସିଛି। ଏଠାରେ...

ମ୍ୟାଚ୍‌ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ

କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍‌ଲାଇନରେ ଟିକେଟ ମିଳୁଛି ।...

ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ...

‘ବିଏସ୍‌କେୱାଇ’କୁ ସ୍କଚ୍‌ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)କୁ ସ୍କଚ୍‌ ସ୍ବାସ୍ଥ୍ୟ ଭାରତ ସ୍ବର୍ଣ୍ଣ ପୁରସ୍କାର ମିଳିଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଆୟୋଜିତ...

ଜମିରୁ ଶୁଖୁନି ପାଣି

ବନ୍ତ,୨୬ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ଶତାଧିକ ଏକର ଜମିରେ ପାଣି ଜମି ରହିଛି। ଫଳରେ ଚାଷୀ ଧାନ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ରାଉରକେଲା ଏୟାରଷ୍ଟ୍ରିପ୍‌ରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ

ଭୁବନେଶ୍ୱର, (ବ୍ୟୁରୋ)/ ରାଉରକେଲା ଅଫିସ, ୧୬।୨: ବେସାମରିକ ବିମାନ ଚଳାଚଳ ସୁରକ୍ଷା ମହାନିର୍ଦ୍ଦେଶିକା ଉଷା ପାଢ଼ୀ ସୋମବାର ରାଉରକେଲା ଏୟାରଷ୍ଟ୍ରିପ ପରିଦର୍ଶନ କରିଛନ୍ତି। ଏଥିସହ ରାଉରକେଲା...

Advertisement
Archives

Model This Week