ସେକ୍ସ ର଼୍ୟାକେଟ୍‌ ଠାବ : ଦୁଇ ଯୁବକଙ୍କ ସହ ଜଣେ ଯୁବତୀ ଅଟକ

ବାସୁଦେବପୁର,୧୭।୧୦: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବେତଡ଼ା ବଜାରରେ ଗଜଲକ୍ଷ୍ମୀ ପୂଜା ଅବସରରେ ଭିଡ଼ ଲାଗିଥିବାବେଳେ ଭଡ଼ା ଘରୁ ପୋଲିସ ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ପୋଲିସ ଏହି ଘର ଉପରେ ବୁଧବାର ବିଳମ୍ବିତ ରାତିରେ ଚଢ଼ାଉ କରି ୨ ଜଣ ଯୁବକ ଓ ଜଣେ ଯୁବତୀଙ୍କୁ ଅଟକ ରଖିଛି। ଏହି ଘଟଣାର ଅଧିକ ତଦନ୍ତ ଚାଲିଥିବା ଆଇଆଇସି ମଧୁମିତା ମହାନ୍ତି ସୂଚନା ଦେଇଛନ୍ତି। ଘଟଣା ତଦନ୍ତାଧୀନ ଥିବାରୁ ଗିରଫ ଯୁବକମାନଙ୍କ ସମ୍ପର୍କରେ ପରେ ତଥ୍ୟ ପଦାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ରୁ ଖୋଲିବ ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ ,୧୨ା୮- ଜନସାଧାରଣଙ୍କ ସୁବିଧା ପାଇଁ ଆସନ୍ତା ୧୫ରୁ ବ୍ରହ୍ମପୁର ବଡ ମେଡିକାଲ ସାଧାରଣ ଓପିଡି ସେବା ଆରମ୍ଭ ହେବ। ଏ ନେଇ ଗଞ୍ଜାମ...

ବଅଁରପାଳରେ ଭାରତ ବନ୍ଦ ପ୍ରଭାବ: ୫୫ନଂ. ଏନ୍‌ଏଚ୍‌ ଅବରୋଧ

ବଅଁରପାଳ,୨୩।୨(ଡି.ଏନ୍‌.ଏ.): ଭୀମ ଆର୍ମି ପକ୍ଷରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ବିରୋଧୀ ରାୟ ଓ କେନ୍ଦ୍ର ସରକାରଙ୍କ ଏନ୍‌ପିଆର,...

ବାତ୍ୟା ଆଶ୍ରୟସ୍ଥଳୀରେ ଅସାମାଜିକଙ୍କ ଆଡ୍ଡା

ରାୟଗଡ଼(ଗଜପତି) ୧।୫(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ ବ୍ଲକ କାର୍ଯ୍ୟାଳୟକୁ ଲାଗି ରହିଥିବା ବାତ୍ୟା ଆଶ୍ରୟସ୍ଥଳି। ଯାହା ଏବେ  ଅସାମାଜିକଙ୍କ  ଆଡ୍ଡାସ୍ଥଳୀ ପାଲଟିଥିବା ନେଇ ସ୍ଥାନୀୟ ଲୋକେ...

ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ...

ହୁ ହୁ ବଢ଼ି ଚାଲିଛି ତୈଳ ଦର, ନ କମିଲେ ୧୫ରେ ଓଡ଼ିଶା ବନ୍ଦ

ବ୍ରହ୍ମପୁର ଅଫିସ,୩୧।୧: ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶନିବାର ବ୍ରହ୍ମପୁରରେ ବିଶାଳ ସମାବେଶ ହୋଇଥିଲା। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ...

ଚିନିକଳ କର୍ମଚାରୀଙ୍କୁ ମିଳୁନି ଦରମା, ଜିଲାପାଳଙ୍କୁ ଭେଟି ପ୍ରଦାନ କଲେ ସ୍ମାରକପତ୍ର

ବରଗଡ଼ ଅଫିସ,୨୩।୧୨: ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ କର୍ମଚାରୀଙ୍କୁ ଦୀର୍ଘ ୨୮ ମାସ ହେଲା ଦରମା ମିଳିନାହିଁ। ଏହା ସହିତ ସେମାନଙ୍କୁ ଇପିଏଫ୍‌,...

ଚାଷକୁ ପାଣି ଅଭାବ, ମରୁଡ଼ି ଆଶଙ୍କା

ଲହୁଣୀପଡ଼ା,୮।୮(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅଞ୍ଚଳରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇିଛି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ବ୍ୟାହତ ହୋଇଛି। ପାଣି...

ମିଳିନି ଫସଲବୀମା କ୍ଷତିପୂରଣ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୧୦ା୮: ବରଗଡ଼ ଜିଲାରେ ବର୍ତ୍ତମାନ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ମାତ୍ର ଏପର୍ଯ୍ୟନ୍ତ ଜିଲାର ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସୋହେଲା, ଗାଇସିଲେଟ୍‌ ଏବଂ ଝାରବନ୍ଧ...

Advertisement
Archives

Model This Week