ଭୁବନେଶ୍ୱର,୧୪।୪: କୋଭିଡ୍-୧୯ ମାମଲାଗୁଡିକୁ ବିଚାର କରି ସାରା ଦେଶକୁ ପ୍ରଥମେ ରେଡ୍, ଗ୍ରୀନ୍ ଭଳି ଅଞ୍ଚଳରେ ବିଭକ୍ତ କରିବାର ଆବଶ୍ୟକତା ରହିଛି। ଗ୍ରୀନ୍ ଅଞ୍ଚଳଗୁଡିକରେ ଆର୍ଥତ୍କ କାର୍ଯ୍ୟକଳାପକୁ ସରକାର ଅନୁମତି ପ୍ରଦାନ କରିବା ନେଇ ଶିଳ୍ପ ସଂଘ କନ୍ଫେରେଶନ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ପକ୍ଷରୁ ସୋମବାର ସରକାରଙ୍କୁ ନିବେଦନ କରାଯାଇଛି। ବିପଦ ନ ଥିବା ସ୍ଥାନଗୁଡିକରେ ଆର୍ଥତ୍କ କାର୍ଯ୍ୟକଳାପ ଚାଲୁ ରଖିବା ଲାଗି ସିଆଇଆଇ ମହାନିର୍ଦ୍ଦେଶକ ଇନ୍ଦ୍ରଜିତ ବାନାର୍ଜୀ କହିଛନ୍ତି। ଫ୍ୟାକ୍ଟ୍ରିଗୁଡିକରେ ଥର୍ମାଲ ପରୀକ୍ଷା, ସାମାଜିକ ଦୂରତ୍ୱ ରକ୍ଷା, ଫ୍ୟାକ୍ଟ୍ରି ସାନିଟାଇଜେଶନ ଭଳି ପଦକ୍ଷେପ ନେବାକୁ ପରାମର୍ଶ ରହିଛି।
BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍
ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍ଟି ବିଶେଷ କରି ବ୍ୟବସାୟିକ ତଥା…
ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…
ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…
ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍
ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…
ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର
ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…
ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି
ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…
Archives

